IT କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ବିଶେଷ ପ୍ରୋତ୍ସାହନ ଘୋଷଣା । ସ୍ଥାୟୀ ପୁଞ୍ଜିନିବେଶ ନିମନ୍ତେ କଂପାନୀଗୁଡ଼ିକୁ ନିବେଶର ୨୫% ଯୋଗାଇ ଦିଆଯିବ ।