ଗୋଟିଏପଟେ ଶିଳ୍ପାୟନକୁ ତ୍ୱରାନ୍ୱିତ କରିବା ସହ ପୁଞ୍ଜି ନିବେଶ ପାଇଁ ଅନ୍ୟ ରାଜ୍ୟକୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଛନ୍ତି, ଅନ୍ୟପଟେ ରାଜ୍ୟରେ ଅନେକ ଶିଳ୍ପରେ ତାଲା ଝୁଲୁଛି। ଫଳରେ ହଜାର ହଜାର କର୍ମଚାରୀଙ୍କ ଜୀବନ ଜୀବିକା ଏବେ ସଙ୍କଟରେ।