ଶିଳ୍ପପତି ମହିମା ମିଶ୍ର ଓ ତାଙ୍କ ବଡ଼ ପୁଅ ଚନ୍ଦନ ମିଶ୍ର ପୁଣି CBIରେ ହାଜର ହୋଇଛନ୍ତି। ପୁଣି ଥରେ ତାଙ୍କୁ ସିବିଆଇ ଅଫିସରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏବେ ଉଭୟ ବାପା ପୁଅଙ୍କୁ ସିବିଆଇ ଜେରା କରୁଛି।
ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ଗିରଫ ହୋଇଛନ୍ତି। ଆଜି ଭୋର୍ରେ ଚର୍ଚ୍ଚିତ ଭୁବନେଶ୍ୱର ସ୍ଥିତ ସିବିଆଇ ଅଫିସରେ ହାଜର ହୋଇଥିଲେ।
ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର CBI କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଲାଞ୍ଚ କାରବାର ମାମଲାର ଅଭିଯୁକ୍ତ ତାଲିକାରେ ଚର୍ଚ୍ଚିତଙ୍କ ନାଁ ରହିଛି।
ପାରାଦୀପ ବନ୍ଦର ଗେଷ୍ଟ ହାଉସ୍ରେ ମହିମା ମିଶ୍ର ଓ ତାଙ୍କ ପୁଅ ଚନ୍ଦନଙ୍କୁ ସିବିଆଇ ୬ ଘଣ୍ଟା ଜେରା କରିଥିଲା। ଗତକାଲି ସକାଳୁ ସିବିଆଇ ଟିମ୍ ମହିମାଙ୍କ କଟକ ସ୍ଥିତ ଘର, ଅଫିସ୍ ଓ ପାରାଦୀପ ଅଫିସ୍ରେ ରେଡ୍ କରିଥିଲା।