• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Irrigation Scam Cases

poor irrigation facility
କୋମାରେ ବୌଦ୍ଧ ସାଲୁଙ୍କି ଜଳସେଚନ ପ୍ରକଳ୍ପ...ଚାଷୀକୁଳ ମୁଣ୍ଡରେ ହାତଦେଲେଣି

ବୌଦ୍ଧ ଜିଲ୍ଲାର ସାଲୁଙ୍କି ମଧ୍ୟମ ଜଳ ସେଚନ ପ୍ରକଳ୍ପ ପ୍ରାୟ ୨୩ ଗୋଟି ପଞ୍ଚାୟତର ୨୧୬ ଗୋଟି ଗ୍ରାମର ୨୦,୯୧୭ ହେକ୍ଟର ଜମିକୁ ଜଳ ସେଚନର ସୁବିଧା ଯୋଗଇଦେବା ଲକ୍ଷ ରଖାଯାଇ ପ୍ରକଳ୍ପ କାର୍ଯ୍ୟ କରାଯାଇଥିଲା । କିନ୍ତୁ ମୁଖ୍ୟ ସାଲୁଙ୍କି ଆନ୍ନିକଟ ଶଯ୍ୟା ପୋତି ହେବା ଫଳରେ ଜଳ ଧାରଣ କ୍ଷମତା ଦିନକୁ ଦିନ କମିବାରେ ଲାଗିଛି । ସେପଟେ ଆନ୍ନିକଟର ଉଭୟ ପାର୍ଶ୍ଵର ମୁଖ୍ୟ କେନାଲ ପୋତି ହେବା ସହ ରକ୍ଷଣା ବେକ୍ଷଣ ଅଭାବ ଯୋଗୁଁ ସବୁ ଭାଙ୍ଗିରୁଜି ଗଲାଣି ।