• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Indian Cricketer

Rishabh Pant
Indian Cricketer Rishabh Pant: ଦିନିକିଆରେ ରିଷଭ ପନ୍ତଙ୍କ ପାଇଁ ସବୁଠୁ ବଡ଼ ଚାଲେଞ୍ଜ୍ କିଏ?

ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ୱିକେଟ୍‌କିପର୍‌-ବ୍ୟାଟର୍ ଭାବେ ରିଷଭ ପନ୍ତଙ୍କ ଠାରୁ ଲୋକେଶ ରାହୁଲଙ୍କୁ ଦିଆଯାଇଥିଲା ଅଗ୍ରାଧିକାର । ସେ ମଧ୍ୟ ନିଜ ପ୍ରଦର୍ଶନ ବଳରେ ତାଙ୍କ ଚୟନକୁ ସଠିକ୍ ସାବ୍ୟସ୍ତ କରିଥିଲେ । ଏପରି ସ୍ଥଳେ ପ୍ରଶ୍ନ ଉଠୁଛି ଯେ ଦିନିକିଆରେ ପନ୍ତଙ୍କ ପାଇଁ ବଡ଼ ଚାଲେଞ୍ଜ୍ ହୋଇଛନ୍ତି କି ରାହୁଲ?

Hardik pandya ex-wife natasa stankovic shared emotional post
Hardik Pandya: ନୂଆ ପ୍ରେମିକା ପାଇଁ ଖୁସିରେ ହାର୍ଦ୍ଦିକ ପାଣ୍ଡ୍ୟା; ଭାବପ୍ରବଣ ପୋଷ୍ଟ୍ କଲେ ନତାଶା ଷ୍ଟାନ୍‌କୋଭିକ୍‌

ଆଇସିସି ଚାମ୍ପିଅନ୍ସ ଟ୍ରଫି ସମୟରେ ହାର୍ଦ୍ଦିକଙ୍କ ଚର୍ଚ୍ଚିତ ଗର୍ଲଫ୍ରେଣ୍ଡ ଜସ୍ମିନ ୱାଲିଆ ଦୁବାଇ ଷ୍ଟାଡିୟମରେ ମ୍ୟାଚ୍‌ ଦେଖୁଥିବାର ନଜର ଆସିଥିଲେ। ସେବେଠାରୁ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି ଯେ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ୍‌ଙ୍କ ସହ ଛାଡପତ୍ର ପରେ ହାର୍ଦ୍ଦିକଙ୍କ ଜୀବନରେ ପରିବର୍ତ୍ତନ ଆସିଛି।

 Sourav Ganguly car accident
Sourav Ganguly Car Accident: ପୂର୍ବତନ କ୍ରିକେଟର୍ ସୌରଭ ଗାଙ୍ଗୁଲିଙ୍କ କାର୍‌ ଦୁର୍ଘଟଣା

ପୂର୍ବତନ ଭାରତୀୟ କ୍ରିକେଟର୍ ସୌରଭ ଗାଙ୍ଗୁଲିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଗଲେ ଗାଙ୍ଗୁଲି । ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା ।

Rahul Dravid's Viral Video
Rahul Dravid Car Accident: ବିଜୁଳି ବେଗରେ ଭାଇରାଲ ହେଉଛି ଦ୍ରାବିଡଙ୍କ ଭିଡିଓ,କାହିଁକି ରାଗିଗଲେ ଦ୍ରାବିଡ଼ ?

ଗୋଟିଏ ମାଲବାହୀ ଅଟୋ ଏବଂ ରାହୁଲ ଦ୍ରାବିଡଙ୍କ କାର ମଧ୍ୟରେ ଧକ୍କା ହେବା ଫଳରେ ଏମିତି ଘଟଣା ଘଟିଥିବା ଜଣାପଡିଛି । ଘଟଣା ସମୟରେ ଦ୍ରାବିଡ ନିଜେ ଡ୍ରାଇଭିଂ କରୁଥିଲେ ନା ଡ୍ରାଇଭର ଗାଡି ଚଳାଉଥିଲେ ସେ ସମ୍ପର୍କରେ ଏଯାଏଁ ସ୍ପଷ୍ଟ ହୋଇପାରିନାହିଁ ।

Who will be India's Test captain after Rohit
Team India Test Captaincy: ରୋହିତଙ୍କ ପରେ କିଏ ହେବେ ଭାରତର ଟେଷ୍ଟ ଅଧିନାୟକ

ରୋହିତ ଶର୍ମାଙ୍କ ପରେ କିଏ ଭାରତୀୟ ଟେଷ୍ଟ ଟିମ୍‌ର ଅଧିନାୟକ ହେବେ, ତାହାକୁ ନେଇ ଏବେ ଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା । ଉପ-ଅଧିନାୟକ ଯଶପ୍ରୀତ ବୁମ୍‌ରାଙ୍କୁ ମିଳିବ କି ଟେଷ୍ଟ ନେତୃତ୍ୱ, ୱିକେଟ୍‌କିପର୍‌-ବ୍ୟାଟର୍ ରିଷଭ ପନ୍ତଙ୍କୁ ଦିଆଯିବ କି ଟିମ୍‌ର ଦାୟିତ୍ୱ ନା ପୁଣି ଅଧିନାୟକତ୍ୱକୁ ଫେରିବେ କିଙ୍ଗ୍ କୋହଲି?

One is a god of cricket and other is a failed human being
Sports: ଜଣେ କ୍ରିକେଟ୍‌ର ଭଗବାନ ଆଉ ଜଣେ ଅସଫଳ-ଅସହାୟ ମଣିଷ

ଏକାଠି କ୍ରିକେଟ୍ କ୍ୟାରିଅର୍ ଆରମ୍ଭ କଲେ ଦୁଇ ପ୍ରତିଭାଶାଳୀ ବାଲ୍ୟ ବନ୍ଧୁ - ସଚିନ ତେନ୍ଦୁଲକର ଓ ବିନୋଦ କାମ୍ବଲୀ । ତେବେ ସଚିନ ପହଞ୍ଚିଲେ ତୁଙ୍ଗ ଶିଖରରେ ଅଥଚ ପଥହୁଡ଼ା ହୋଇ କାମ୍ବଲୀ ପାଲଟିଗଲେ ଜଣେ ଅସଫଳ ଓ ଅସହାୟ ମଣିଷ ।

Can Yash dayal be the 'future star' of Team India
Sports: ଟିମ୍ ଇଣ୍ଡିଆର ‘ଭବିଷ୍ୟତ ତାରକା’ ହୋଇପାରିବେ କି ଯଶ ଦୟାଲ...

ଏବେ ପୁଣି ବାମହାତି ମିଡିଅମ୍ ପେସର୍ ଯଶ ଦୟାଲ୍‌ଙ୍କୁ ନେଇ ବେଶ୍ ଚର୍ଚ୍ଚା। ଘରୋଇ କ୍ରିକେଟ୍ ହେଉ ବା ଆଇପିଏଲ୍ ୨୦୨୪ - ଯଶ ପ୍ରମାଣିତ କରିଛନ୍ତି ଯେ ତାଙ୍କ ଭିତରେ ପ୍ରତିଭା ଅଛି ଏବଂ ସେ ଜାତୀୟ ଟିମ୍‌ରେ ସ୍ଥାନ ପାଇବା ପାଇଁ ଯୋଗ୍ୟ।

Radha Yadav
ବନ୍ୟାରେ ଫସିଲେ ଟିମ୍ ଇଣ୍ଡିଆର ଷ୍ଟାର କ୍ରିକେଟର, NDRF ଟିମ୍‌ ପହଞ୍ଚି କଲେ ଉଦ୍ଧାର

ଏ ନେଇ ରାଧା ଯାଦବ ନିଜେ ସୋସିଆଲ ମିଡିଆରେ ସୂଚନା ଦେବା ସହ ରାଧା ଯାଦବ ଏନଡିଆରଏଫକୁ ଧନ୍ୟବାଦ ଦେଇଛନ୍ତି ।

How challenging 2024 will be for Team India
Sports: ଟିମ୍ ଇଣ୍ଡିଆ ପାଇଁ କେତେ ଆହ୍ୱାନପୂର୍ଣ୍ଣ ହେବ ୨୦୨୪

୨୦୨୪ ଭାରତୀୟ ଟିମ୍ ପାଇଁ କେତେ ଆହ୍ୱାନପୂର୍ଣ୍ଣ ହେବ? ଏହି ବର୍ଷ ଆଇସିସି ଟ୍ରଫି ପାଇଁ ଟିମ୍‌ର ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ କି? କ୍ରମାଗତ ତୃତୀୟ ଥର ଡବ୍‌ଲ୍ୟୁଟିସି ଫାଇନାଲ୍‌ରେ ପ୍ରବେଶ ପାଇଁ ଭାରତର ଦାବିଦାର ମଜଭୁତ ହୋଇପାରିବ କି?

Chetan Sharma Sting Operation
ଷ୍ଟିଙ୍ଗ ଅପରେସନ୍‌ରେ ଖୁଲାସା: କୋହଲି-ରୋହିତଙ୍କ ମଧ୍ୟରେ ଅଛି କି ବିବାଦ ?

ଭାରତୀୟ କ୍ରିକେଟରମାନେ ନିଜକୁ ଫିଟ୍ ରଖିବା ପାଇଁ ଯନ୍ତ୍ରଣା ଉପଶମ ଇଞ୍ଜେକସନ୍ ନେଉଥିବା ବେଳେ ଟିମ୍‌ ଇଣ୍ଡିଆର ପୂର୍ବତନ କ୍ୟାପଟେନ ବିରାଟ କୋହଲି ଓ ବର୍ତ୍ତମାନର କ୍ୟାପଟେନ୍‌ ରୋହିତ ଶର୍ମାଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ବଡ଼ ଖୁଲାସା ହୋଇଛି।

BCCI Chief Selector Chetan Sharma Sting Operation
ଷ୍ଟିଙ୍ଗ ଅପରେସନ୍‌ରେ ବଡ଼ ଖୁଲାସା- ଫିଟ୍‌ ରହିବା ପାଇଁ ଇଞ୍ଜେକ୍ସନ ନେଉଛନ୍ତି ଭାରତୀୟ କ୍ରିକେଟର

ଭାରତୀୟ କ୍ରିକେଟରମାନେ ନିଜକୁ ଫିଟ୍ ରଖିବା ପାଇଁ ଯନ୍ତ୍ରଣା ଉପଶମ ଇଞ୍ଜେକସନ୍ ନେଉଥିବା ଜଣାପଡ଼ିଛି। ଆହତ ଥିବା ସତ୍ତ୍ୱେ ଦଳର ଚୟନ ବେଳେ ଫିଟ୍ ରହିବାକୁ ଏହି ଇଞ୍ଜେକସନ୍ ଉପରେ ସେମାନେ ନିର୍ଭର କରନ୍ତି ବୋଲି ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ଚେତନ ଶର୍ମା କହିଛନ୍ତି।

Harbhajan Singh
କ୍ରିକେଟ୍‌ର ସବୁ ଫର୍ମାଟ୍‌କୁ ବାଏ ବାଏ କହିଲେ ହରଭଜନ

୨୩ ବର୍ଷର କ୍ରିକେଟ୍ କ୍ୟାରିୟରକୁ ସ୍ମରଣୀୟ ଏବଂ ସୁନ୍ଦର କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ହରଭଜନ । ୧୭ ବର୍ଷ ବୟସରେ ସେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ ।

Indian Player
ଟିମ୍‌ ଇଣ୍ଡିଆରେ ପଶିଲା କରୋନା, ଇଂଲଣ୍ଡ ଗସ୍ତରେ ଥିବା ଜଣେ ଖେଳାଳି ପଜିଟିଭ୍‌ ଚିହ୍ନଟ

ଇଂଲଣ୍ଡ ଗସ୍ତରେ ଥିବା ଜଣେ ଭାରତୀୟ କ୍ରିକେଟର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ୨୩ ଜଣ ଭାରତୀୟ ଖେଳାଳି ଇଂଲଣ୍ଡ ଗସ୍ତରେ ଅଛନ୍ତି। ସମ୍ପୃକ୍ତ ଖେଳାଳିଙ୍କ ଶରୀରରେ ଏଯାଏ କରୋନାର କୌଣସି ଳକ୍ଷଣ ଦେଖା ଯାଇ ନାହିଁ।

Harleen Deol 2
ଫିଲ୍ମ ହିରୋଇନଠାରୁ କମ୍ ନୁହଁନ୍ତି ଏହି ମହିଳା କ୍ରିକେଟର, ଅନୁଷ୍କାଙ୍କୁ କମେଣ୍ଟ କରି ଚର୍ଚ୍ଚାରେ..

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ୍ ଦଳର କ୍ରିକେଟର ହାର୍ଲିନ ଦେଓଲ ଏବେ ଚର୍ଚ୍ଚାରେ । ଏହାର କାରଣ ହେଉଛି, ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା । ବିରାଟ କୋହଲିଙ୍କ ସହ ଇଂଲଣ୍ଡ ଗସ୍ତରେ ଯାଇଥିବା ଅନୁଷ୍କା କିଛି ଦିନ ପୂର୍ବରୁ…