ଫିଲ୍ମରେ ନୁହେଁ ବରଂ ରିୟଲରେ ବେଆଇନ ଭାବରେ ରହୁଥିବା ଭାରତୀୟଙ୍କ ବିରୋଧରେ ଆମେରିକା ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସେମାନଙ୍କୁ ଏକ ସ୍ୱତନ୍ତ୍ର ଫ୍ଲାଇଟ୍ ଯୋଗେ ଭାରତକୁ ପଠାଇ ଦିଆଯାଇଛି।
କୋଣାର୍କ ସୂର୍ଯ୍ୟମନ୍ଦିର ନିର୍ମାଣ ସମୟରେ ମଧ୍ୟ ଭାରତୀୟଙ୍କ ଭିତରେ ଥିଲା ଆଧୁନିକ ଫ୍ୟାସନ ଡିଜାଇନିଂର ଜ୍ଞାନ । ନ୍ୟାସନାଲ୍ କ୍ରିଏଟର୍ସ ଆୱାର୍ଡ ପ୍ରଦାନ ଅବସରରେ କିଛି ଏଭଳି ତଥ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ସପୋର୍ଟ ଷ୍ଟାଫ୍ ଭାବେ ଚାକିରି ପାଇଁ ଭାରତୀୟମାନଙ୍କୁ ରୁଷ ଡକାଯାଇଥିଲା। ମାତ୍ର ସେଠାରେ ସେମାନଙ୍କୁ ଯୁଦ୍ଧକୁ ପଠାଯାଇଥିଲା।
କତାର ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି କତାର ଅମିର ସେଖ୍ ତମିମ ବିନ୍ ହମଦ ଏବଂ ଅନ୍ୟ ଉଚ୍ଚ ପ୍ରତିନିଧିଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହା ଦ୍ୱିତୀୟ କତାର ଗସ୍ତ ।
୩୦୩ ଜଣ ଭାରତୀୟଙ୍କୁ ନେଇ ଯାଉଥିବା ବିମାନ ଫ୍ରାନ୍ସରେ ଅଟକ । ମାନବଚାଲାଣ ସନ୍ଦେହରେ ଏହାକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ଫ୍ରାନ୍ସ ।
କ୍ରିକେଟ୍ ଫିଭରରେ କମ୍ପୁଛି ସାରା ଦେଶ... ଶୁଭୁଛି ଇଣ୍ଡିଆ ଇଣ୍ଡିଆ । ଗାଁରୁ ସହର, ପିଲା ଠୁ ବୟସ୍କ, ପୁରୁଷ-ମହିଳା... ଏପରିକି ଦେଶର ସିପାହୀ । ସଭିଏଁ ଆଜି କ୍ରିକେଟ୍ ଫ୍ୟାନ୍ ।
ତ୍ୟାଗ କରିଦେଉଛନ୍ତି ଭାରତୀୟ ନାଗରିକତା ! ଚଳିତବର୍ଷ ଜୁନ୍ ସୁଦ୍ଧା ଦେଶ ଛାଡ଼ିଛନ୍ତି ପ୍ରାୟ ୮୭ ହଜାର
ପ୍ରାୟ ୬ ଲକ୍ଷ ଭାରତୀୟଙ୍କ ବ୍ୟକ୍ତିଗତ ତଥ୍ୟ ହ୍ୟାକରଙ୍କ କବଜାରେ