IPS ସ୍ତରରେ ବଡ଼ ଧରଣର ଅଦଳବଦଳ । ବଦଳିଲେ କଟକ ଓ ଭୁବନେଶ୍ୱର DCP । ଜଗମୋହନ ମୀନା ହେଲେ ଭୁବନେଶ୍ୱର DCP । ଖିଲାରୀ ରିଷିକେଶ ହେଲେ କଟକ DCP । ଏସ୍.ଏମ୍. ନରୱାଣେ ହେଲେ OHRCର ସ୍ୱତନ୍ତ୍ର ଡିଜି ।
IPS ସ୍ତରରେ ବଡ଼ ଅଦଳ ବଦଳ କଲେ ରାଜ୍ୟ ସରକାର । ବଦଳିଲେ କଟକ-ଭୁବନେଶ୍ୱର ପୋଲିସ କମିଶନର ସଞ୍ଜୀବ ପଣ୍ଡା । ସଞ୍ଜୀବ ପଣ୍ଡା ହେଲେ ଏଡିଜି ଟ୍ରେନିଂ, BPSPA ନିର୍ଦ୍ଦେଶକ । ସୁରେଶ ଦେବଦତ୍ତ ସିଂ ହେଲେ କଟକ-ଭୁବନେଶ୍ୱରର ନୂଆ କମିଶନର ।
IPS ସ୍ତରରେ ବଡ଼ ଅଦଳ ବଦଳ କଲେ ରାଜ୍ୟ ସରକାର । ବଦଳିଲେ କଟକ-ଭୁବନେଶ୍ୱର ପୋଲିସ କମିଶନର ସଞ୍ଜୀବ ପଣ୍ଡା ।