• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: International Yoga Day

jogo
୧୫ ମିନିଟ୍‌ର ଅନୁଲୋମ-ବିଲୋମ ପ୍ରାଣାୟମ , ପାଖ ମାଡ଼ିନଥାଏ ଏହିସବୁ ସମସ୍ୟା

ଆଜିକାଲିର ନିତିଦିନିଆ ସମସ୍ୟା ହୋଇଗଲାଣି ହୃଦରୋଗ , ଉଚ୍ଚ ରକ୍ତଚାପ ,ବାତ , କଫ ଇତ୍ୟାଦି । କାରଣ ଆମର ଆଡମ୍ୱରପୂର୍ଣ୍ଣ ଦୈନିକ ଜୀବନ ଶୈଳୀ ଏଥିପାଇଁ ଦାୟୀ । ଆମେ ଏମିତି ଅଭ୍ୟାସରେ ପଡିଗଲେଣି ଯେ, ସ୍ୱାସ୍ଥ୍ୟ ପାଇଁ ବି ସମୟ ଦେଉନେ । ଆପଣଙ୍କୁ ଏମିତି ଏକ ପ୍ରାଣାୟମ ବିଷୟରେ କହୁଛୁ , ଯାହା କି ବେଶୀ ସମୟ ଦେବାରେ ଆବଶ୍ୟକତା ନାହିଁ । ଏହାକୁ କେବଳ ପ୍ରତିଦିନ ୧୫ ମିନିଟ୍‌ ଅଭ୍ୟାସ କରିବାର […]

yoa00000
କପାଳଭାତି ପ୍ରାଣାୟମ ଦ୍ୱାରା ଏହିସବୁ ଫାଇଦା ମିଳେ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷର ଥିମ୍ ରହିଛି- “Yoga for Health – Yoga at Home”। କରୋନା କଟକଣା ଭିତରେ ସାମାଜିକ ଦୂରତା ବଜାୟ ରଖି କିଭଳି ଭାବେ ଯୋଗ ଦିବସ ପାଳନ କରାଯିବ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ଯୋଗ ଭାରତର ଏକ ପ୍ରାଚୀନ ପରମ୍ପରା। ଯୋଗ ଏପରି ଏକ ଅମୂଲ୍ୟ ଉପହାର ଯାହା ମନ ଓ ଶରୀରକୁ ଶକ୍ତି ଯୋଗାଇଥାଏ। ଯୋଗ ଦ୍ୱାରା ମଣିଷ ସୁସ୍ଥ ରହିବା ସହ ଦୀର୍ଘାୟୁ ମଧ୍ୟ ହୋଇଥାଏ। […]

asana999
ଡାଇବେଟିସ୍‌ରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ଆସନ

ଆଜିକାଲି ଡାଇବେଟିସ୍ ସମସ୍ୟା ଅଧିକ ଦେଖାଯାଉଛି। ବିଶେଷଜ୍ଞଙ୍କ ମତରେ ବହୁ ପୂର୍ବରୁ ବିଭିନ୍ନ ସ୍ଵାସ୍ଥ୍ୟ ସମସ୍ୟା ମାଧ୍ୟମରେ ଡାଇବେଟିସ୍ ହେବାର ସଙ୍କେତ ଦେଖାଯାଇଥାଏ। ଏହି ଲକ୍ଷଣ ଉପରେ ଧ୍ୟାନ ଦେଇ ଉପଯୁକ୍ତ ସମୟରେ ଚିକିତ୍ସା କରାଇଲେ ରୋଗ ନିୟନ୍ତ୍ରଣରେ ରହିପାରିବ। ଯଦି ଡାଇବେଟିସ୍‌ରେ ଆପଣ ଆକ୍ରାନ୍ତ ତେବେ ଡାକ୍ତରଙ୍କ ପରାମର୍ଶ ନେବା ସହ ପ୍ରତିଦିନ ‘ମଣ୍ଡୁକାସନ’ କରନ୍ତୁ। ଏ ଆସନଟି ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର କରିବାସହ ଡାଇବେଟିସ୍‌ ଆକ୍ରାନ୍ତ ବ୍ୟକ୍ତିଙ୍କ ପାଇଁ ରାମବାଣ ସଦୃଶ୍ୟ। ଏଣୁ […]