• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Indian Hockey Team

Indian Men's Hockey Team
ଭାରତ ଏସିଆନ ଚାମ୍ପିଅନ୍ସ ଟ୍ରଫି ହକି ଚାମ୍ପିଅନ୍‌

ଫାଇନାଲ୍‌ରେ ଚୀନ୍‌କୁ ୧-୦ ଗୋଲ୍‌ରେ ହରାଇ ଚାମ୍ପିଅନ୍‌ ହେଲା ଭାରତ । ପଞ୍ଚମ ଥର ପାଇଁ ଟାଇଟଲ୍‌ ଜିତିଲା ଭାରତୀୟ ହକି ଦଳ ।

Hockey Team India
ହକି ହିରୋଙ୍କୁ ଓଡ଼ିଶାରେ ସମ୍ବର୍ଦ୍ଧନା

ହକି ହିରୋଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବର୍ଦ୍ଧନା । ବିମାନ ବନ୍ଦରରୁ ବିଶାଳ ରୋଡ୍ ସୋ'ରେ ପହଞ୍ଚିଥିଲେ କଳିଙ୍ଗ ଷ୍ଟାଡିୟମ ।

Indian Hockey Team's Roadshow In Bhubaneswar
ଭୁବନେଶ୍ୱରରେ ଭାରତୀୟ ହକି ଟିମ୍, ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ..ଦେଖନ୍ତୁ କିଛି ଝଲକ୍

ଭୁବନେଶ୍ୱରରେ ପ୍ୟାରିସ ଅଲିମ୍ପିକ ବ୍ରୋଞ୍ଜ ବିଜୟୀ ଭାରତୀୟ ହକି ଟିମ୍‌ ହକି ସଦସ୍ୟ । ବିମାନବନ୍ଦରରୁ ଏକ ବିଶାଳ ରୋଡ୍‌ ଶୋ’ରେ ହକି ହିରୋ ଯାଇଛନ୍ତି । ଲୋକସେବା ଭବନ କନଭେନ୍‌ସନ୍‌ ସେଣ୍ଟରରେ ହକି ଟିମ୍‌ର କ୍ରୀଡ଼ାବିତମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ୱର୍ଦ୍ଧିତ କରିଛନ୍ତି।

Hockey Team India
ଭୁବନେଶ୍ୱରରେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ଭାରତୀୟ ହକି ଟିମ୍

ଭୁବନେଶ୍ୱରରେ ପହଞ୍ଚିଲେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍ । ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ।

Can Indian hockey team win gold medal in Asiad
Sports: ଏସିଆଡ୍‌ରେ ସ୍ୱର୍ଣ୍ଣ ପଦକ ଜିତିପାରିବ କି ଭାରତୀୟ ହକି ଟିମ୍‌

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ଜିତିବା ପରେ ହାଙ୍ଗଝୁ ଏସିଆଡ୍‌ରେ ସ୍ୱର୍ଣ୍ଣ ପଦକ ଜିତିପାରିବ କି ଭାରତୀୟ ଟିମ୍‌? କାମ ଦେବ କି ମୁଖ୍ୟ କୋଚ୍ କ୍ରେଗ୍ ଫୁଲ୍‌ଟନ୍‌ଙ୍କ ଫର୍ମୂଲା? ଟ୍ରମ୍ପ୍ କାର୍ଡ ସାବ୍ୟସ୍ତ ହେବେ କି ଅଧିନାୟକ ହରମନପ୍ରୀତ ସିଂହ?

Ind Vs Pak
ଭାରତ-ପାକ୍‌ ହାଇଭୋଲଟେଜ୍‌ ମ୍ୟାଚ୍‌; ବନ୍ଦେ ମାତରମ୍‌ ଧ୍ୱନିରେ କମ୍ପିଲା ଷ୍ଟାଡିୟମ

ଭାରତ-ପାକିସ୍ତାନ ଭଳି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଦର୍ଶକଙ୍କ କୋଳାହଳ ତ ସାଧାରଣ କଥା । ଶେଷ ଲିଗ୍‌ ମ୍ୟାଚ୍‌ରେ ପାକିସ୍ତାନକୁ ଏକତରଫା ଭାବେ ଧୂଳି ଚଟାଇଛି ଭାରତୀୟ ହକି ଟିମ। ବନ୍ଦେ ମାତରମ୍‌ ଗୀତରେ କମ୍ପିଲା ଚେନ୍ନାଇର ମେୟର ରାଧାକ୍ରିଷ୍ଣନ ଷ୍ଟାଡିୟମ । 

Indian Hockey Team
ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା

୨୦୩୩ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ଭାବେ ଓଡ଼ିଶା ଖଣି ନିଗମ ରହିବ ବୋଲି ଆଜି କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।

Indian Hockey team’s defender Amit Rohidas’s family cherishes his childhood memories
ମଫସଲ ଗାଁରୁ ଟିମ୍ ଇଣ୍ଡିଆ ଭାଇସ୍‌ କ୍ୟାପଟେନ୍

ପୁଅ ଯେବେ ସଫଳତାର ଶୀର୍ଷରେ ପହଞ୍ଚେ ପରିବାରର ଖୁସି କହିଲେ ନ ସରେ...ଘରେ ସଫଳତାର ସାଇତା ସନ୍ତକ ସବୁକୁ ଦେଖିଲେ ଭାବ ବିହ୍ୱଳ ହୋଇ ପଡ଼ନ୍ତି ଆତ୍ମୟ ଓ ପରିଜନ

Hockey Team
ଭାରତୀୟ ହକି ଦଳକୁ ଓଡ଼ିଶାରେ ଭବ୍ୟ ସ୍ୱାଗତ, ସହର ସାରା ପୋଷ୍ଟର

ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ଖେଳ ପ୍ରଦର୍ଶନ ସହ ବ୍ରୋଞ୍ଜ ଜିତିଥିବା ପୁରୁଷ ହକି ଟିମ୍ ଓ ସେମି ଫାଇନାଲ୍‌କୁ ଯାଇଥିବା ମହିଳା ହକି ଟିମ୍‌କୁ ସ୍ୱାଗତ କରିଛି ଓଡ଼ିଶା ।

PM Modi Congratulates
ଭାରତୀୟ ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୋଦି

ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଛି । ଏଥିପାଇଁ ସାରା ଭାରତରେ ଉତ୍ସବର ମାହୋଲ । ଭାରତୀୟ ପୁରୁଷ ହକି ଟିମ୍‌ର ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ସେ ଟିମ୍ ଇଣ୍ଡିଆର କ୍ୟାପଟେନ୍ ମନପ୍ରୀତ, ମୁଖ୍ୟ କୋଚ୍ ଗ୍ରାହାମ୍ ରିଡ୍ ଓ ସହକାରୀ କୋଚ୍ ପୀୟୂଷ ଦୁବେଙ୍କ ସହ କଥା ହୋଇଛନ୍ତି । ଟିମ୍ ଇତିହାସ ରଚିଥିବାରୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଅନ୍ୟ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ପ୍ରଧାନମନ୍ତ୍ରୀ ଟିମ ଇଣ୍ଡିଆର ଏହି ବିଜୟକୁ ଐତିହାସିକ ବୋଲି କହିଛନ୍ତି ।

Celebrates India's Victory
ଭାରତର ଐତିହାସିକ ବିଜୟ ପାଇଁ ସବୁଠି ଖୁସିର ମାହୋଲ

ଭାରତର ଐତିହାସିକ ବିଜୟ । ଟୋକିଓ ଅଲିମ୍ବିକ୍ସରେ ଭାରତ ପାଇଁ ଆଉ ଏକ ପଦକ ଆଣି ଦେଇଛି ଭାରତର ପୁରୁଷ ହକି ଟିମ୍‌। ଏଥି ସହିତ ପୁଣି ଏକ ବ୍ରୋଞ୍ଜ ପଡିଛି ଭାରତ ଖାତାରେ । ଏହାକୁ ମିଶାଇ ଭାରତ ପଦକ ସଂଖ୍ୟା ୪ରେ ପହଞ୍ଚିଛି। ଏନେଇ ସବୁଠି ଖୁସିର ମାହୋଲ ରହିଛି । ସୁନ୍ଦରଗଡ଼ ପାନପୋସ ଷ୍ଟାଡିୟମରେ ଅଲମ୍ପିଆନ୍ ଲାଜରୁସ ବାର୍ଲା ଖୁସିରେ ମିଠା ବଣ୍ଟିଛନ୍ତି ।

Indian hockey team
୪୧ ବର୍ଷ ପରେ ହକିରେ ଭାରତର ଐତିହାସିକ ବିଜୟ

ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ।୪୧ ବର୍ଷ ପରେ ହକିରେ ଇତିହାସ ରଚିଲା ଭାରତ। ଟୋକିଓ ଅଲମ୍ପିକରେ ପୁରୁଷ ହକିର ଐତିହାସିକ ବିଜୟ। ଭାରତ ପାଇଁ ଆଉ ଏକ ପଦକ ଆଣି ଦେଇଛି ଭାରତର ପୁରୁଷ ହକି ଟିମ୍‌। ଏଥି ସହିତ ପୁଣି ଏକ ବ୍ରୋଞ୍ଜ ପଡିଛି ଭାରତ ଖାତାରେ । ଏହାକୁ ମିଶାଇ ଭାରତ ପଦକ ସଂଖ୍ୟା ୪ରେ ପହଞ୍ଚିଛି। ଆଜି ଭାରତ ପୁରଷ ହକିରେ ଜର୍ମାନକୁ ହରାଇ ଏହି ଗୌରବ ହାସଲ କରିଛି। ଟୋକିଓ ଅଲମ୍ପିକ୍‌ର ବ୍ରୋଞ୍ଜ ପଦକ ପାଇଁ ଆଜି ଭାରତ- ଜର୍ମାନ କଡା ମୁକାବିଲା ହୋଇଥିଲା। ହେଲେ ଭାରତ ୫-୪ ଗୋଲରେ ଜର୍ମାନକୁ ହରାଇ ଏହି ପଦକ ଛଡ଼ାଇ ନେଇଛି।

tokyo-olympics-india-mens-hockey-team
ଟୋକିଓ ଅଲମ୍ପିକ୍‌ରେ ଭାରତୀୟ ହକି ଟିମ୍‌ର ଧମାଲ, ଆର୍ଜେଣ୍ଟିନାକୁ ୩-୧ରେ ହରାଇ କ୍ୱାଟର ଫାଇନାଲରେ ପ୍ରବେଶ

ଅଲିମ୍ପିକ୍ସ ପୁରୁଷ ହକିରେ ଭାରତ ରୋମାଞ୍ଚକର ବିଜୟ ହାସଲ କରିଛି। ରିଓ ଅଲମ୍ପିକରେ ସ୍ୱର୍ଣ୍ଣ ପଦକ ବିଜେତା ଆର୍ଜେଣ୍ଟିନାକୁ ୩-୧ରେ ହରାଇଛି ଭାରତ। ଏହି ବିଜୟ ସହିତ ଭାରତୀୟ ଟିମ୍‌ କ୍ୱାଟର ଫାଇନାଲରେ ପ୍ରବେଶ କରିଛି।