• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Indian Air Force Chief Vr Chaudhari

Air Chief Marshal Vivek Ram Chaudhary
ପୂର୍ବ ଲଦାଖର ୩ ଏୟାରବେସରେ ଏବେ ବି ଜଗି ରହିଛି ଚୀନ ବାୟୁସେନା: ମୁକାବିଲା ପାଇଁ ପ୍ରସ୍ତୁତ ଥିବା କହିଲେ ନୂଆ ବାୟୁସେନା ମୁଖ୍ୟ

ଚୀନ ସୀମା ସ୍ଥିତି ନେଇ ବାୟୁସେନା ମୁଖ୍ୟଙ୍କ ଏୟାର ଚିଫ୍ ମାର୍ଶାଲ ଭି.ଆର୍. ଚୌଧୁରୀଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା । ଏଲ୍ଏସି ଆରପଟେ ଚୀନ ବାୟୁସେନା ଏବେ ବି ରହିଛି ଜଗି ରହିଛି । ଏଲ୍ଏସିର ସମସ୍ତ ୩ଟି ଏୟାରବେସରେ ଚୀନ୍ ସେନା ମୁତୟନ ଥିବା ସେ କହିଛନ୍ତି । ତେବେ କୌଣସି ପରିସ୍ଥିତି ପାଇଁ ଭାରତୀୟ ବାୟୁସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ତୟାର ଥିବା ସେ କହିଛନ୍ତି ।