ଭୁବନେଶ୍ବର ଏୟାରଫିଲ୍ଡ ଥାନା ଲବଣଗିରିରେ ଚେନ ଲୁଟ୍ ବେଳେ ଗାଡିରୁ ପଡି ମହିଳାଙ୍କ ମୃତ୍ୟୁ ଘଟଣା । ୪ ଶହ ସିସିଟିଭି ଦେଖି ଅଭିଯୁକ୍ତକୁ ଗିରଫ କଲା ପୋଲିସ ।
କଟକ ଆଉ ଭୁବନେଶ୍ବରରେ ଆଡ୍ଡା ଜମାଇ ଟୁଇନ ସିଟିର ସେକ୍ସ କାରବାରକୁ କବଜା କରି ନେଲେଣି କି ବାଂଲାଦେଶୀ ଯୁବତୀ? ନିକଟରେ କଟକରୁ ଜଣେ ସନ୍ଦିଗ୍ଧ ବାଂଲାଦେଶୀ ନାବାଳିକା ଉଦ୍ଧାର ହେବା ଆଉ CWC ଆଗରେ ଚାଞ୍ଚଲ୍ୟକର ବୟାନ ରଖିବା ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ।
ଟୁଇନ୍ ସିଟିରେ ଛାଇ ଗଲେଣି କି ବାଂଲାଦେଶୀ ଦେହଜୀବୀ ? ଦେହ ବ୍ୟବସାୟ ପାଇଁ କଟକ ଓ ଭୁବନେଶ୍ବରକୁ ଭୂସ୍ବର୍ଗ ଭାବେ ଧରିନେଲେଣି କି ବାଂଲା ସୁନ୍ଦରୀ ?
ପ୍ରେମ ନାଁରେ ଧର୍ମ ପରିବର୍ତ୍ତନ ବା ଲଭ୍ ଜିହାଦ୍ ଉଦ୍ୟମ ମାମଲାର ଯେତିକି ଖୋଳତାଡ଼ ହେଉଛି, ଅଭିଯୁକ୍ତର କାର୍ଯ୍ୟକଳାପ ଓ ଗତିବିଧିକୁ ନେଇ ବଢୁଛି ନାନା ଆଶଙ୍କା। ଆତଙ୍କୀ ସଂଗଠନଠୁ ସାଇବର୍ ଅପରାଧ ଯାଏଁ, ଅଭିଯୁକ୍ତ ମହମ୍ମଦ ସମୀର ମନସୁରର ସଂପୃକ୍ତିକୁ ଏଡ଼ାଇ ପାରୁନି କମିଶନରେଟ୍ ପୋଲିସ।
ଲଭ୍ ଜିହାଦ୍ ଭଳି ଜଘନ୍ୟ କାଣ୍ଡର ଅଭିଯୁକ୍ତ ମହମ୍ମଦ୍ ସମୀର୍ ମନସୁରର ରହିଛି କି ଆତଙ୍କୀ ଲିଙ୍କ୍ ? ଜାମ୍ମ-କାଶ୍ମୀରରୁ ଜଗତସିଂହପୁର ଭାୟା ବିହାର । ଚଳାଇ ଆସୁଥିଲା କି ସାଇବର୍ ଅପରାଧର ନେଟୱର୍କ ?
ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ରହସ୍ୟଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ଆଜି ୧୨ ଘଣ୍ଟିଆ ରାୟଗଡ଼ା ଜିଲ୍ଲା ବନ୍ଦ ଡାକରା ।
ବଢୁଛି ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ସ୍ଥିତ ମା’ ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁ ରହସ୍ୟ । ଅନ୍ୟ କେଉଁଠି ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ଲକ୍ଷ୍ମୀଙ୍କୁ ଜାଳି ଦିଆ ଯାଇଥିବା ଆଶଙ୍କା କରାଯାଉଛି ।
ମଫସଲ ନୁହଁ ସହରରେ ବି ହେଉଛି ଘୋଟାଲା। ପଂଚାୟତ ନୁହେଁ ମହାନଗରରେ ହେଉଛି କେଳେଙ୍କାରୀ। ଯେମିତି କଟକରେ। ମଧୁବାବୁ ପେନସନ ଯୋଜନାରେ ହେଉଥିବା ଅନିୟମିତତାର ଅସଲ ଚିତ୍ର ପଦାକୁ ଆସିଛି..
ଦିନକୁ ଦିନ ଅଧିକ ଜଟିଳ ହେଉଛି ମୁମ୍ବାଇ କ୍ରୁଜ୍ ରେଭ୍ ପାର୍ଟି ମାମଲା । ଡ୍ରଗ୍ସ ମାମଲାକୁ ନେଇ ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ପରି ସେଲିବ୍ରିଟି ଓ ହାଇପ୍ରୋଫାଇଲ ବ୍ୟକ୍ତିଙ୍କୁ ଗିରଫ କରି NCB ପୁରା ଦେଶରେ ହଲଚଲ୍ ସୃଷ୍ଟି କରିଥିବା ବେଳେ ଏବେ NCB ଓ ଏହାର ଅଧିକାରୀ ସମୀର ୱାଙ୍ଖଡ଼େଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି ମହାରାଷ୍ଟ୍ରର ମନ୍ତ୍ରୀ ନଓ୍ୱାବ ମଲ୍ଲିକ । ଏନେଇ NCB ପକ୍ଷରୁ କଡା ଜବାବ ଦିଆଯାଇଛି ।
କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍ପି ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି। କିପରି ଏହି ବିସ୍ଫୋରଣ ହେଲା ? ବିସ୍ଫୋରକ କେତେ ପରିମାଣର ଥିଲା ସେ ସମ୍ପର୍କରେ ତଦନ୍ତ ହେଉଛି। ପୁରୀ ଅତିରିକ୍ତ ଏସ୍ପି ପି. ପ୍ରଧାନ ଘଟଣାର ତଦନ୍ତ କରି ରିପୋର୍ଟ ଆଜି ସଂଧ୍ୟା ସୁଦ୍ଧା ଦେବେ। ଫରେନ୍ସିକ ଟିମ୍ ଓ ବୋମା ନିଷ୍କ୍ରିୟକାରୀ ଟିମ୍ ପହଞ୍ଚି ତଦନ୍ତ କରିଛି।
ଡ୍ରଗ୍ସ ମାମଲାରେ ଜେରା ହେଲେ ଅଭିନେତ୍ରୀ ରକୁଲପ୍ରୀତ। ୨୦୧୭ ହାଇପ୍ରୋଫାଇଲ୍ ଡ୍ରଗ୍ସ ଓ ମନି ଲଣ୍ଡରିଂ ମାମଲା। ହାଇଦ୍ରାବାଦ୍ ଇଡି ଅଫିସରେ ହେଲେ ହାଜର। ନାରକୋଟିକ୍ସ ତଦନ୍ତ ବ୍ୟୁରୋ ଦ୍ୱାରା ପଚରାଉଚରା।