ରାଜଧାନୀର ଛାତି ଉପରେ ବେଆଇନ ସୁଧ କାରବାରର ଉଦବେଗଜନକ ଘଟଣା । ମଞ୍ଚେଶ୍ବର ଥାନା ପଦ୍ମକେଶରୀପୁର ଗାଁରେ ଏବେବି ଚାଲିଛି ସାହୁକାରର ଜୁଲୁମ ଓ ଗୁଣ୍ଡାରାଜ। କିଏ ମରଣାନ୍ତକ ଆକ୍ରମଣର ଶିକାର ହେଉଛି, ତ କିଏ ତଳିତଳାନ୍ତ ହୋଇଗଲେଣି ସୁଧ ସୁଝି ସୁଝି।
ମଞ୍ଚେଶ୍ବର ଥାନା ପଦ୍ମକେଶରୀପୁର ଗାଁରେ ଏବେବି ଚାଲିଛି ସାହୁକାରର ଜୁଲୁମ ଓ ଗୁଣ୍ଡାରାଜ। କିଏ ମରଣାନ୍ତକ ଆକ୍ରମଣର ଶିକାର ହେଉଛି, ତ କିଏ ତଳିତଳାନ୍ତ ହୋଇଗଲେଣି ସୁଧ ସୁଝି ସୁଝି ।
କେନ୍ଦ୍ର ସରକାର ନୂଆବର୍ଷରୁ ଅର୍ଥାତ୍ ୨୦୨୪ରୁ ଏହି ଯୋଜନାରେ ସାମାନ୍ୟ ପରିବର୍ତ୍ତନ ଆଣିଛନ୍ତି । ଯାହାକି ଉପଭୋକ୍ତା ବା ହିତାଧିକାରୀମାନଙ୍କୁ ବେଶ୍ ଲାଭ ଦେବ ।
ବର୍ତ୍ତମାନର ସମୟରେ ଲୋକମାନେ ମ୍ୟୁଚୁଆଲ୍ ଫଣ୍ଡ ଏବଂ ଷ୍ଟକ୍ ମାର୍କେଟରେ ବିନିଯୋଗ କରିବାକୁ ଅଧିକ ପସନ୍ଦ କରୁଛନ୍ତି । କାରଣ ଏଥିରେ ପୁଞ୍ଜି ବିନିଯୋଗ କରିବା ଦ୍ୱାରା ଅଧିକ ରିଟର୍ଣ୍ଣ ମିଳିବାର ସମ୍ଭାବନା ରହିଥାଏ ।