ଅବତରଣ ସମୟରେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଇଣ୍ଡିଗୋ ବିମାନ । ଏମିତି ଘଟଣା ଘଟିଛି ଚେନ୍ନାଇ ଏୟାରପୋର୍ଟରେ । ଯାହାର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି ।
ଯାଞ୍ଚ ପାଇଁ ଆଇସୋଲେସନ୍ ବେକୁ ସ୍ଥାନାନ୍ତର କରାଯାଇଛି ବିମାନ। ଘଟଣାସ୍ଥଳରେ ପହଞ୍ଚିଛି କୁଇକ୍ ରିଆକ୍ସନ ଟିମ୍। ସେହିପରି ବିମାନ ଚଳାଚଳ ସୁରକ୍ଷା ଓ ବୋମା ନିଷ୍କ୍ରିୟକାରୀ ଟିମ୍ ବି ଘଟଣାସ୍ଥଳରେ ଅଛନ୍ତି।
ଇଣ୍ତିଗୋ ବିମାନରେ ଇନ୍ଧନ ଅଭାବ ଯୋଗୁ ଦିଲ୍ଲୀରେ ଅବତରଣ କରିବାକୁ ଥିବା ବିମାନ ଚଣ୍ତିଗଡ଼ରେ ଅବତରଣ କଲା। ଶନିବାର ଏହି ଘଟଣା ଘଟିଛି। ଏହି ଘଟଣା ଏବେ ଚହଳ ସୃଷ୍ଟି କରିଛି।
ବିମାନ ଭିତରେ ବିଡ଼ି ଟାଣିବା ପଡ଼ିଲା ମହଙ୍ଗା । ବିମାନରେ ବିଡ଼ି ଟାଣୁଥିଲେ, ବନ୍ଧା ହୋଇ ଜେଲ୍ ଗଲେ । ୪୨ ବର୍ଷୀୟ ମହମ୍ମଦ ଫାରକୁଦ୍ଦିନଙ୍କୁ ମୁମ୍ବାଇର ଚତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ଏୟାରପୋର୍ଟରେ ଗିରଫ କରାଯାଇଛି ।
ଫ୍ଲାଇଟ୍ ଟ୍ରାକିଂ ୱେବସାଇଟ୍ Flightradar24 ଅନୁଯାୟୀ, ଖରାପ ପାଗ ଯୋଗୁଁ ବିମାନ ବାତିଲ୍ କରାଯାଇଥିବା କୁହାଯାଇଛି । ବୁଧବାର ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୧୦ରୁ ଅଧିକ ବିମାନ ବାତିଲ କରାଯାଇଥିଲା ।
ଯାତ୍ରୀମାନେ ଦୀର୍ଘ ୧୨ ଘଣ୍ଟା ରନୱେରେ ସମୟ ବିତାଇବା ସହ ସେଠାରେ ଡିନର୍ ବି କରିଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
ଇଏ କଣ ? ଏସି ଚାଲିଲାନି, ବିମାନ ଉଡ଼ିଲା ? ଗରମରେ ହନ୍ତସନ୍ତ ହେଲେ ଯାତ୍ରୀ...ଶେଷରେ ଝାଳ ପୋଛିବାକୁ ଟିସୁ ଦେଲେ ବିମାନ କର୍ତ୍ତୃପକ୍ଷ
ଭିଡିଓ ସେୟାର କଲେ କଂଗ୍ରେସ ନେତା...
ବିମାନ ସେବାରେ ତ୍ରୁଟି ଓ ଯାତ୍ରୀଙ୍କ ଅଭିଯୋଗ ନେଇ ଇଣ୍ଡିଗୋ କମ୍ପାନୀ ପକ୍ଷରୁ କୌଣସି ସୂଚନା ମିଳିପାରିନି।
ପାକିସ୍ତାନରେ ଜରୁରୀ ଅବତରଣ କଲା ଭାରତୀୟ ବିମାନ। ଦୋହା ଯାଉଥିବା ଇଣ୍ଡିଗୋ ଫ୍ଲାଇଟ୍ ପାକିସ୍ତାନର କରାଚି ବିମାନ ବନ୍ଦରରେ ଏମରଜେନ୍ସି ଲ୍ୟାଣ୍ଡିଂ କରିଛି।
ବିମାନରେ ମଦ ପିଇ ଅସଦାଚରଣ କରିବା ମାମଲାରେ ଗିରଫ ହେଲେ ଦୁଇ ଯାତ୍ରୀ । ପାଟନା ବିମାନବନ୍ଦରରେ ଦୁଇ ଜଣ ଯାତ୍ରୀଙ୍କୁ ଗିରଫ କରାଯାଇଛି ।
ପାଟନା ବିମାନବନ୍ଦରରେ ବୋମା ଆତଙ୍କ। ଏହା ଜଣାପଡ଼ିବା ପରେ ବିମାନବନ୍ଦର କର୍ତ୍ତୃପକ୍ଷ ତତ୍କ୍ଷଣାତ ବିମାନକୁ ଅଟକାଇ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିଥିଲେ।
ପ୍ରଥମେ ଡାଇଭର୍ଟ, ତା’ପରେ ଲ୍ୟାଣ୍ଡିଂ। ଇଣ୍ଡିଗୋର ଶାରଜାହ-ହାଇଦ୍ରାବାଦ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପାକିସ୍ତାନର କରାଚିରେ ଲ୍ୟାଣ୍ଡିଂ କରିବାକୁ ପଡ଼ିଛି।
ଆସାମରୁ ଦେଶର ରାଜଧାନୀ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନରେ ବଡ଼ ଅଘଟଣ ଘଟିଛି।
ମଝି ଆକାଶରେ ୩ ହଜାର ଫୁଟ୍ ଉପରେ ଘଟିଥାନ୍ତା ବଡ଼ ଅଘଟଣ। ଧକ୍କା ହୋଇଥାନ୍ତା ୨ଟି ଉଡ଼ନ୍ତା ବିମାନ। ଆଉ ନିମିଷକେ ମଧ୍ୟରେ ଚାଲି ଯାଇଥାନ୍ତା ୪୦୦ରୁ ଅଧିକ ଜୀବନ।