ଅଶାନ୍ତ ହେବାରେ ଲାଗିଛି ଉତ୍ତରପ୍ରଦେଶର ସମ୍ଭଲ ଅଞ୍ଚଳ । ଜାମା ମସଜିଦର ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ଆକ୍ରୋଶ ।
ହିଂସା ପ୍ରଭାବିତ ମଣିପୁରରେ ପୁଣି ଜାରି ହେଲା କର୍ଫ୍ୟୁ। ଇମ୍ଫାଲ ୱେଷ୍ଟ ଏବଂ ଇମ୍ଫାଲ ଇଷ୍ଟରେ କର୍ଫ୍ୟୁ ଲାଗୁ କରାଯିବା ସହିତ ୭ଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି।
ଆପଣ କେବେ ଭାବିଛନ୍ତି, ରାସ୍ତାରେ ଚାଲୁ ଚାଲୁ ଯଦି ଆପଣଙ୍କ ଉପରେ ପାଣି ଟାଙ୍କି ପଡ଼ିଯାଏ, ତେବେ କ’ଣ ହେବ । ନିଶ୍ଚିତ ମୃତ୍ୟୁ ବୋଧେ ।
ଘର ଭିତରେ ଲାଇଟ ୱେବ ସାହାଯ୍ୟରେ ଡାଟା ଉପଲବ୍ଧ ହେବ । ଗ୍ରାହକଙ୍କ ଉପରେ ରେଡିଏସନର ପ୍ରଭାବ ଦୂର ହେବ ।
ଇଣ୍ଟରନେଟ୍ ସେବା ସମ୍ପୂର୍ଣ୍ଣ ବ୍ୟାନ୍ ରହିଥିବା ବେଳେ ଶୋଭାଯାତ୍ରା ରାସ୍ତାରେ କୋହଳ ରହିଛି ୧୪୪ ଧାରା।
ଆଖି ପିଛୁଳାକେ ଡାଉନଲୋଡିଂ, ବିଜୁଳି ବେଗରେ ସର୍ଫିଂ।
ଗୁଗୁଲ ଯେଉଁ ନୂଆ ଭର୍ସନ ବଜାରକୁ ଛାଡ଼ିବ ବା ଲଞ୍ଚ କରିବ ତାକୁ ତୁରନ୍ତ ୱିଣ୍ଡୋଜ୍ ୟୁଜର ଏବଂ ଲିନକ୍ସ ୟୁଜର ଅପ୍ଡେଟ୍ କରିବାକୁ ହେବ ।
5G ସେବା ଆରମ୍ଭ ହେଲେ ମିଳିବ 3G ଠାରୁ ୩୦ ଗୁଣ ଓ 4G ଠାରୁ ୧୦ ଗୁଣା ସ୍ପିଡ୍ ସେବା । ଆବଶ୍ୟକ ସ୍ଥଳେ ଏହି ସ୍ପିଡ ୧୦୦ ଗୁଣା ଯାଏଁ ଯାଇପାରେ ବୋଲି କୁହାଯାଉଛି ।
ଇଣ୍ଡିଆନ ମୋବାଇଲ କଂଗ୍ରେସରେ ହେବ ଉଦ୍ଘାଟନ । ଦୁଇ ବର୍ଷ ମଧ୍ୟରେ ସାରା ଦେଶରେ ମିଳିବ 5G ସେବା ।
ବିଶ୍ୱରେ ସର୍ବାଧିକ ମୋବାଇଲ ଉତ୍ପାଦନ ଏବେ ଭାରତରେ ହେଉଛି । ଆଗକୁ ହାଇେୱେ, ରେଲୱେ, ଏୟାରୱେଜ୍ ଏକାଠି କାମ କରିବେ । ଏବେ ଦେଶର ଜାତୀୟ ରାଜପଥ ୧.୪୦ ଲକ୍ଷ କିଲୋମିଟରକୁ ବୃଦ୍ଧି ପାଇଛି ।
ଏବେ ଇଣ୍ଟରନେଟ ଉପରେ ସମସ୍ତେ ନିର୍ଭରଶୀଳ। ପାଠପଢାଠୁ ଆରମ୍ଭ କରି ମିଟିଂ ସବୁ କିଛି ହେଉଛି ଅନଲାଇନରେ। ବେଳେ ବେଳେ ଇଣ୍ଟରନେଟ ସ୍ପିଡ୍ ବୁଦ୍ଧି ଗୁଡୁମ୍ କରି ଦେଉଛି। ଆଉ ଚିନ୍ତା କରନ୍ତୁନି ଆସିବାକୁ ଗୋଡ କାଢିଲାଣି 5G