• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Insect

Corruption
ଛତୁଆରୁ ବାହାରୁଛି କୁଣ୍ଡା

କୋମଳମତି ଶିଶୁଙ୍କ ଖାଦ୍ୟରେ ସାଲୁବାଲୁ ହେଉଛନ୍ତି ପୋକ । ଆଉ ଛତୁଆରୁ ବାହାରୁଛି କୁଣ୍ଡା । କେନ୍ଦ୍ରାପଡ଼ା ରାଜନଗର ବ୍ଲକରୁ ଆସିଛି ଏହି ଛତୁଆ ଦୁର୍ନୀତି ଅଭିଯୋଗ । ଛତୁଆରେ ବୁଟ, ଚିନାବାଦାମ, ଚିନିର ଉପଯୁକ୍ତ ପରିମାଣ ମିଶୁନଥିବା ବେଳେ ସରକାରଙ୍କ ସୁଷମ ଖାଦ୍ୟ ବଣ୍ଟନରେ ବାଧକ ସାଜିଛି ଲାଭଖୋର ମନୋବୃତ୍ତି । 

Most Expensive Insects In World Stag Beetle
ଜାଣନ୍ତି କି...ଏହି ବିରଳ କୀଟର ଦାମ ଏକ ବିଳାସପୂର୍ଣ୍ଣ ଘର ସହ ସମାନ !

କୁହାଯାଏ, ଯେଉଁ ଲୋକ ଏହି କୀଟକୁ ଘରେ ପାଳିବ ବା ରଖିବ ସେ ରାତା ରାତି ଧନୀ ହୋଇଯିବ । ତା’ର କେବେ ବି ଅଭାବ ଅନଟନ ଆସିବ ନାହିଁ ।

65% of insects on Earth to go extinct due to climate change
ଜଳବାୟୁ ପରିବର୍ତ୍ତନ ଯୋଗୁ ବିଲୁପ୍ତ ହେବେ ୬୫ ପ୍ରତିଶତ କୀଟ !

ଜଳବାୟୁ ପରିବର୍ତ୍ତନ ଖାଲି ମାନବ ସମାଜ ନୁହେଁ, କୀଟ ପତଙ୍ଗ ଉପରେ ମଧ୍ୟ ପ୍ରଭାବ ପକଉଛି। ଅନୁସନ୍ଧାନକାରୀମାନେ ଜାଣିବାକୁ ପାଇଛନ୍ତି ଯେ ପରବର୍ତ୍ତୀ ଶତାବ୍ଦୀରେ ୬୫% କୀଟପତଙ୍ଗ ବିଲୁପ୍ତ ହୋଇପାରନ୍ତି।