• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Influenza

H3N2 Virus
H3N2 ଇନଫ୍ଲୁଏନଜା ଭାଇରସକୁ ନେଇ ଛନକା

H3N2 ଭାଇରସ। ଥଣ୍ଡା, କାଶ ଓ ଗଳା ଦରଜ ଭଳି ଲକ୍ଷଣ ରଖୁଥିବା ଏ ଭାଇରସ ଅନ୍ୟ ଗୁରୁତର ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତ ପରେ ଏହାକୁ ନେଇ ସତର୍କତା ଅବଲମ୍ବନ ଲାଗି ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ।