ଦେଶ ସ୍ୱାଧୀନତା ହେବା ପରେ ସମ୍ବିଧାନ ସଭାରେ ଦେଶର ନାମ ନେଇ ପ୍ରଶ୍ନ ଉଠିଲା ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଦେଶ ଭାବେ ପରିଚିତ ହେବାକୁ ଯାଉଥିବା ଏ ଦେଶର ନାମ କ’ଣ ରଖାଯିବ। ସମ୍ବିଧାନ ସଭାରେ ଭାରତ, ହିନ୍ଦୁସ୍ତାନ, ହିନ୍ଦ୍ ଏବଂ ଇଣ୍ଡିଆ ଭଳି ନାମ ବାବଦରେ ଅନେକ ଆଲୋଚନା ହେଲା।
ତୁର୍କୀର ମହାବିପତ୍ତି ବେଳେ, ସହଯୋଗର ହାତ ବଢ଼ାଇଛି ଭାରତ । ତୁର୍କୀକୁ ୨ଟି C-17 ଗ୍ଲୋବମାଷ୍ଟର ବିମାନରେ ୧୦୦ ଏନ୍ଡିଆରଏଫ୍ ଯବାନ, ସ୍ୱତନ୍ତ୍ର ପ୍ରଶିକ୍ଷିତ ଡଗ୍ ସ୍କ୍ବାଡ୍, ଡ୍ରିଲିଂ ମେସିନ, ରିଲିଫ ସାମଗ୍ରୀ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଓ ଉପକରଣ ପଠାଯାଇଛି । ଅନ୍ୟପକ୍ଷରେ ଭାରତକୁ ବିପଦ ବେଳର ପ୍ରକୃତ ବନ୍ଧୁ ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ତୁର୍କୀ ରାଷ୍ଟ୍ରଦୂତ ।
ମୁହୂର୍ତ୍ତକ ମଧ୍ୟରେ ଧରାଶାୟୀ ହେଉଛି ବିରାଟ ଅଟ୍ଟାଳିକା । ଦେଖୁ ଦେଖୁ ମାଟିରେ ମିଶିଯାଉଛି ୬ ତାଲା ବିଲଡିଂ । ଆଉ ତା’ଭିତରେ ଚାପି ହୋଇଯାଇଛନ୍ତି ଶତାଧିକ ଲୋକ । ତୁର୍କୀରେ ଏମିତି ତାଣ୍ଡବ ରଚିଛି ପ୍ରକୃତି । ଗୋଟିଏ କି ଯୋନିଏ ନୁହେଁ ଏଭଳି ଶହ ଶହ କୋଠା, ହଜାର ହଜାର ଘର ଭୁଶୁଡିପଡିଛି ଭୂକମ୍ପର ଝଟ୍କାରେ । ଆଖି ପିଛୁଳାକେ ଛାରଖାର ହୋଇଯାଇଛି ତୁର୍କୀର ଏକାଧିକ ସହର ।
ଚୁକ୍ତି ଉଲ୍ଲଂଘନ ପାଇଁ ନୋଟିସ୍ ପଠାଇଲା ଭାରତ, ଆଲୋଚନା ପାଇଁ ଦେଲା ୯୦ ଦିନର ମହଲତ୍
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି। ପୁଣି ବର୍ଷେ ପର୍ଯ୍ୟନ୍ତ ମାଗଣା ଚାଉଳ, ଗହମ ପାଇବେ ଆପଣ...୨୦୨୩ ଡିସେମ୍ବର ଯାଏଁ କାର୍ଯ୍ୟକାରୀ ହେବ ଯୋଜନା
ଆଉ ମାତ୍ର ୪ ଘଂଟାର ଅପେକ୍ଷା...ଧରାବତରଣ କରିବେ ଯୀଶୁ...ଆନନ୍ଦ ଉଲ୍ଲାସରେ ବଡଦିନ ପାଳନ ପାଇଁ ସବୁଠି ସରିଛି ପ୍ରସ୍ତୁତି
ଜଗନ୍ନାଥଙ୍କ ପ୍ରେମରେ ବୃଦ୍ଧା ଭିକ୍ଷୁକ: ମନ୍ଦିରକୁ ଦାନ କଲେ ଜୀବନଯାକର ସଞ୍ଚିତ ଧନ
ଅରୁଣାଚଳ ତଓ୍ୱାଙ୍ଗ ସୀମା ନିର୍ଦ୍ଦିଷ୍ଟ ନଥିବାରୁ ସମସ୍ୟା , କେଉଁ ଅଞ୍ଚଳ କାହାର, ତାକୁ ନେଇ ରହିଛି ଦ୍ୱନ୍ଦ୍ୱ ।
ସଂସଦ ବାହାରେ ପ୍ରତିକ୍ରିୟା ଦେଲେ ଗୃହମନ୍ତ୍ରୀ ଅମିତ ଶାହା
ବୋର୍ୱେଲରେ ଫସି ରହିଥିବା ବାଳକ ନିକଟକୁ ପାଇପ୍ ଯୋଗେ ଅମ୍ଲଜାନ ପଠାଯାଉଛି। ୮ ବର୍ଷର ବାଳକ ତନ୍ମୟ ସାହୁ କ୍ଷେତରେ ଖେଳୁଥିଲେ। ଏହି ସମୟରେ କିଛି ଦିନ ପୂର୍ବେ ସେହି କ୍ଷେତରେ ଖୋଳାଯାଇଥିବା ବୋର୍ୱେଲ ଭିତରେ ଅଚାନକ ଖସି ପଡିଥିଲେ।
ମାତ୍ର ୫ ପଇସାରେ ଏତେ ସୁଆଦିଆ ଆଇଟମ୍...ଅସମ୍ଭବ ଲାଗିଲେ ବି ଏତିକି ଟଙ୍କାରେ ମିଳୁଛି ଖାଇବା
ବଦଳିଲା ଅଫତାବ୍ର ଠିକଣା। ଏଣିକି ତିହାର ଜେଲର୍ ସେଲ୍ ନମ୍ବର-୪ରେ ରହିବ ଅଫତାବ୍..କେହି ଭେଟିବେନି କି କେହି କଥା ହେବେନି...ଏକା ଏକା ରହିବ ଅଫତାବ୍...
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଦଳ । ବର୍ଷା ଯୋଗୁଁ ବାତିଲ ହୋଇଥିଲା ପ୍ରଥମ ମ୍ୟାଚ୍ ।
ଜେଲ୍ ଭିତରେ ମସାଜ୍ ମଜା । ଆମ୍ ଆଦମୀ ପାର୍ଟିର କଏଦୀ ମନ୍ତ୍ରୀଙ୍କୁ ଦିଆଯାଉଛି ଗୋଡ଼ଠୁ ମୁଣ୍ଡ ପର୍ଯ୍ୟନ୍ତ ସେବା । କିଏ ଗୋଡ଼ ମୋଡୁଛି ତ କିଏ ହାତ ଆଉ ମୁଣ୍ଡକୁ ମସାଜ କରୁଛି । ଜେଲ୍ ଚିନ୍ତା ଭୁଲାଇ ଅୟସ ଆରାମରେ ତିହାର ଜେଲ୍ ଭିତରେ ଦିନ କାଟୁଛନ୍ତି ଦିଲ୍ଲୀ ଆପ୍ ସରକାରର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ...
ଆମେ ସମସ୍ତେ କେଦାରନାଥ ଯାଇଥୁଲି, ହଠାତ୍ ଦୁର୍ଘଟଣା ହେଲା। ଆମକୁ ସମସ୍ତେ ଫୋନ୍ କରୁଥିଲେ, ଆମେ ବଡ଼ କଷ୍ଟରେ ଫେରିଲୁ। ଶୁଣନ୍ତୁ କେଦାରନାଥରୁ ଫେରିଥିବା ଯାତ୍ରୀମାନେ କେମିତି କହୁଛନ୍ତି ସେଦିନର ସେଇ ଭୟଙ୍କର କାହାଣୀ
ମିଳିତ ଜାତିସଂଘର ସଦ୍ୟତମ ରିପୋର୍ଟରେ ଅନୁସାରେ ୨୦୦୫-୦୬ରୁ ୨୦୧୯-୨୧ ମଧ୍ୟରେ ୪୧.୫ କୋଟି ଲୋକ ଦାରିଦ୍ର୍ୟକୁ ମାତ୍ ଦେଇଛନ୍ତି ।
ବିରାଟ କୋହଲି ଆଜି ହଂକଂ ବିରୋଧରେ ଜବରଦସ୍ତ ବ୍ୟାଟିଂ କରିଛନ୍ତି।
ଆସନ୍ତା ଅକ୍ଟୋବରରେ ଭୁବନେଶ୍ୱର ସମେତ ଦେଶର ୩ଟି ଭେନ୍ୟୁରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ହେବ।
ଜଳବାୟୁ ପରିବର୍ତ୍ତନଜନିତ ଗମ୍ଭୀର ପରିବେଶର ସମସ୍ୟା ସାଙ୍ଗକୁ ମହାବିନାଶକ ଅସ୍ତ୍ରଶସ୍ତ୍ରର ଭଣ୍ଡାର ଏବଂ ମହାକାଶ ଯୁଦ୍ଧର ସମ୍ଭାବନା କାରଣରୁ ଭୂପୃଷ୍ଠ ବା ପୃଥିବୀର ଜୀବନଦାୟୀନୀ କ୍ଷମତା ସଙ୍କଟରେ ପଡୁଛି। ଏ ବାବଦରେ ଅନେକ ବିଶେଷଜ୍ଞ ଓ ବୈଜ୍ଞାନିକ ଅନେକବାର ଚେତାବନୀ ମଧ୍ୟ ଦେଇସାରିଲେଣି। ଏହା ସମକାଳୀନ ଦୁନିଆର ସବୁଠାରୁ ବଡ ସମସ୍ୟା।
୯୨ ପଦକ ସହ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କଲା କାନାଡ଼ା । ଏହାପରେ ଚତୁର୍ଥ ସ୍ଥାନରେ ରହିଛି ଭାରତ ।
ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଷ୍ଟମ ଦିନରେ ଭାରତକୁ ତିନିଟି ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ ଦୁଇଟି ବ୍ରୋଞ୍ଜ ପଦକ ମିଳିଛି ।
ଗୋଟିଏ ଦିନରେ ହିଁ ଭାରତ ପାଇଛି ୩ ଟି ପଦକ । ସେଥିରେ ଗୋଟିଏ ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ, ଗୋଟିଏ ବ୍ରୋଞ୍ଜ ପଦକ ସାମିଲ ରହିଛି ।
କମନ୍ ୱେଲ୍ଥ ଗେମ୍ସରେ ଏହା ଭାରତକୁ ଦ୍ୱିତୀୟ ପଦକ । ଆଜି ହିଁ ଭାରତକୁ ପ୍ରଥମ ପଦକ ଉପହାର ଦେଇଥିଲେ ସାଗର ସଙ୍କେତ । ସେ ଭାରତ ପାଇଁ ରୌପ୍ୟ ପଦକ ଆଣିଥିଲେ ।