ନିର୍ବାଚନ ଜିତିବା ପରେ ଆମେରିକାର ୪୭ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ଜାନୁଆରୀ ୨୦, ୨୦୨୫ରେ ସେ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ହେଲେ ତାଙ୍କ ସରକାରର ଶାସନ ଆରମ୍ଭ ନହେଉଣୁ ଭାରତୀୟମାନଙ୍କୁ ଆମେରିକାରେ ଅପମାନିତ କରାଗଲାଣି । ଭାରତର ପରମ୍ପରା ହେଉଛି ବିଶ୍ୱାସ,ମିତ୍ରତା ଆଉ ଭାରତର ଭାବ ହେଉଛି ବନ୍ଧୁତା । ନିଜର କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ଦେଶ ସହ ମିତ୍ରତାର ସମ୍ପର୍କ ସ୍ଥାପନ ପାଇଁ ପାରୁପର୍ଯ୍ୟନ୍ତ ଚେଷ୍ଟା ଜାରି ରଖିଛନ୍ତି ।
ଭାରତୀୟ ମୂଳ ପରିବାରର ୪ ଜଣ ସଦସ୍ୟଙ୍କୁ ମେରେଡ ସହରରୁ ସୋମବାର ଅପହରଣ କରାଯାଇଥିଲା। ଏମାନଙ୍କ ମଧ୍ୟରେ ୮ ମାସର ଏକ ଶିଶୁ ଥିଲା। ଏମାନଙ୍କୁ ହତ୍ୟା କରାଯାଇଛି। ଏମାନଙ୍କ ଶବକୁ ପୋଲିସ ଜବତ କରିଛି।
ଯେଉଁ ବୟସରେ ପିଲାମାନେ ଖେଳ ଓ ମୋବାଇଲରେ ମାତିଥାନ୍ତି, ସେହି ବୟସରେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ଏହି ଦୁଇ କୁନି ପିଲା। ଏମାନେ ହେଲେ ଆମେରିକାରେ ଭାରତୀୟ ଭାଇ-ଭଉଣୀ ଇଶାନ୍ ଠକ୍କର ଓ ଅନନ୍ୟା ଠକ୍କର ।