ସଫଳତା ପୂର୍ବକ ଏହି ଯୁଦ୍ଧ ବିମାନ ଅବତରଣ କରି ଇତିହାସ ରଚିଛି । ଏହି ଉପଲବ୍ଧି ସହ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ଆହୁରି ପ୍ରଗତି ହୋଇଛି ।
ବଢିଲା ଭାରତୀୟ ନୌସେନାର ବଳ । ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିୟର ଆଇଏନ୍ଏସ୍ ବିକ୍ରାନ୍ତର କମିଶନିଂ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେରଳର କୋଚିରେ ଗର୍ବ ଓ ଗୌରବର ମୁହୂର୍ତ୍ତ । ଭବ୍ୟ ସମାରୋହରେ ଆଏନ୍ଏସ୍ ବିକ୍ରାନ୍ତକୁ ନୌସେନାକୁ ହସ୍ତାନ୍ତର କରିଛନ୍ତି ପ୍ରଧାନମନ୍ତ୍ରୀ ।
ବଢିଲା ଭାରତୀୟ ନୌସେନାର ବଳ । ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିୟର ଆଇଏନ୍ଏସ୍ ବିକ୍ରାନ୍ତର କମିଶନିଂ କଲେ ପ୍ରଧାନମନ୍ତ୍ରୀ ରେନ୍ଦ୍ର ମୋଦି । କେରଳର କୋଚିରେ ଗର୍ବ ଓ ଗୌରବର ମୁହୂର୍ତ୍ତ ।
INS ବିକ୍ରାନ୍ତ ସମର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଏକ ନୂଆ ସୂର୍ଯ୍ୟୋଦୟର ସାକ୍ଷୀ ହେବାକୁ ଯାଉଛି INS ବିକ୍ରାନ୍ତ। ବିକ୍ରାନ୍ତ ଏକ ଯୁଦ୍ଧଜାହାଜ ନୁହେଁ। ବରଂ ଏହା ହେଉଛି ପରିଶ୍ରମ ଓ ପ୍ରତିବଦ୍ଧତାର ପ୍ରମାଣ।
ଏକ ଗରିମାମୟ ପରିବେଶରେ INS ବିକ୍ରାନ୍ତକୁ ଭାରତୀୟ ନୌସେନାରେ ସାମିଲ କରାଯାଇଛି। ବିକ୍ରାନ୍ତ ସାମିଲ ଫଳରେ ଭାରତୀୟ ନୌସେନାର ଶକ୍ତି ଦୃଢ଼ ହେବାସହ ନୌସେନାର ଉଭୟ ଆକ୍ରମଣାତ୍ମକ ଓ ରକ୍ଷାତ୍ମକ କ୍ଷମତା ବୃଦ୍ଧି ହୋଇଛି।