କ୍ୱାରେଣ୍ଟିନ୍ରେ ଦିଲ୍ଲୀ କ୍ୟାପିଟାଲ୍ସ(Delhi Capitals)ର ପୁରା ଟିମ୍। କ୍ରିକେଟର Physio Patrick Farhart କରୋନା ପଜିଟିଭ୍ ଚିହ୍ନଟ ପରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ୍ କରାଯାଇଥିଲା।
ପ୍ରଥମ ଥର ପାଇଁ ଆଇପିଏଲ୍ ଇତିହାସରେ ଗୋଟିଏ ଦଳ କ୍ରମାଗତ ଭାବେ ୬ ଥର ପରାଜୟ ବରଣ କରିଛି । ଆଉ ଏହାସହ ମୁମ୍ବାଇ ଇଣ୍ଡିଆନ୍ସକୁ ପଏଣ୍ଟ ଟେବୁଲରେ କୌଣସି ଅଙ୍କ ମିଳିନାହିଁ ।
ଜବାବରେ ୧୭୬ ରନ୍ର ବିଜୟ ଲକ୍ଷ୍ୟକୁ ହାଇଦ୍ରାବାଦ ମାତ୍ର ୩ ୱିବିକେଟ୍ ହରାଇ ହାସଲ କରିନେଇଥିଲା । ରାହୁଲ ତ୍ରିପାଠୀ ୩୭ ବଲ୍ରୁ ୭୧ ରନ୍ କରିଥିଲେ, ମାର୍କରାମ ଅପରାଜିତ ୬୮ ରନ୍ କରି ଦଳକୁ ବିଜୟୀ କରାଇଥିଲେ ।
ଆଇପିଏଲ୍ର ଚଳିତ ସିଜନରେ ଖେଳୁଥିବା ଦୀନେଶ କାର୍ତ୍ତିକ ଓ ତାଙ୍କ ପତ୍ନୀ ଦୀପିକା ପାଲ୍ଲିକଲଙ୍କୁ ନେଇ ଏବେ ବେଶ୍ ଚର୍ଚ୍ଚା। ଫିନିସର ଭାବେ ଆରସିବି ପାଇଁ ମ୍ୟାଚ୍ ଜିଣି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ପାରିଛନ୍ତି ଦୀନେଶ। ସେପଟେ ବିଶ୍ୱ Squash ମହିଳା ରାଙ୍କିଂରେ ଟପ୍ ଟେନ୍ରେ ରହି ରେକର୍ଡ ଭାଙ୍ଗିଛନ୍ତି ଦୀପିକା।
ଦୁନିଆର ସବୁଠାରୁ ବ୍ୟୟବହୁଳ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ) ୧୫ଶ ସଂସ୍କରଣର ମେଗା ଅକ୍ସନ୍ ଆଜି ଆରମ୍ଭ ହୋଇଛି। ଅକ୍ସନର ପ୍ରଥମ ଦିନରେ ନାମୀ ଖେଳାଳିଙ୍କୁ ମୋଟା ଦାମରେ ଫ୍ରାଞ୍ଚାଇଜି କିଣିଛନ୍ତି।
ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଆଜି ୨୦୨୨ ଆଇପିଏଲକୁ ନେଇ ବଡ଼ ଘୋଷଣା କରିଛନ୍ତି। ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ସହିତ ଏମଏସ ଧୋନିଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ରହିଛି । କିନ୍ତୁ ଆଇପିଏଲର ଆଗାମୀ ସଂସ୍କରଣ ଭାରତରେ ଆୟୋଜିତ ହେଉଥିବାରୁ ସେ ଶେଷ ମ୍ୟାଚ ଚେନ୍ନାଇରେ ଖେଳିବେ ବୋଲି ଦୁବାଇଅରେ କହିଥିଲେ ।
ଆଜି ଆଇପିଏଲ୍ର ଗ୍ରାଣ୍ଡ୍ ଫିନାଲେ। ଟାଇଟଲ୍ ପାଇଁ ୟୁଏଇରେ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସ୍(CSK) ଓ ମୋର୍ଗାନ୍ଙ୍କ କୋଲକାତା ନାଇଟ୍ ରାଇଡର୍ସ(KKR) ମଧ୍ୟରେ ହେବ କଡ଼ା ମୁକାବିଲା।
ଆପିଏଲ ଦ୍ୱୀତିୟ କ୍ୱାଲିଫାୟରେ ପହଞ୍ଚିଲା କୋଲକତା ନାଇଟ ରାଇଡରସ୍, ବିଦା ହେଲା ବାଙ୍ଗଲୋର । ବାଙ୍ଗଲୋରକୁ ହରାଇ ୪ ୱିକେଟରେ ପରାସ୍ତ କରି ଦ୍ୱୀତିୟ କ୍ୱାଲିଫାୟରେ ହେଲା KKR ।
ଆଇପିଏଲର ଆଗାମୀ ସିଜନ ଖେଳିନପାରନ୍ତି ଧୋନୀ। ଏକ ଟ୍ବିଟକୁ ନେଇ ଲାଗି ରହିଛି ଚର୍ଚ୍ଚା । ଅଇପିଏଲ ସହ ସବୁଦିନ ପାଇଁ ପଡିଆରୁ ବିଦାୟ ନେବେ ଧୋନୀ।
କିଛିଦିନ ପୂର୍ବେ ବିରାଟ କୋହଲି ଟି-୨୦ ଦଳର ଅଧିନାୟକ ପଦ ଛାଡ଼ିବା ନେଇ ଘୋଷଣା କରିଥିବା ବେଳେ ସେପ୍ଟେମ୍ବର ୧୯ ତାରିଖ ରାତିରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(Royal Challengers Bangalore) ଟିମ୍ର ଅଧିନାୟକ ପଦ ଛାଡ଼ିବା ନେଇ ଘୋଷଣା କରିଛନ୍ତି।
ନୂଆଦିଲ୍ଲୀ: କୋଲକାତା ନାଇଟ୍ ରାଇଡର୍ସ ଆର୍ସିବିକୁ ୪ ୱିକେଟ୍ରେ ପରାସ୍ତ କରି ଆଇପିଏଲରେ ତାର ବିଜୟ ଅଭିଯାନ ଆରମ୍ଭ କରିଛି। ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୬ରନ୍ କରିବାରେ ସକ୍ଷମ ହୋଇଥିଲା। ଜବାବରେ କେକେଆର୍ ୭ଟି ବଲ୍ ବାକିଥାଇ ଏହି ବିଜୟ ଲକ୍ଷ୍ୟକୁ ହାସଲ କରିନେଇଛି। କୋଲକାତା ଟିମ୍ ପକ୍ଷରୁ ସୁନିଲ ନାରିନ୍ ମାତ୍ର ୧୯ବଲ୍ରେ ବିସ୍ଫୋରକ ୫୦ ରନ କରିଥିବା ବେଳେ ଅଧିନାୟକ ଦୀନେଶ କାର୍ତ୍ତିକ ଅପରାଜିତ ୩୫ ରନ କରି […]
ମୁମ୍ବାଇ: ଆଇପିଏଲ ସିଜିନ୍ ଇଲେଭେନ୍ର ଉଦ୍ଘାଟନୀ ମ୍ୟାଚରେ ଚେନ୍ନାଇ ସୁପର୍ କିଙ୍ଗ୍ସର ଚମତ୍କାର ପ୍ରଦର୍ଶନ।ମୁମ୍ବାଇ ୱାଙ୍ଖଡେ ଷ୍ଟାଡ଼ିୟମ୍ରେ ଖେଳା ଯାଇଥିବା ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ୍ ମୁମ୍ବାଇ ଇଣ୍ଡିଆନ୍ସକୁ ୧ ଓ୍ବିକେଟରେ ପରାସ୍ତ କରିଛି ଚେନ୍ନାଇ ସୁପର କିଙ୍ଗ୍ସ। । ଚେନ୍ନାଇ ବିଜୟର ମୁଖ୍ୟ ଭୂମିକା ନେଇଥିଲେ ଡ୍ୱେନ ବ୍ରାଭୋ। ସେ ଧୂଆଁଧାର ୬୮ ରନ୍ କରିଥିଲେ। ଟସ୍ ଜିତି ଚେନ୍ନାଇ ମୁମ୍ୱାଇକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ବ୍ୟାଟିଂ କରିବାକୁ ପଡ଼ିଆକୁ ପ୍ରଥମେ ଆସିଥିଲେ ଅଧିନାୟକ […]
ମୁମ୍ବାଇ: ଆଜିଠାରୁ ଆରମ୍ଭ ହେଉଛି ଆଇପିଏଲ୍ର ମହାସମର। ୨୦୦୮ରେ ଆରମ୍ଭ ହୋଇଥିବା ଆଇପିଏଲ୍ରେ ଏହା ୧୧ ତମ ସଂସ୍କରଣ। ଉଦ୍ଘାଟନୀ ଉତ୍ସବରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସାଙ୍ଗକୁ ବହୁ ବଲିଉଡ କଳାକାର ଯୋଗ ଦେବେ। ଆଜି ମୁମ୍ବାଇର ୱାଙ୍ଖଡ଼େ ଷ୍ଟାଡିୟମରେ ସନ୍ଧ୍ୟା ୫ଟାରେ ଆରମ୍ଭ ହେବ। ଉଦ୍ଘାଟନୀ ସମାରୋହ କାର୍ଯ୍ୟକ୍ରମ ୯୦ ମିନିଟ ଧରି ଚାଲିବ। ଏହା ପରେ ଆରମ୍ଭ ହେବ ଚଳିତ ବର୍ଷର ପ୍ରଥମ ମ୍ୟାଚ୍। ଉଦ୍ଘାଟନୀ ଉତ୍ସବର ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ନିଜର ଜଲ୍ୱା ଦେଖାଇବାକୁ ସାମିଲ […]
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଫ୍ୟାନ୍ମାନଙ୍କ ପାଇଁ ଆସିଲା ଖୁସି ଖବର । ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ୟୁଏଇରେ ଆୟୋଜନ କରାଯିବ । ଏହା ପୂର୍ବରୁ ଇଂଲଣ୍ଡରେ ଏହାର ଆୟୋଜନ କରାଯିବା ନେଇ ଚର୍ଚ୍ଚା ହେଉଥିଲା । କିନ୍ତୁ ଏବେ ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ଖେଳାଯିବା ନେଇ ସ୍ଥିର ହୋଇ ସାରିଛି । ସ୍ପୋର୍ଟସ୍ ଟୁଡେ ଦାବି କରିଛି ଯେ ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ସେପ୍ଟେମ୍ବର ୧୯ କିମ୍ବା ୨୦ରୁ ଆରମ୍ଭ […]
IPL ଫ୍ୟାନ୍ଙ୍କ ପାଇଁ ଖୁସି ଖବର ! ସେପ୍ଟେମ୍ବର ୧୫ରୁ ଆରମ୍ଭ ହୋଇପାରେ IPL ମ୍ୟାଚ୍
ନୂଆଦିଲ୍ଲୀ: ଆଇପିଏଲର ୧୪ତମ ସିଜନର ଅବଶିଷ୍ଟ ୩୧ଟି ମ୍ୟାଚ୍ ୟୁଏଇରେ ଖେଳାଯିବା ନେଇ ସ୍ଥିର ହୋଇସାରିଛି। କରୋନା କାରଣରୁ ଭାରତରେ ଚାଲଇଥିବା ଏହି ଟୁର୍ଣ୍ଣାମେଣ୍ଟକୁ ମାତ୍ର ୨୯ଟି ମ୍ୟାଚ ପରେ ସ୍ଥଗିତ ରଖାଯାଇଥିଲା । ଶନିବାର ଅନୁଷ୍ଠିତ ବିସିସିଆଇର ସ୍ପେସାଲ ଜେନେରାଲ…
ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ୍ ମ୍ୟାଚରେ ଟିମ୍ ଇଣ୍ଡିଆ ପିନ୍ଧିବ ନୂଆ ଜର୍ସି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହାକୁ ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ସେୟାର କରିଛନ୍ତି ।…
ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚଗୁଡ଼ିକୁ ୟୁଏଇରେ ଆୟୋଜନ କରିବା ପାଇଁ ବିସିସିଆଇ ଜୋରଦାର ପ୍ରସ୍ତୁତି ଚଳାଇଛି। ସେପ୍ଟେମ୍ବର ୧୯ କିମ୍ବା ୨୦ରୁ ଆଇପିଏଲ୍ ୨୦୨୧ ପୁଣି ଥରେ ଆରମ୍ଭ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହାସହ ଆଇପିଏଲର ଫାଇନାଲ୍…