• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Investigation

Naba Das Murder Case
Naba Das Murder Case: ଏବେ ସାମ୍‌ନାକୁ ଆସିବ କି ସତ ? ବୋଥ୍ରାଙ୍କ ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ...

ବୋଥ୍ରାଙ୍କୁ କାଠଗଡ଼ାକୁ ଟାଣିଲା ଜୟନାରାୟରଙ୍କ ମନ୍ତବ୍ୟ । ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଅରୁଣ ବୋଥ୍ରା ଡ୍ରାମା କରିଥିଲେ ।

Naba Das Murder Case
Naba Das Murder Mystery: କ’ଣ ହେବ ନବ ହତ୍ୟା ମାମଲାର ପରବର୍ତ୍ତୀ କ୍ରାଇମବ୍ରାଞ୍ଚ ତଦନ୍ତ ?

ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଯେତିକି ଖୋଳତାଡ଼ ହେଉଛି । ସେତିକି ରହସ୍ୟ ବଢୁଛି । ନୂଆ ନୂଆ ଦିଗ ବି ସାମ୍ନାକୁ ଆସୁଛି । କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସପିଙ୍କ ନେତୃତ୍ବରେ ଗ୍ରାଉଣ୍ଡ ଜିରୋରେ ସରିଛି ଗୋଟିଏ ପର୍ଯ୍ୟାୟ ତଦନ୍ତ ।

Naba Das Murder Case
Naba Das Muder: ନବ ଦାସଙ୍କ ହତ୍ୟା ରହସ୍ୟ ଭେଦୁଛି କ୍ରାଇମବ୍ରାଞ୍ଚ୍; ମେଡ଼ିକାଲରୁ ଏୟାରପୋର୍ଟ ଯାଏଁ ତନାଘନା

କ୍ରାଇମବ୍ରାଞ୍ଚ ଘଣ୍ଟାଚକଟା ଭିତରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟାଳୟରେ କରାଯାଇଥିବା ନବ ଦାସଙ୍କ ଇସିଜି ରିପୋର୍ଟକୁ ନେଇ ସାମ୍ନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ । ଅଭିଯୁକ୍ତ ଗୋପାଳ ଦାସଙ୍କ ଓକିଲ ସଂଗୀନ ଅଭିଯୋଗ ଆଣି କହିଛନ୍ତି, କ୍ରାଇମବ୍ରାଞ୍ଚର ଚାର୍ଜସିଟରେ ଇସିଜି ରିପୋର୍ଟ ନାହିଁ ।

Naba Das
Naba Das Murder Case: ବିଜେଡିର ଷଡ଼ଯନ୍ତ୍ର ବିଜେପି କରିବ ତଦନ୍ତ, ହତ୍ୟାଘଟଣାର ଲିଙ୍କ ପର୍ଯ୍ୟନ୍ତ ପହଞ୍ଚିବ କ୍ରାଇମବ୍ରାଞ୍ଚ

ନବ ଦାସଙ୍କ ହତ୍ୟା ଘଟଣାର ସାନି ତଦନ୍ତ କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ ଏହି କଥା କହିଛନ୍ତି । ନବଙ୍କ ପରିବାର ସେତେବେଳର କ୍ରାଇମବ୍ରାଞ୍ଚ ତଦନ୍ତରେ ସନ୍ତୁଷ୍ଟ ନଥିବା କଥା କହିବାରୁ ରାଜ୍ୟ ସରକାର ପୁଣି ଥରେ କ୍ରାଇମବ୍ରାଞ୍ଚକୁ ତଦନ୍ତ କରିବାକୁ କହିଛନ୍ତି ।

 New Delhi Station Stampede
Delhi Stampede Updates: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ରେଳମନ୍ତ୍ରୀ, ଭିଡ ନିୟନ୍ତ୍ରଣ ପାଇଁ ଗଡିଲା ସ୍ପେଶାଲ ଟ୍ରେନ

ନୂଆଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଏବେ ସ୍ଥିତି ନିୟନ୍ତ୍ରଣକୁ ଆସିଥିବା ସୂଚନା ଦେଲେ ।

ହତ୍ୟାକାରୀକୁ ଖୋଜିବାକୁ ୩ ଲକ୍ଷ ପୋଲିସ
Crime Story: ଏମିତି ହତ୍ୟାକାଣ୍ଡ... ଜାଣିଶୁଣି ପ୍ରମାଣ ଛାଡ଼ିଲା ଅପରାଧି, ହେଲେ ୨୪ ବର୍ଷ ପରେ ପୋଲିସ ହାତ ଖାଲି

କମ୍ପ୍ୟୁଟରରେ ଟିକଟ ବୁକିଂ କରିବାକୁ ମଧ୍ୟ ଉଦ୍ୟମ କରିଥିଲା। ଫ୍ରିଜରୁ ଆଇସ୍କ୍ରିମ କାଢ଼ି ଖାଇଥିଲା। ଘରର ଗାଧୁଆ ଘର ବି ବ୍ୟବହାର କରିଥିଲା। ହତ୍ୟାକାରୀ ନିଜର ପୋଷାକ ସେହି ଘରେ ଛାଡ଼ିଥିଲା। ସେ ନିଜର ସ୍ବେଟର, ଟୋପି ଇତ୍ୟାଦି ଛାଡ଼ି ଯାଇଥିଲା। ଘରର ବିଭିନ୍ନ ସ୍ଥାନରେ ଆଙ୍ଗୁଳି ଛାପ, ଡିଏନଏ ନମୂନା ମଧ୍ୟ ଛାଡ଼ିଥିଲା। ଘରର ଦୃଶ୍ୟ ଯେମିତି ଲାଗୁଥିଲା, ହତ୍ୟାକାରୀ ପୁଲିସକୁ ଏକ ପ୍ରକାର ଆହ୍ବାନ ଦେଉଥିଲା।

Chain Snatcher Arrested
Chain Snatcher Arrested: ଲୁଟ୍ ବେଳେ ଗାଡ଼ିରୁ ପଡ଼ି ମହିଳାଙ୍କ ମୃତ୍ୟୁ ; ୪ ଶହ ସିସିଟିଭି ଦେଖି ଗିରଫ ହେଲା ଅଭିଯୁକ୍ତ

ଭୁବନେଶ୍ବର ଏୟାରଫିଲ୍ଡ ଥାନା ଲବଣଗିରିରେ ଚେନ ଲୁଟ୍ ବେଳେ ଗାଡିରୁ ପଡି ମହିଳାଙ୍କ ମୃତ୍ୟୁ ଘଟଣା । ୪ ଶହ ସିସିଟିଭି ଦେଖି ଅଭିଯୁକ୍ତକୁ ଗିରଫ କଲା ପୋଲିସ । 

Bangladeshi Woman Linked To Sex Trafficking Network
ବାଂଲାଦେଶୀ ଦେହଜୀବୀଙ୍କ ଭୂସ୍ବର୍ଗ ପାଲଟିଛି କି ଟୁଇନ୍ ସିଟି ?

କଟକ ଆଉ ଭୁବନେଶ୍ବରରେ ଆଡ୍ଡା ଜମାଇ ଟୁଇନ ସିଟିର ସେକ୍ସ କାରବାରକୁ କବଜା କରି ନେଲେଣି କି ବାଂଲାଦେଶୀ ଯୁବତୀ? ନିକଟରେ କଟକରୁ ଜଣେ ସନ୍ଦିଗ୍ଧ ବାଂଲାଦେଶୀ ନାବାଳିକା ଉଦ୍ଧାର ହେବା ଆଉ CWC ଆଗରେ ଚାଞ୍ଚଲ୍ୟକର ବୟାନ ରଖିବା ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ।

Bangladeshi Woman Linked To Sex Trafficking Network
Bangladeshi Woman Linked To Sex Trafficking Network: ବାଂଲାଦେଶୀ ଦେହଜୀବୀଙ୍କ ଭୂସ୍ବର୍ଗ ପାଲଟିଛି କି ଟୁଇନ୍ ସିଟି ? ରାଜଧାନୀରେ ବୁଲୁଛି ମାଳ ମାଳ ଯୁବତୀଙ୍କ ଫଟୋ

ଟୁଇନ୍ ସିଟିରେ ଛାଇ ଗଲେଣି କି ବାଂଲାଦେଶୀ ଦେହଜୀବୀ ? ଦେହ ବ୍ୟବସାୟ ପାଇଁ କଟକ ଓ ଭୁବନେଶ୍ବରକୁ ଭୂସ୍ବର୍ଗ ଭାବେ ଧରିନେଲେଣି କି ବାଂଲା ସୁନ୍ଦରୀ ?

Suspicion Grows in Love Jihad Case
ଲଭ୍ ଜିହାଦ୍ ମାମଲାରେ ବଢୁଛି ନାନା ଶଙ୍କା

ପ୍ରେମ ନାଁରେ ଧର୍ମ ପରିବର୍ତ୍ତନ ବା ଲଭ୍ ଜିହାଦ୍ ଉଦ୍ୟମ ମାମଲାର ଯେତିକି ଖୋଳତାଡ଼ ହେଉଛି, ଅଭିଯୁକ୍ତର କାର୍ଯ୍ୟକଳାପ ଓ ଗତିବିଧିକୁ ନେଇ ବଢୁଛି ନାନା ଆଶଙ୍କା। ଆତଙ୍କୀ ସଂଗଠନଠୁ ସାଇବର୍ ଅପରାଧ ଯାଏଁ, ଅଭିଯୁକ୍ତ ମହମ୍ମଦ ସମୀର ମନସୁରର ସଂପୃକ୍ତିକୁ ଏଡ଼ାଇ ପାରୁନି କମିଶନରେଟ୍ ପୋଲିସ।

Suspicion Grows in Love Jihad Case
Suspicion Grows in Love Jihad Case: ଲଭ୍ ଜିହାଦ୍ ମାମଲାରେ ବଢୁଛି ନାନା ଶଙ୍କା; ଆତଙ୍କୀ ଲିଙ୍କରେ ରହି ଅଭିଯୁକ୍ତ ଭିଆଉଥିଲା କି ସାଇବର୍ ଅପରାଧ ?

ଲଭ୍ ଜିହାଦ୍ ଭଳି ଜଘନ୍ୟ କାଣ୍ଡର ଅଭିଯୁକ୍ତ ମହମ୍ମଦ୍ ସମୀର୍ ମନସୁରର ରହିଛି କି ଆତଙ୍କୀ ଲିଙ୍କ୍ ? ଜାମ୍ମ-କାଶ୍ମୀରରୁ ଜଗତସିଂହପୁର ଭାୟା ବିହାର । ଚଳାଇ ଆସୁଥିଲା କି ସାଇବର୍ ଅପରାଧର ନେଟୱର୍କ ?

Laxmi Death Case
ବିତି ଗଲାଣି ୧୫ ଦିନ, ତଥାପି ପୋଲିସ ହାତ ଖାଲି; ପ୍ରତିବାଦରେ ରାୟଗଡ଼ା ବନ୍ଦ

ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ରହସ୍ୟଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ଆଜି ୧୨ ଘଣ୍ଟିଆ ରାୟଗଡ଼ା ଜିଲ୍ଲା ବନ୍ଦ ଡାକରା ।

Laxmi case
ଲକ୍ଷ୍ମୀ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚର ଏଣ୍ଟ୍ରି, କର୍ମଚାରୀଙ୍କ ସହ ନିର୍ଦ୍ଦେଶକଙ୍କୁ ପଚରାଉଚରା

ବଢୁଛି ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ସ୍ଥିତ ମା’ ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁ ରହସ୍ୟ । ଅନ୍ୟ କେଉଁଠି ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ଲକ୍ଷ୍ମୀଙ୍କୁ ଜାଳି ଦିଆ ଯାଇଥିବା ଆଶଙ୍କା କରାଯାଉଛି ।

Special Story
କଟକ ମହାନଗର ନିଗମରେ ଭତ୍ତା କେଳେଙ୍କାରୀ

ମଫସଲ ନୁହଁ ସହରରେ ବି ହେଉଛି ଘୋଟାଲା। ପଂଚାୟତ ନୁହେଁ ମହାନଗରରେ ହେଉଛି କେଳେଙ୍କାରୀ। ଯେମିତି କଟକରେ। ମଧୁବାବୁ ପେନସନ ଯୋଜନାରେ ହେଉଥିବା ଅନିୟମିତତାର ଅସଲ ଚିତ୍ର ପଦାକୁ ଆସିଛି..

Mumbai Drugs Case
ଅଭିଯୋଗ ଭିତ୍ତିହୀନ, ପ୍ରମାଣ ମିଳିଲେ କାର୍ଯ୍ୟାନୁଷ୍ଠାନ: NCB

ଦିନକୁ ଦିନ ଅଧିକ ଜଟିଳ ହେଉଛି ମୁମ୍ବାଇ କ୍ରୁଜ୍ ରେଭ୍ ପାର୍ଟି ମାମଲା । ଡ୍ରଗ୍ସ ମାମଲାକୁ ନେଇ ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ପରି ସେଲିବ୍ରିଟି ଓ ହାଇପ୍ରୋଫାଇଲ ବ୍ୟକ୍ତିଙ୍କୁ ଗିରଫ କରି NCB ପୁରା ଦେଶରେ ହଲଚଲ୍ ସୃଷ୍ଟି କରିଥିବା ବେଳେ ଏବେ NCB ଓ ଏହାର ଅଧିକାରୀ ସମୀର ୱାଙ୍ଖଡ଼େଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି ମହାରାଷ୍ଟ୍ରର ମନ୍ତ୍ରୀ ନଓ୍ୱାବ ମଲ୍ଲିକ । ଏନେଇ NCB ପକ୍ଷରୁ କଡା ଜବାବ ଦିଆଯାଇଛି ।

Sambit Patra
ଯଦି ପୋଲିସ ସୁରକ୍ଷିତ ନୁହେଁ, ଲୋକେ କେମିତି ସୁରକ୍ଷିତ: ସମ୍ୱିତ

କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍ପି ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି। କିପରି ଏହି ବିସ୍ଫୋରଣ ହେଲା ? ବିସ୍ଫୋରକ କେତେ ପରିମାଣର ଥିଲା ସେ ସମ୍ପର୍କରେ ତଦନ୍ତ ହେଉଛି। ପୁରୀ ଅତିରିକ୍ତ ଏସ୍ପି ପି. ପ୍ରଧାନ ଘଟଣାର ତଦନ୍ତ କରି ରିପୋର୍ଟ ଆଜି ସଂଧ୍ୟା ସୁଦ୍ଧା ଦେବେ। ଫରେନ୍ସିକ ଟିମ୍ ଓ ବୋମା ନିଷ୍କ୍ରିୟକାରୀ ଟିମ୍ ପହଞ୍ଚି ତଦନ୍ତ କରିଛି। 

Rakul Preet Singh
ଡ୍ରଗ୍ସ ମାମଲାରେ ଜେରା ହେଲେ ଅଭିନେତ୍ରୀ ରକୁଲପ୍ରୀତ

ଡ୍ରଗ୍ସ ମାମଲାରେ ଜେରା ହେଲେ ଅଭିନେତ୍ରୀ ରକୁଲପ୍ରୀତ। ୨୦୧୭ ହାଇପ୍ରୋଫାଇଲ୍ ଡ୍ରଗ୍ସ ଓ ମନି ଲଣ୍ଡରିଂ ମାମଲା। ହାଇଦ୍ରାବାଦ୍ ଇଡି ଅଫିସରେ ହେଲେ ହାଜର। ନାରକୋଟିକ୍ସ ତଦନ୍ତ ବ୍ୟୁରୋ ଦ୍ୱାରା ପଚରାଉଚରା।