ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକଘର ସହ ଜିଲ୍ଲାର କୌଣସି ପୋଷ୍ଟ ଅଫିସର ୧୦ ଟଙ୍କିଆ ଆାଇ.ପି.ଓ. ମିଳୁନି। ମୟୁରଭଞ୍ଜ ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ସମାନ ଅବସ୍ଥା।
ଟାଟା ଟେକ୍ ସହ ଇନଭେଷ୍ଟମେଣ୍ଟ କରିଥିବା ନିବେଶକଙ୍କ ଖୋଲି ଯାଇଛି ଭାଗ୍ୟ । ଗତକାଲି ଅର୍ଥାତ ନଭେମ୍ବର ୩୦ ରେ ଟାଟା ଟେକ୍ନୋଲୋଜି ଷ୍ଟକରେ ସେୟାର ଇନଭେଷ୍ଟ କରିଥିଲା ।
ପ୍ରଥମ ୨ ଦିନରେ LIC IPOକୁ ୧୦୦% ରୁ ଅଧିକ ସବସ୍କ୍ରାଇବ କରାଯାଇଥିଲା ।
ଭାରତୀୟ ସେୟାର ମାର୍କେଟକୁ ଆସିଲା ବହୁ ପ୍ରତିକ୍ଷିତ ଏଲ୍ଆଇସି ଆଇପିଓ । ୯ ଯାଏଁ ଖୋଲା ଥିବା ଏହି ଆଇପିଓର ୫୦ ପ୍ରତିଶତ ପ୍ରଥମ ଦିନରେ ହିଁ ବିକ୍ରି ହୋଇସାରିଛି । ଆଇପିଓ ଆସିବା ପରେ ନିବେଶକ ତ ଖୁସି, ହେଲେ କର୍ମଚାରୀ ଓ ବୀମାଧାରୀ ଚିନ୍ତାରେ ରହିଲେଣି ।
ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଭାରତୀୟ ସେୟାର ବଜାରର ସର୍ବବୃହତ ଇନିସିଆଲ୍ ପବ୍ଲିକ୍ ଅଫର୍ ବା ଆଇପିଓ କୋଲିଛି । ଭାରତୀୟ ଜୀବନ ବୀମା ନିଗମ- ଏଲ୍ଆଇସି ପକ୍ଷରୁ ଏହି ଆଇପିଓ ଆଜିଠାରୁ ମେ ୯ ତାରିଖ ଯାଏଁ ଖୋଲା ରହିବ ।
ଷ୍ଟକ ମାର୍କେଟରେ ଶେୟାର କିଣା ବିକା ଲାଗି ଉଦ୍ଦିଷ୍ଟ ଡିମାଟ୍ ଆକାଉଣ୍ଟ ଜରିଆରେ ହିଁ ଏହି କାରବାର ହୋଇପାରିବ । ତେବେ ଶେୟାର କିଣିବା ପାଇଁ ଆପଣଙ୍କୁ ଆବେଦନ କରିବାକୁ ପଡ଼ିବ ।