• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: India West Indies Odi

Ind vs WI ODI
ଐତିହାସିକ ମ୍ୟାଚ୍‌ରେ ଭାରତର ଜବରଦସ୍ତ ବିଜୟ: ସିରିଜ୍‌ରେ ୧-୦ ରେ ଆଗୁଆ

ହଜାରେ ତମ ଦିନିକିଆରେ ଜିତିଲା ଟିମ୍ ଇଣ୍ଡିଆ । ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ୱିକେଟ୍‌ରେ ବିଜୟୀ ହେବା ସହ ଦିନିକିଆ ଇତିହାସରେ ରେକର୍ଡ କରିଛି । ମ୍ୟାଚ୍ ଜିତିବା ସହ ତିନି ମ୍ୟାଚ ବିଶିଷ୍ଟ ସିରିଜ୍‌ରେ ଭାରତ ୧-୦ରେ ଅଗ୍ରଣୀ ହୋଇଛି ।

Ind- WI ODI
ODI ଇତିହାସରେ ଭାରତର ଏକ ହଜାରତମ ମ୍ୟାଚ: ଭାରତ ପାଇଁ ୧୭୭ ରନ୍‌ର ଲକ୍ଷ୍ୟ

ଆଜି ଭାରତ ପାଇଁ ଏହା ଏକ ଐତିହାସିକ ଦିନିକିଆ ମ୍ୟାଚ । ଅହମ୍ମଦାବାଦର ମୋଟେରାରେ ଏହି ମ୍ୟାଚ୍ ଖେଳାଯାଉଛି । ଆଜିର ଐତିହାସିକ ମ୍ୟାଚ୍ ଜିତି ବିଜୟରୁ ସିରିଜ ଆରମ୍ଭ କରିବା କ୍ୟାପ୍‌ଟେନ୍ ରୋହିତ ଶର୍ମା ଲକ୍ଷ୍ୟ ରଖିଛନ୍ତି । ତେବେ ଆଜି ମ୍ୟାଚ୍‌ରେ ସ୍ୱର ସାମ୍ରାଜ୍ଞୀ ଭାରତରତ୍ନ ଲତା ମଙ୍ଗେସକରଙ୍କୁ ସମ୍ମାନ ଜଣାଇ ବାହୁରେ କଳାଫିତା ପିନ୍ଧିଛନ୍ତି ଟିମ୍ ଇଣ୍ଡିଆର ସମସ୍ତ ସଦସ୍ୟ।