ଭାରତୀୟ ସେନା ନେଇ ଆସିଛି ଚାକିରି ସୁଯୋଗ। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।
ଭାରତୀୟ ସେନାରେ ଅଫିସର ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ଏନେଇ ଭାରତୀୟ ସେନା ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଭାରତୀୟ ସେନାରେ ଯୋଗଦେବାକୁ ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବରକୁ ବିସ୍ତୃତଭାବେ ପଢନ୍ତୁ।
ଭାରତୀୟ ସେନା ସ୍ପେସାଲ୍ ଏଣ୍ଟ୍ରୀ ସ୍କିମ୍ ୫୭ତମ କୋର୍ସ ପାଇଁ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଏନେଇ ଏନ୍ଡିଏ କିମ୍ବା ସିଡିଏସ୍ ପରି ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାକୁ ପଡିବ ନାହିଁ। କେବଳ ଏକ ପ୍ରତ୍ୟକ୍ଷ SSB ସାକ୍ଷାତକାର ହେବ।
ଦେଶର ଲକ୍ଷ ଲକ୍ଷ ଯୁବକ ଭାରତୀୟ ସେନାରେ ଅଧିକାରୀ ହେବାର ସ୍ୱପ୍ନ ଦେଖନ୍ତି। ଯଦି ଆପଣ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ ଆଉ ଭାରତୀୟ ସେନାରେ କ୍ୟାପ୍ଟେନ ହେବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର କେବଳ ଆପଣଙ୍କ ପାଇଁ।
ଆପଣ ଯଦି ଦଶମ ପାଶ୍ କରି ଭାରତୀୟ ସେନାରେ ଚାକିରି କରିବାକୁ ଚାହାନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଭାରତୀୟ ସେନା ନିକଟରେ MTS, ଫାୟାରମ୍ୟାନ୍, କୁକ୍ ଆଦି ପୋଷ୍ଟରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।
ସରକାରୀ ଚାକିରି ପାଇଁ ପ୍ରସ୍ତୁତ ଯୁବକଙ୍କ ପାଇଁ ଏକ ଖୁସି ଖବର। ଏହି ନିଯୁକ୍ତି ଭାରତୀୟ ବାୟୁସେନାରେ ଅଗ୍ନିବୀର ଏୟାର ରିକ୍ରୁମେଣ୍ଟ ଅଧୀନରେ ବାହାର କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ମୋଟ ୩୫୦୦ ପୋଷ୍ଟ୍ ପୂରଣ ହେବ।
ସର୍ଟ ସର୍ଭିସ୍ କମିଶନ(SSC) ବୈଷୟିକ ପାଠ୍ୟକ୍ରମ ପାଇଁ ଭାରତୀୟ ସେନା ବିଜ୍ଞପ୍ତି ବାହାର କରିଛି। ଏହି ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଉଭୟ ଅବିବାହିତ ପୁରୁଷ ଏବଂ ଅବିବାହିତ ମହିଳା ଏହି ପଦବୀ ପାଇଁ ଆବେଦନ କରିବାକୁ ଯୋଗ୍ୟ ଅଟନ୍ତି।
୧୦ ପାଶ୍ ପିଲାଙ୍କ ପାଇଁ ବି ସରକାରୀ ଚାକିରି। ଭାରତୀୟ ସେନାରେ ଅଛି ଚାକିରି। ୧୫୫ ପୋଷ୍ଟ୍ରେ ହେବ ନିଯୁକ୍ତି।
ଆପଣ ଭାରତୀୟ ସେନାରେ ଚାକିରି କରିବାକୁ ଚାହୁଁଛନ୍ତି କି ? ଭାରତୀୟ ସେନା ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଭାରତୀୟ ସେନାରେ ସର୍ଟ ସର୍ଭିସ କମିସନର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ତୁରନ୍ତ କରନ୍ତୁ ଆବେଦନ ।
ଆପଣ ଭାରତୀୟ ସେନାରେ ଚାକିରି କରିବାକୁ ଚାହୁଁଛନ୍ତି କି ? ତେବେ ଭାରତୀୟ ସେନା ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ସେନାରେ ରିମାଉଣ୍ଟ ଭେଟନାରୀ କୋର୍ପ୍ସରେ ସର୍ଟ ସର୍ଭିସ କମିଶନ ଅଧିନରେ ଭେଟେନାରୀ ଗ୍ରାଜୁଏଟ୍ସ ଭର୍ତ୍ତି ପାଇଁ ଆବେଦନ କରିପାରିବେ ।