ଦ୍ୱିତୀୟ ଭାଗରେ ୩ଟି ଏବଂ ତୃତୀୟ ଭାଗରେ ୫ଟି ଓ୍ୱିକେଟ୍ ନେଇଥିଲେ ହେଁ ଟିମ୍କୁ ଜିତାଇ ପାରି ନ ଥିଲେ । ଭାରତ ପ୍ରଥମ ଇନିଂସରେ ୩୪୫ ରନ୍ କରିଥିବା ବେଳେ ଦ୍ୱିତୀୟ ଇନିଂସରେ ଭାରତ ୨୩୪/୭ ରନ୍ରେ ପାଳି ସମାପ୍ତି ଘୋଷଣା କରିଥିଲା ।
୧୭ ଡିସେମ୍ବରରୁ ଭାରତର ସାଉଥ୍ ଆଫ୍ରିକା ଗସ୍ତ ଆରମ୍ଭ ହେବାକୁ ଥିବା ବେଳେ, ପ୍ରାୟ ୭ ସପ୍ତାହ ଧରି ଭାରତ ୩ଟି ଟେଷ୍ଟ, ୩ଟି ଦିନିକିଆ ଏବଂ ୪ ଟି-୨୦ ମ୍ୟାଚ୍ ଖେଳିବା ନେଇ ସ୍ଥିର ହୋଇଛି ।
ଆରମ୍ଭ ହେଲା ଭାରତ ଓ ନ୍ୟୁଜିଲାଣ୍ତ ମଧ୍ୟରେ ହେବାକୁ ଥିବା ଦୁଇମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ । ସିରିଜର ପ୍ରଥମ ମ୍ୟାଚ୍ କାନପୁରରେ ଖେଳା ଯାଉଛି । ଆଜି ସକାଳ ୯ଟା ୩୦ରେ ମ୍ୟାଚ ଆରମ୍ଭ ହୋଇଛି । ଟିମ୍ ଇଣ୍ତିଆର ଅଧିନାୟକ ଅଜିଙ୍କ୍ୟ ରାହାଣେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ଏହା ଭିତରେ ସୂର୍ଯ୍ୟକୁମାର ଯାଦବଙ୍କୁ ଦଳରେ ସୁଯୋଗ ମିଳିପାରେ ବୋଲି ଆଶା କରାଯାଉଛି । ସେ ପ୍ରଥମେ ଦଳରେ ସ୍ଥାନ ପାଇନଥିଲେ ।
ପ୍ରଥମେ ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି ନେଇଥିଲା । ଫଳରେ ବ୍ୟାଟିଂ ମଇଦାନକୁ ଓହ୍ଲାଇଥିଲା ନ୍ୟୁଜିଲ୍ୟାଣ୍ଡ । ଦୁଇ ଓପ୍ନର ମାର୍ଟିନ୍ ଗପ୍ଟିଲ୍ ଓ ଡାରିଏଲ୍ ମିଚେଲ୍ ପ୍ରଥମ ୱିକେଟ ପାଇଁ ୪୮ ରନ୍ ଯୋଡ଼ିଥିଲେ । ଗପ୍ଟିଲ୍ ୧୫ ବଲରେ ୩ ଚୌକା ଓ ୨ ଛକା ସହ ୩୧ ରନ୍ କରି ଦୀପକ ଚହରଙ୍କ ଶିକାର ହୋଇଥିଲେ ।