ଲମ୍ବା ସମୟ ଧରି ଚାଲିଥିବା ୟୁକ୍ରେନ୍-ଋଷ ଯୁଦ୍ଧ ସମୟରେ ଇସ୍ରାଏଲ୍-ପାଲେଷ୍ଟାଇନ୍ ମଧ୍ୟରେ ଆରମ୍ଭ ହୋଇଥିବା ଏ ଲଢ଼େଇ ବିଶ୍ୱ ପାଇଁ ନୂଆ ସଂକଟ ଭାବେ ଉଭା ହୋଇଛି। ଏପରିସ୍ଥିତିରେ ଇସ୍ରାଏଲରେ ଥିବା ଭାରତୀୟ ନାଗରିକଙ୍କୁ ସତର୍କ ରହିବାକୁ ଭାରତ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଗାଜା ଷ୍ଟ୍ରିପ୍ରୁ ଭୟାବହ ରକେଟ୍ ଆକ୍ରମଣ ହେବାରୁ ଇସ୍ରାଏଲ୍ ‘ଷ୍ଟେଟ୍ ଅଫ୍ ୱାର୍’ ବା ‘ଯୁଦ୍ଧ ପରିସ୍ଥିତି’ ଘୋଷଣା କରିଥିବା ସୂଚନା ମିଳିଛି।
ରକେଟ ମାଡ଼ ପରେ ପାଲେଷ୍ଟାଇନ ଟାଓ୍ୱାରର ସପ୍ତମ ମହଲାରୁ ଧୁଆଁ ବାହାରୁଥିବା ଦେଖିବାକୁ ମିଳିଥିଲା ।
ଭାରତ ନୁହେଁ ଆଗାମୀ ଦିନରେ ଇସ୍ରାଏଲରୁ ନିର୍ବାଚନ ଲଢପାରନ୍ତି ମୋଦି !