ଭାରତ ୨୫୨ ରନ୍ ବିଜୟ ଲକ୍ଷ୍ୟକୁ ହାସଲ କରି ପ୍ରଥମ ଦଳ ଭାବେ ତୃତୀୟ ଥର ଆଇସିସି ଚାମ୍ପିଆନ୍ସ ଟ୍ରଫିରେ ବିଜୟ ହାସଲ କରିଛି।
ଆଇସିସି ଚାମ୍ପିଅନ୍ସ ଟ୍ରଫି ପାଇଁ ପ୍ରାୟ ୫୮୬ କୋଟିର ବଜେଟ୍ ଅନୁମୋଦନ କରିଛି। ଗୋଟିଏ ମ୍ୟାଚ୍ ପାଇଁ ବଜେଟ୍ ପ୍ରାୟ ୩୯ କୋଟି ଟଙ୍କା ରହିଥିଲା। ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୧୫ଟି ମ୍ୟାଚ୍ ଖେଳା ଯାଇଥିଲା । ଏଥିମଧ୍ୟରୁ ଭାରତ ତିନୋଟି ଗ୍ରୁପ୍ ମ୍ୟାଚ୍ ଏବଂ ଗୋଟିଏ ସେମିଫାଇନାଲ ଦୁବାଇରେ ଖେଳିଥିଲା । ଆଉ ଆଜି ଫାଇନାଲ ମ୍ୟାଚ୍ ମଧ୍ୟ ଦୁବାଇରେ ଖେଳାଯାଉଛି ।
ସୁପରସଣ୍ଡେରେ ସୁପର ସୋ | ପୁଣି ଏକ ରବିବାର ହାଇଭୋଲଟେଜ୍ ମ୍ୟାଚ | ଏଥର କିନ୍ତୁ ଫାଇନାଲ୍ ଫାଇଟ୍ ପାଇଁ ଲାଗିଛି ବାଜି । ଟାଇଟଲ ହାସଲ ଲାଗି ଜି ଜାନ୍ ଲଗାଇ ଲଢ଼େଇ କରିବେ ଟିମ୍ ଇଣ୍ଡିଆ ଓ ନ୍ୟୁଜିଲାଣ୍ଡ |
ନ୍ୟୁଜିଲାଣ୍ଡକୁ ୩୭୨ ରନ୍ରେ ହରାଇଲା ଭାରତ। ମୁମ୍ବାଇ ବିଜୟ ସହ ୧-୦ରେ ସିରିଜ୍ ଜିତିଲା ଭାରତ। ଗୋଟିଏ ଦିନ ଥାଇ ବିଜୟ ହାସଲ କରିଛି। ଭାରତ ୨ ଟିକିଆ ସିରିଜ୍ର କାନପୁର ଟେଷ୍ଟ ଡ୍ର ରହିଥିଲା। ମୁମ୍ବାଇ ଟେଷ୍ଟରେ ଭାରତର ଜବରଦସ୍ତ ବିଜୟ ହୋଇଛି ।
ଆଜିଠୁ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦୁଇମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍.. ସିରିଜର ପ୍ରଥମ ମ୍ୟାଚ୍ କାନପୁରରେ ଖେଳାଯିବ..
ଆଜି ଖେଳାଯିବ ଏକ ଦମ୍ଦାର୍ ମ୍ୟାଚ୍। ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍ରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ। ଉଭୟ ଟିମ୍ ପାଇଁ ଏହି ମ୍ୟାଚ୍ କର ବା ମର ଭଳି। ଏହି ମ୍ୟାଚ୍ରେ ଯେଉଁ ଟିମ୍ ଜିତିବ, ସେହି ଟିମ୍ର ସେମିଫାଇନାଲ ପ୍ରବେଶ ଆଶା ରହିବ।