• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: India Vs Sa T20

IND vs SA
ଟିମ୍ ଇଣ୍ଡିଆର ଜବରଦସ୍ତ କମବ୍ୟାକ୍: ଶେଷ ମ୍ୟାଚ୍‌ ଫାଇନାଲ ଟକ୍କର

ଆଭେସ ଖାନ୍‌ଙ୍କ ଫାଷ୍ଟ ବୋଲିଂ ଆଗରେ ଗୋଟିଏ ପରେ ଗୋଟିଏ ଖେଳାଳୀ ପାଭିଲିୟନ୍ ଫେରିଥିଲେ।

team india
ନେଟ୍ ପ୍ରାକ୍ଟିସ୍‌ ପାଇଁ ବାରବାଟୀ ଷ୍ଟାଡିୟମରେ ଟିମ୍ ଇଣ୍ଡିଆ

କଡ଼ା ସୁରକ୍ଷା ମଧ୍ୟରେ ୨ଟି ସ୍ୱତନ୍ତ୍ର ବସ୍‌ରେ କଟକ ଯାତ୍ରା

62 platoon force
ବାରବାଟୀରେ କଡ଼ା ସୁରକ୍ଷା ବ୍ୟବସ୍ଥା : ମୁତୟନ ହେବେ ୬୨ ପ୍ଲାଟୁନ ଫୋର୍ସ

ବାରବାଟୀରେ ମ୍ୟାଚ୍‌ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

India-South Africa T20 at Barabati Stadium
No Mask, No Entry: ମ୍ୟାଚ୍‌ ବେଳେ ବାରବାଟୀ ଷ୍ଟାଡିୟମ ଭିତରକୁ ପାଣି ବୋତଲ, ଖାଦ୍ୟ ମନା

ବାରବାଟୀ ମୁକାବିଲା ପାଇଁ ୬୨ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ପ୍ରେସ୍‌ମିଟ୍‌ରେ  କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଷ୍ଟାଡିୟମ ଭିତରକୁ ପାଣି ବୋତଲ ଓ ବାହାର ଖାଦ୍ୟ ନେଇପାରିବେ ନାହିଁ।

Team India & South Africa players to relish Chhena Poda at Hotel Mayfair
ଭୁବନେଶ୍ୱରରେ ଟିମ୍‌ ଇଣ୍ଡିଆ-ଦକ୍ଷିଣ ଆଫ୍ରିକା ଟିମ୍‌, ପରଷା ଯିବ ସ୍ୱତନ୍ତ୍ର ଓଡ଼ିଆ ଖାଦ୍ୟ

ଦିନକ ପରେ ଅର୍ଥାତ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20 ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଆଜି ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳି ପହଞ୍ଚିଛନ୍ତି।