ବିହାରରେ ଜନ୍ମଗ୍ରହଣ କରିଥିବା ବୈଭବ କେବଳ ୧୩ ବର୍ଷ ବୟସରେ ଆଇପିଏଲ ନିଲାମ ପାଇଁ ସର୍ଟଲିଷ୍ଟ ହୋଇ ଇତିହାସ ରଚିଥିଲେ । ରାଜସ୍ଥାନ ବୈଭବଙ୍କ ୧.୧ କୋଟିରେ ନିଜ ଦଳରେ ସାମିଲ କରିଥିଲା ।
ଚାଲିଛି ଆଇପିଏଲ୍ ଖେଳାଳି ନିଲାମ । ଏମିତି ଅନେକ ଷ୍ଟାର ଖେଳାଳିଙ୍କୁ ଅକ୍ସନରେ କୌଣସି ପ୍ରାଞ୍ଚାଇଜ କିଣିବାକୁ ଆଗ୍ରହ ଦେଖାଇ ନାହାନ୍ତି । ତେଣୁ ଆଜି ମଧ୍ୟ ନିଲାମୀ ପ୍ରକ୍ରିୟା ଜାରି ରହିଛି, ଜାଣନ୍ତୁ କେଉଁ ଖେଳାଳିଙ୍କୁ କେହି କିଣିଲେ ନାହିଁ....
ରିଷଭ ପନ୍ତ IPL ଇତିହାସରେ ସବୁଠୁ ମହଙ୍ଗା ଖେଳାଳି । ୨୭ କୋଟିରେ ରିଷଭ ପନ୍ତଙ୍କୁ ନେଲା ଲକ୍ଷ୍ନୌ ଟିମ୍ ।
ନଭେମ୍ବର ୨୪ ଓ ୨୫ରେ ଆଇପିଏଲ ମେଗା ନିଲାମ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ୧୦ ଫ୍ରାଞ୍ଚାଇଜ୍ ଖେଳାଳିଙ୍କୁ ନିଜ ଦଳରେ ସାମିଲ କରିବା ପାଇଁ ବିଡ୍ ଲଗାଇବେ ।
ରୋହିତ ଶର୍ମା ଆଇପିଏଲ ୨୦୨୫ରେ ଫ୍ରାଞ୍ଚାଇଜ ବଦଳାଇ ପାରନ୍ତି ବୋଲି ଚର୍ଚ୍ଚା । ଆଗକୁ ଆଇପିଏଲର ମେଗା ନିଲାମ ଅନୁଷ୍ଠିତ ହେବାକୁ ଥିବାରୁ ରୋହିତ ମୁମ୍ବାଇ କ୍ୟାମ୍ପ୍ ଛାଡ଼ିବା ସମ୍ଭାବନା ।
ଷ୍ଟାର୍କଙ୍କ ବେସ୍ ପ୍ରାଇସ୍ ୨ କୋଟି ଥିବା ବେଳେ ତାଙ୍କୁ ୨୪.୭୫ କୋଟିରେ କିଣିଛି କୋଲକାତା ନାଇଟ୍ ରାଇଡର୍ସ । ଗୁଜରାଟ ଟାଇଟନ୍ସ ସହ ଜୋରଦାର୍ ପ୍ରତିଦ୍ୱନ୍ଦ୍ୱିତା ପରେ ଶେଷରେ ୨୪.୭୫ କୋଟିରେ ଷ୍ଟାର୍କଙ୍କୁ କିଣିଲା କୋଲକାତା ।
ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍ କମିନ୍ସଙ୍କୁ କିଣିଲା ହାଇଦ୍ରାବାଦ ସନରାଇଜର୍ସ ।
ଚେନ୍ନାଇ ସୁପରକିଙ୍ଗ୍ସ ସହ ହାତ ମିଳାଇବେ କି ରୋହିତ ? ଏନେଇ କୌଣସି ପ୍ରକାର ଔପଚାରିକ ଘୋଷଣା ରୋହିତ କିମ୍ବା ଚେନ୍ନାଇ ସୁପରକିଙ୍ଗ୍ସ କରିନଥିବାବେଳେ, ରୋହିତ ମୁମ୍ବାଇ ଛାଡ଼ୁଥିବା ସଂକେତ ମିଳିଛି । ଏହି ଚର୍ଚ୍ଚାକୁ ଖୋଦ୍ ରୋହିତଙ୍କ ପତ୍ନୀ ରିତିକା ସାଜଦେଶଙ୍କ ପୋଷ୍ଟରୁ ବାରି ହେଉଛି ।
ଚଳିତ ଥର ଆଇପିଏଲ ଅକ୍ସନ ପାଇଁ ମୋଟ ୩୩୩ ଜଣ ଖେଳାଳି ସର୍ଟ ଲିଷ୍ଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୪ ଖେଳାଳି ଭାରତୀୟ ହୋଇଥିବାବେଳେ ୧୧୯ ଖେଳାଳି ବିଦେଶୀ।
ଆଇପିଏଲ୍ ୨୦୨୪ ନିଲାମ ଉପରେ ଏବେ ସମସ୍ତଙ୍କର ନଜର। କିଏ କାହାର ହେବ ତାଙ୍କୁ ନେଇ ସମସ୍ତଙ୍କ ମନରେ ଉତ୍ସାହ। ତେବେ ଆସନ୍ତୁ ଜାଣିବ କେଉଁ ଟିମ୍ କେତେ ଖେଳାଳି ଆବଶ୍ୟକ କରନ୍ତି ଆଉ କେତେ ରହିଛି ବିଦେଶୀଙ୍କ ପାଇଁ।
IPLର ଆଗାମୀ ସିଜନ ପାଇଁ ଖେଳାଳିଙ୍କ ନିଲାମ ଡିସେମ୍ବର ୧୯ରେ ଅନୁଷ୍ଠିତ ହେଉଛି। ଏଥର ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଖେଳାଳିଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଆସନ୍ତୁ ସେହି ପାଞ୍ଚ ଜଣ କ୍ରିକେଟରଙ୍କ ବିଷୟରେ ଜାଣିନେବା ଯେଉଁମାନେ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରି ନିଲାମ ପାଇଁ ସେମାନଙ୍କର ସ୍ଥିତିକୁ ଦୃଢ କରିଛନ୍ତି।
କରନଙ୍କ ପାଇଁ ନିଲାମୀ ମୈଦାନକୁ ଏଣ୍ଟ୍ରୀ କରିଥିଲା ଚେନ୍ନାଇ ସୁପରକିଙ୍ଗ୍ସ କିନ୍ତୁ...
ଦୁନିଆର ସବୁଠାରୁ ବ୍ୟୟବହୁଳ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ) ୧୫ଶ ସଂସ୍କରଣର ମେଗା ଅକ୍ସନ୍ ଆଜି ଆରମ୍ଭ ହୋଇଛି। ଅକ୍ସନର ପ୍ରଥମ ଦିନରେ ନାମୀ ଖେଳାଳିଙ୍କୁ ମୋଟା ଦାମରେ ଫ୍ରାଞ୍ଚାଇଜି କିଣିଛନ୍ତି।