ପ୍ରମୁଖ କର୍ପୋରେଟ୍ ସଂସ୍ଥାରେ ଚାକିରି କରିଥିଲେ । ହେଲେ ଆଧ୍ୟାତ୍ମିକତା ଆଡକୁ ସେ ଅଧିକ ଆକର୍ଷିତ ହେଲେ । ଜୀବନକୁ ଖୋଜିବାକୁ ଲାଗିଲେ । ସତ୍ୟର ଅନ୍ୱେଷଣ କରିବାକୁ ଲାଗିପଡିଲେ । ବଦଳିଗଲା ତାଙ୍କ ଜୀବନର ମୋଡ଼ । ହଠାତ୍ ଅଧିକ ଦରମାର ଚାକିରି ଛାଡି ସନ୍ୟାସ ନେଲେ ।
ଆମେରିକାର ହ୍ୟୁଷ୍ଟନ ପରେ ଏଥର ଖୋଦ୍ ଆମ ରାଜ୍ୟରେ ଅଦିନରେ ଗଡିଛି ରଥ । ନୂଆପଡ଼ା ଜିଲ୍ଲା କୋନାବିରା ଗାଁରେ ଅଦିନ ରଥଯାତ୍ରା ।
ଛଳନା କଲା ଇସ୍କନ। ରଥଯାତ୍ରାରୁ ଓହରିବାର ପ୍ରତିଶ୍ରୁତି ପରେ ବି ଆମେରିକାର ହ୍ୟୁଷ୍ଟନରେ ଗଡ଼ାଇଲା ନନ୍ଦିଘୋଷ ସଦୃଶ ରଥ। ଯାହାକୁ ନେଇ ରାଜ୍ୟରେ ଭୀଷଣ ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଗନ୍ନାଥପ୍ରେମୀ ଓ ସେବାୟତ ଇସ୍କନର ଏଭଳି ଛଳନାର ତୀବ୍ର ନିନ୍ଦା କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ଛଳନା କଲା ଇସ୍କନ । ରଥଯାତ୍ରାରୁ ଓହରିବାର ପ୍ରତିଶ୍ରୁତି ପରେ ବି ଆମେରିକାର ହ୍ୟୁଷ୍ଟନରେ ଗଡ଼ାଇଲା ନନ୍ଦିଘୋଷ ସଦୃଶ ରଥ ।
ହ୍ୟୁଷ୍ଟନରେ ନନ୍ଦିଘୋଷ ଭଳି ଅବିକଳ ରଥ ନିର୍ମାଣ କରି ଏହାକୁ ଟାଣିବା ସହ ଫେଷ୍ଟିଭାଲ ଅଫ ବ୍ଲିସ ପାଳନ କରିଛି ଇସ୍କନ।
କେତେ ବିରୋଧ, କେତେ ଆପତ୍ତି । ତଥାପି ନଭେମ୍ବର ୯ ଅଦିନିଆ ରଥଯାତ୍ରା ଆୟୋଜନ ଜିଦ୍ ଛାଡୁନି ଇସ୍କନ ।
ଆମେରିକା ହ୍ୟୁଷ୍ଟନରେ ଇସ୍କନର ଅଦିନିଆ ରଥଯାତ୍ରା ବାତିଲ ହୋଇଥିବା ସୂଚନା ମିଳିଛି । ନଭେମ୍ବର ୩ ତାରିଖରେ ହେବାକୁ ଥିବା ସ୍ନାନ ଯାତ୍ରା ବାତିଲ ହୋଇଛି ।
ବିଧି, ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ବି ହୋଇଛି । ତେଣୁ ନଭେମ୍ବର ୯ରେ ଯୋଜନା ଥିବା ରଥଯାତ୍ରା ଆୟୋଜନ ବନ୍ଦ କରନ୍ତୁ ।
ପୁଣି ଅଦିନରେ ରଥଯାତ୍ରା ଆୟୋଜନ। ଏଥର ଦେଶ ନୁହେଁ, ବିଦେଶରେ। ଆମେରିକାର ହ୍ୟୁଷ୍ଟନରେ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ଭାଙ୍ଗିବାକୁ ଇସ୍କନର ଅପଚେଷ୍ଟା।
ରଥଯାତ୍ରା ଓ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ରହିଛି ଗୁଢ଼ ସମ୍ପର୍କ । ୪୬ ବର୍ଷ ପୂର୍ବର କାହାଣୀ . . .
ବାଂଲାଦେଶର ନୋଆଖଲି ସ୍ଥିତ ଇସ୍କନ ମନ୍ଦିର ଉପରେ ଦୁର୍ବୃତ୍ତ ଆକ୍ରମଣ । ଶୁକ୍ରବାର ୨ଶହରୁ ଅଧିକ ଦୁର୍ବୃତ୍ତ ଅଚାନକ ମନ୍ଦିରରେ ପଶି ଭଙ୍ଗାରୁଜା କରିଥିଲେ। ଦେଖନ୍ତୁ ଖବର