Indian Coast Guard Recruitment: ଭାରତୀୟ ତଟରକ୍ଷୀ ବାହିନୀରେ ଚାକିରି ପାଇବା ପାଇଁ ଏକ ବଡ଼ ସୁଯୋଗ । ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ପଦ ପାଇଁ ଯୋଗ୍ୟ ପ୍ରାର୍ଥୀମାନେ କରିପାରିବେ ଆବେଦନ ।
କେନ୍ଦ୍ର ସରକାର ଅଧିନରେ ଚାକିରି କରିବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ନାବିକ ପଦବୀରେ ନିଯୁକ୍ତି ପାଇଁ ଇଣ୍ଡିଆନ୍ କୋଷ୍ଟଗାର୍ଡ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୩୫୦ଟି ପଦବୀ ପୂରଣ ହେବ।
ବିଭିନ୍ନ ପଦବୀ ପାଇଁ ଇଣ୍ଡିଆନ୍ କୋଷ୍ଟ ଗାର୍ଡ (ICG) ନିଯୁକ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ କେବଳ ଅଫ୍ଲାଇନ୍ ମୋଡ୍ରେ ଆବେଦନ କରିବାକୁ ପଡିବ।