ଲୋକୋ ପାଇଲଟ୍ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଞ୍ଚିଗଲା ଯାତ୍ରୀଙ୍କ ଜୀବନ । ଚିତ୍ତୋରଗଡ଼ ନିକଟରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି ଉଦୟପୁର-ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ ।
ଏହା ବ୍ୟତୀତ ଛାତ୍ରମାନଙ୍କ ପାଇଁ ଇଣ୍ଟର୍ନସିପ୍ ଏବଂ ପ୍ଲେସମେଣ୍ଟ ଏବଂ ଛାତ୍ରବୃତ୍ତି ବ୍ୟବସ୍ଥା ମଧ୍ୟ ରହିଛି ।
ସ୍ୱୟଂକୃତ, ଏକକ ନିୟନ୍ତ୍ରିତ ପ୍ରବେଶ ଦ୍ୱାର ରହିଛି । ମୁଖ୍ୟ ପ୍ରବେଶ ଦ୍ୱାର ବନ୍ଦ ନହେବା ଯାଏଁ ଗଡ଼ିବନି ଟ୍ରେନ୍ । ପ୍ରତି କୋଚରେ ୬ଟି ଲେଖାଏଁ କ୍ୟାମେରା ଲାଗିଛି । ସବୁ କ୍ୟାମେରାରେ ୨୪ ଘଣ୍ଟିଆ ଲାଇଭ୍ ରେକର୍ଡିଂ ।
ରେଳ ବିଭାଗରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆସିଷ୍ଟାଣ୍ଟ ଲୋକୋ ପାଇଲଟ୍, ଟେକ୍ନିସିଆନ୍, ଜୁନିୟର ଇଞ୍ଜିନିୟର, ଟ୍ରେନ୍ ମ୍ୟାନେଜର ପଦ ପାଇଁ ଉତ୍ତର ରେଳ ବିଭାଗ ବିଜ୍ଞାପନ ଜାରି କରିଛି। ସମୁଦାୟ ୩୨୩ଟି ପଦବୀ ପୂରଣ ହେବ।
ଚଳନ୍ତା ଟ୍ରେନ୍ରେ ଗୁଳିମାଡ଼। RPF କନଷ୍ଟେବଲ୍ଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି। । ଫାୟାରିଂ ପରେ କନଷ୍ଟେବଲ ଟ୍ରେନ୍ରୁ ଡେଇଁ ପଡ଼ିଥିଲେ।
ଶେଷ ପର୍ଯ୍ୟାୟରେ ଷ୍ଟେସନ ଓ ଟ୍ରାକ୍ କାମ । ଷ୍ଟେସନ କାର୍ଯ୍ୟର ସମୀକ୍ଷା କଲେ ରେଳ ସୁରକ୍ଷା ଆୟୁକ୍ତ ଓ ଖୋର୍ଦ୍ଧା D.R.M ।
ଟଙ୍କା କଟିଯାଉଛି, କିନ୍ତୁ ଟିକଟ୍ ବୁକ୍ ହୋଇ ପାରୁନି । ଟିକଟ ବାତିଲ ପାଇଁ 14646,0755-6610661କୁ କଲ୍ କରନ୍ତୁ ।
ଚାଟ୍ ୱିଣ୍ଡୋ ଓପନ୍ ହେବା ପରେ ଆପଣ ଆପଣଙ୍କ ୧୦ ଅଙ୍କ ବିଶିଷ୍ଟ ପିଏମ୍ ଆର ନମ୍ବର ଦେବାକୁ ହେବ । ପରେ ଆପଣ ଟ୍ରେନ୍ର ଯାତ୍ରା ସମ୍ପର୍କରେ ସମ୍ପୂର୍ଣ୍ଣ ବିବରଣୀ ପାଇପାରିବେ ।
ଅଳ୍ପ ସମୟରେ ଯାତ୍ରୀମାନେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ପାରୁଛନ୍ତି । ଭାରତୀୟ ରେଳବାଇ ପକ୍ଷରୁ ଅନେକ ହାଇ ସ୍ପିଡ୍ ଟ୍ରେନ୍ ମଧ୍ୟ ଚଳାଚଳ କଲାଣି । ଯାହାଦ୍ୱାରା ଯାତ୍ରୀମାନେ ଖୁବ୍ କମ୍ ସମୟ ମଧ୍ୟରେ ଯାତ୍ରା କରିପାରୁଛନ୍ତି ।
ଅଳ୍ପ ସମୟରେ ଯାତ୍ରୀମାନେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ପାରୁଛନ୍ତି । ଭାରତୀୟ ରେଳବାଇ ପକ୍ଷରୁ ଅନେକ ହାଇ ସ୍ପିଡ୍ ଟ୍ରେନ୍ ମଧ୍ୟ ଚଳାଚଳ କଲାଣି ।
ଭାରତରେ ପ୍ରତ୍ୟେକ ଦିନ ରଳରେ ପ୍ରାୟ ୨.୫୦ କୋଟି ଯାତ୍ରୀ ଯାତ୍ରା କରିଥା’ନ୍ତି । ସେହିପରି ରେଳ ଦ୍ୱାରା ୩୩ ଲକ୍ଷ ଟନ୍ ମାଲ୍ ମଧ୍ୟ ପରିବହନ ହୋଇଥାଏ ।
ଟ୍ରେନ୍ରେ ଚଢ଼ିବାକୁ ନେଇ ଝଗଡ଼ା ଓ ପରେ ଏହା ଏତେ ଉଗ୍ରରୂପ ଧାରଣ କରିଥିଲା ଯେ, ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି। ରବିବାର ଦିନ କେରଳର କୋଝିକୋଡ୍ରେ ଏକ୍ସପ୍ରେସ୍ ଟ୍ରେନ୍ରେ ଏହି ଘଟଣା ଘଟିଛି।
କେଉଁ କ୍ରେଡିଟ୍ କାର୍ଡ ଦେଖାଇଲେ ରେଳ ଷ୍ଟେସନରେ ମିଳିବ ମାଗଣା ଖାଇବା . . ଦେଖି ନିଅନ୍ତୁ ତାଲିକା
ରେଳ ମନ୍ତ୍ରାଳୟ ପକ୍ଷରୁ ନିକଟରେ ଏକ ଟ୍ୱିଟ୍ କରାଯାଇଥିଲା । ଯେଉଁଥିରେ ଏହି ‘X’ବିଷୟରେ କୁହାଯାଇଛି । ଏହି ବିରାଟ ‘X’ ବା ଛକ ଚିହ୍ନ ବିଷୟରେ ଜାଣିବା ପରେ ଆପଣ ବି ତାଜୁବ ହେବେ ।
ଦୀପାବଳି ପୂର୍ବରୁ ରେଳବାଇ କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି କେନ୍ଦ୍ର ସରକାର
ରେଲୱେ ନେଲା ବଡ଼ ନିଷ୍ପତ୍ତି। ଏଣିକି ଯାତ୍ରା ବେଳେ ବରିଷ୍ଠ ନାଗରିକଙ୍କୁ ଆଉ ମିଳିବନି ଟିକେଟ୍ରେ କୌଣସି ରିହାତି। ଆର୍ଥିକ ବୋଝ ବଢୁଥିବାରୁ ଏମିତି ନିଷ୍ପତ୍ତି ନେଲା ରେଲୱେ...
ରେଲୱେ ନେଲା ବଡ଼ ନିଷ୍ପତ୍ତି। ଏଣିକି ଯାତ୍ରା ବେଳେ ବରିଷ୍ଠ ନାଗରିକଙ୍କୁ ଆଉ ମିଳିବନି ଟିକେଟ୍ରେ କୌଣସି ରିହାତି। ଆର୍ଥିକ ବୋଝ ବଢୁଥିବାରୁ ଏମିତି ନିଷ୍ପତ୍ତି ନେଲା ରେଲୱେ...
ଦେଶର ୭୦ ପ୍ରତିଶତ ବିଜୁଳି କୋଇଲା ଉପରେ ନିର୍ଭରଶୀଳ । ତେବେ କୋଇଲା ସଙ୍କଟର ତୁରନ୍ତ ସମାଧାନ ନ ହେଲେ, ଆଗକୁ ଯାତ୍ରୀବାହୀ ଟ୍ରେନ୍ ଚଳାଚଳରେ ଅନେକ ବାଧା ଉପୁଜିପାରେ ।
ଯାତ୍ରୀମାନଙ୍କୁ ଉନ୍ନତ ସୁବିଧା ଯୋଗାଇବା ପାଇଁ ଭାରତୀୟ ରେଳ ନିରନ୍ତର ପ୍ରୟାସ ଜାରି ରଖିଛି । ଏହି କ୍ରମରେ ଭାରତୀୟ ରେଳ ନଆ ଭିଷ୍ଟାଡୋମ୍ କୋଚ୍ ପ୍ରସ୍ତୁତ କରିଛି । ଯାହା କି ଏବେସୁଦ୍ଧା ଭାରତର ସବୁଠାରୁ ଅତ୍ୟାଧୁନିକ ବା ହାଇ-ଟେକ୍ ରେଳ କୋଚ୍ । ଏପ୍ରିଲ ୧୧ରୁ ପଶ୍ଚିମ ରେଳ ଜୋନର ଟ୍ରେନ ନମ୍ବର 12009/10 ମୁମ୍ବାଇ ସେଣ୍ଟ୍ରାଲ-ଗାନ୍ଧିନଗର ଶତାବ୍ଦୀ ଏକ୍ସପ୍ରେସରେ ଏହି କୋଚ ଯୋଡ଼ାଯାଇଛି ।
ଏପ୍ରିଲ ୧୧ରୁ ପଶ୍ଚିମ ରେଳ ଜୋନର ଟ୍ରେନ ନମ୍ବର 12009/10 ମୁମ୍ବାଇ ସେଣ୍ଟ୍ରାଲ-ଗାନ୍ଧିନଗର ଶତାବ୍ଦୀ ଏକ୍ସପ୍ରେସରେ ଏହି କୋଚ ଯୋଡ଼ାଯାଇଛି ।
ଦୂରଗାମୀ ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍ରେ ମଧ୍ୟ ମହିଳାଙ୍କ ପାଇଁ ରହିବ ସିଟ୍ । ପ୍ରତି ବଗିରେ ସିଟ୍ ବା ବର୍ଥ ରିଜର୍ଭ ରହିବା ନେଇ ରେଳ ମନ୍ତ୍ରୀ ଘୋଷଣା କରିଛନ୍ତି । ସବୁ ମେଲ୍, ଏକ୍ସପ୍ରେସ, ଦୂରନ୍ତ, ରାଜଧାନୀ ଆଦି ଏକ୍ସପ୍ରେସରେ ରହିବ ସିଟ୍ ।
ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ, ପୂର୍ବତଟ ରେଲେଓ୍ୱକୁ ଏକ ଚିଠି ଲେଖିଛନ୍ତି । ରେଳ ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ଭିତରେ ଚୁକ୍ତି ଅନୁଯାୟୀ ରାଜ୍ୟ ସରକାର ୪୮୩ କୋଟି ଟଙ୍କା ଯୋଗାଇ ଦେଇଛନ୍ତି ।
ରେଳ ମନ୍ତ୍ରଣାଳୟ କ୍ରମାଗତ ଭାବରେ ଭାରତୀୟ ରେଳବାଇକୁ କବାଡ଼ିଆ ମୁକ୍ତ କରିବା ଅଭିଯାନରେ ବିଭିନ୍ନ କାମ କରୁଛି। 'ମିଶନ୍ ଜିରୋ ସ୍କ୍ରାପ୍' ଅଧୀନରେ ଏହାର ସମସ୍ତ ରେଳ ୟୁନିଟକୁ କବାଡ଼ିଆ ମୁକ୍ତ କରିବା ଅଭିଯାନର ଏକ ଅଂଶ ଭାବରେ ପାଶ୍ଚାତ୍ୟ ରେଳବାଇ ଚଳିତ ଆର୍ଥିକ ବର୍ଷରେ କେବଳ କବାଡ଼ିଆ ଜିନିଷ ବିକ୍ରି କରି ୧୦୦ କୋଟିରୁ ଅଧିକ ଟଙ୍କା ଆୟ କରିଛି। ଯାହାକୁ ନେଇ ଏବେ ଚର୍ଚ୍ଚା ହେଉଛି। ଚର୍ଚ୍ଚ ଏଇଥି ପାଇଁ ହେଉଛି କାରଣ., କବାଡ଼ିଆମାନେ ରେଳବାଇର ବିଭିନ୍ନ ଅଂଶକୁ ନେଇ ବିକ୍ରି କରି ନିଜର ଗୁଜୁରାଟ ମେଂଟାଇ ଥାଆନ୍ତି। କିନ୍ତୁ ତାହାକୁ ବନ୍ଦ କରିବା ଲାଗି ରେଳବାଇ ଯୋଜନା କରିବା ସହ କାର୍ଯ୍ୟକାରୀ ମଧ୍ୟ କରିଛି।