ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଟିଭିକୁ ମିଳିଥିବା ସୂଚନା ଅନୁସାରେ ଓଡ଼ିଶାକୁ ଏବେ ବାତ୍ୟା ଭୟ ନାହିଁ। ମେ ମାସରେ ପୁଣି ଏକ ବାତ୍ୟା ଆସୁଥିବା ନେଇ କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଲୋକଙ୍କ ମନରେ ଛନକା ପଶିଛି।