କ୍ରିକେଟ ଖେଳିବା ସମୟରେ ଋତୁରାଜ ଗାଏକ୍ୱାଡଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା।
ସେ ଟ୍ୱିଟ୍କରି ଲେଖିଛନ୍ତି, ଧୋନି IPLରେ ଆଉ ଗୋଟିଏ ବର୍ଷ ରହିବେ ବୋଲି ଜାଣିବା ପରେ ଅନ୍ୟ ସମସ୍ତଙ୍କ ପରି ମୁଁ ମଧ୍ୟ ଖୁବ୍ ଖୁସି ଓ ଆଶାବାଦୀ ।
ସମୟ ଗଡ଼ିଚାଲୁଥିଲା… ଫାଇନାଲ ମ୍ୟାଚ୍ର ପ୍ରତିଟି ବଲ୍ ଫ୍ୟାନ୍ସଙ୍କ ଛାତିକୁ ଧଡ଼ଧଡ଼ କରୁଥିଲା । ଚାମ୍ପିଅନ୍ କିଏ ହେବ, ଶେଷ ପର୍ଯ୍ୟନ୍ତ କହିବା ମୁସ୍କିଲ ଥିଲା। ଶେଷ ଓଭରର ଶେଷ ବଲ ହିଁ ନିର୍ଣ୍ଣାୟକ ହେଲା।
ମ୍ୟାଚ୍ ଜିତିବା ପରେ ଇମୋସନାଲ ହୋଇପଡ଼ିଥିଲେ କ୍ୟାପ୍ଟେନ୍ କୁଲ୍ ମହେନ୍ଦ୍ର ସିଂ ଧୋନି ।
ମ୍ୟାଚ୍ ଜିତିବା ପରେ ରବୀନ୍ଦ୍ର ଜାଡ଼େଜା ଭାବପ୍ରବଣ ହୋଇଯାଇଥିଲେ। ଦୌଡ଼ି ଯାଇ ସେ ଏମ୍ଏସ୍ ଧୋନିଙ୍କୁ ଆଲିଙ୍ଗନ କରିଥିଲେ। ଏହାସହ ଇମୋସନାଲ୍ ହୋଇ ଜାଡ଼େଜା ପତ୍ନୀ ରିଭାବାଙ୍କୁ ମଧ୍ୟ ସର୍ବସମ୍ମୁଖରେ ଆଲିଙ୍ଗନ କରିଥିଲେ।
ଆଇପିଏଲ୍ ଫାଇନାଲ୍ ମ୍ୟାଚ୍ ପରେ ଆୱାର୍ଡ ସମାରୋହ ଆୟୋଜିତ ହୋଇଥିଲା। ଏହି ସମାରୋହରେ ଚାମ୍ପିୟନ ଓ ରନର୍-ଅପ୍ ଟିମ୍କୁ ପୁରସ୍କୃତ କରାଯାଇଥିଲା। ଏହାବ୍ୟତୀତ ଟୁର୍ଣ୍ଣାମେଣ୍ଟରେ ଭଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ଆୱାର୍ଡ ମଧ୍ୟ ଦିଆଯାଇଥିଲା।
ଶାରିରୀକ ଭାବେ ଫିଟ୍ ହେବା ପରେ ପୁଣି ଥରେ ଆଉ ଏକ ସିଜନ୍ ଖେଳିବେ ବୋଲି କହିଛନ୍ତି MSD ।
୫ମ ଥର ପାଇଁ ଆପିଏଲର ତାଜ୍ ପିନ୍ଧିଲା ଶକ୍ତିଶାଳୀ ଚେନ୍ନାଇ ସୁପର କିଙ୍ଗ୍ସ।
ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଫାଇନାଲ ମ୍ୟାଚ୍ରେ ଗୁଜରାଟ ଟାଇଟନ୍ସ ନିର୍ଦ୍ଧାରିତ ୨୦ ଓଭରରେ ୪ ୱିକେଟ ହରାଇ ୨୧୪ ରନ କରିଥିଲା ଗୁଜରାଟ ଟାଇଟନ୍ସ।
ବର୍ଷା ଲାଗି ରହିବାରୁ ଗତ କାଲି ମ୍ୟାଚ୍ ଖେଳିବା ସମ୍ଭବ ହୋଇପାରିନଥିଲା । ଏପରିକି ଟସ୍ ମଧ୍ୟ ପଡିପାରିନଥିଲା । ଯଦି ଆଜି ବି ସେଭଳି ହୁଏ, ତ କ’ଣ କରିବେ ଅମ୍ପାୟାର..ଜାଣନ୍ତୁ..
ଆଜି ରାତି ୮ଟାରେ ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମ ଉପରେ ରହିବ ସାରା ଦେଶର ନଜର ରହିବ । କାହିଁକି ନା ଆଜି ଟ୍ରଫି ପାଇଁ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ।
ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯିବ ଫାଇନାଲ୍।
ଭାରତୀୟ କ୍ରିକେଟର କେଏଲ୍ ରାହୁଲଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ତାଙ୍କୁ ନେଇ ଏବେ ଚର୍ଚ୍ଚା। କେଏଲ୍ ରାହୁଲ ଏବେ ଇଂଲଣ୍ଡରେ ଅଛନ୍ତି।
କାହାର ପଲ୍ଲା ଭାରି ରହିବ, ଖେଳ ଶେଷ ପର୍ଯ୍ୟନ୍ତ କହିବା ମୁସ୍କିଲ।
ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଓ ଗୁଜରାଟ କ୍ୱାଲିପାୟାର-୨ରେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଅଧିନାୟକ ରୋହିତ ଶର୍ମା।
ଆଇପିଏଲ୍ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି ଶୁବମନ୍ ଗିଲ୍ । ମୁମ୍ବାଇ ଇଣ୍ତିଆନ୍ସ ବିପକ୍ଷରେ ଦମଦାର ଶତକ ହାସଲ କରିଛନ୍ତି ।
ଆଜି ମୁମ୍ବାଇ ଇଣ୍ଡିଆନ୍ସ ଓ ଗୁଜରାଟ ଟାଇଟନସ ମଧ୍ୟରେ ମୁକାବିଲା । କ୍ୱାଲିଫାୟର ୨ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ଗୁଜରାଟ ଟାଇଟନସ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ରମୋଦି ଷ୍ଟାଡିୟମରେ ହେବ କଡ଼ା ଟକ୍କର ।
ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ୧୮୨ ରନ୍ ସଂଗ୍ରହ କରିଥିଲା।
ପୁଣିଥରେ ଆଇପିଏଲ୍ ୨୦୨୩(IPL 2023) ସିଜନ୍ରେ ମହେନ୍ଦ୍ର ସିଂ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସ୍(CSK) ଜଲ୍ୱା ଦେଖାଇଛି।
ଗୁଜୁରାଟ ୧୦ ୱିକେଟ ହରାଇ ୧୫୭ ରନ୍ରେ ସୀମିତ ରହିଛି। ୧୫ ରନ୍ରେ ବିଜୟ ହୋଇଛି ସିଏସ୍କେ।
ଗୁଜରାଟ ଟାଇଟନ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।
କ୍ୱାଲିଫାୟାର ୱାନ୍ରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ।
ଅନ୍ତିମ ଲିଗ୍ ମୁକାବିଲାରେ ଗୁଜରାଟ୍ ଟାଇଟନ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ୬ ୱିକେଟ୍ରେ ହରାଇ ପ୍ଲେଅଫ୍ ରେସ୍ରୁ ବାଙ୍ଗାଲୋରକୁ ବିଦା କରିଦେଇଛି। ସେହିପରି ସନ୍ ରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ୮ ୱିକେଟ୍ ରେ ବିଜୟୀ ହୋଇଛି।
ପଏଣ୍ଟସ୍ ଟେବୁଲ୍ରେ ଦ୍ୱିତୀୟ ସ୍ଥାନରେ ଚେନ୍ନାଇ ରହିଛି ଓ ପ୍ରଥମ କ୍ୱାଲିଫାୟର ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଡିଫେନ୍ଡିଙ୍ଗ୍ ଚାମ୍ପିୟନ୍ ଗୁଜରାଟ ଟାଇଟନ୍ସ(GT) ଓ ଚେନ୍ନାଇ ସୁପର କିଙ୍ଗସ୍ ମଧ୍ୟରେ ଏହି ଟକ୍କର ହେବ।
ରିଙ୍କୁ ସିଂଙ୍କୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା । କୋଲକାତା ନାଇଟ ରାଇଡର୍ସ ପାଇଁ ଜଣେ ପାୱାର ହିଟର୍ ଏବଂ ଫିନିସର୍ର ଭୂମିକା ତୁଲାଉଛନ୍ତି ବାମହାତୀ ବ୍ୟାଟ୍ସମ୍ୟାନ୍ ରିଙ୍କୁ ସିଂ ।