• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: It Raid

Kusum Tete
IT ରେଡ୍‌କୁ ନେଇ କୁସୁମ ଟେଟେଙ୍କ ସଙ୍ଗୀନ ଅଭିଯୋଗ, ପୂର୍ବତନ ବିଧାୟକଙ୍କୁ କାଠଗଡ଼ାକୁ ଟାଣିଲେ

ଯୋଗେଶଙ୍କ ମାଆଙ୍କ ନାଁରେ ପ୍ରଥମେ ମଦଭାଟି ଥିଲା କହିଲେ....ଏବେ କିନ୍ତୁ ଅଲଗା ନାଁ ବାହାରୁଛି, ପରିବର୍ତ୍ତନ କରିଥାଇପାରନ୍ତି'...

Major IT raids in Odisha
ଓଡ଼ିଶାରେ ବଡ଼ଧରଣର ଆୟକର ଚଢ଼ଉ, ଡାଇରେକ୍ଟର ଓ ଏମ୍‌ଡିଙ୍କ ଘରେ ରେଡ୍...

ରାଜ୍ୟରେ ବଡ଼ଧରଣର ଆଇଟି ରେଡ୍ । କୋଲକାତା ଓ ରାଞ୍ଚିରେ ମଧ୍ୟ ଆୟକର ବିଭାଗ ଚଢ଼ାଉ କରିଥିବା ସୂଚନା ମିଳିଛି ।

DN Group IT Raid
DN ଗ୍ରୁପ୍ ମୁଖ୍ୟଙ୍କୁ ITର ଜେରା ଶେଷ, ଜଗଦୀଶ କହିଲେ ଆୟକର ଫାଙ୍କିବା ଅଭିଯୋଗ ମିଛ

ମୋତେ ଆୟକର ବିଭାଗ କିଛି ପ୍ରଶ୍ନ କରିନି କହିଲେ ଜଗଦୀଶ । ଏଯାଏଁ ଜବତ ହେଲାଣି ୩୨ କୋଟିରୁ ଅଧିକ ଟଙ୍କା ।

DN Group IT Raid
ଜବତ ୩୨ କୋଟି ଆସିଲା କୁଆଡୁ ? ଚାରି ଦିନର ଚଢ଼ାଉ ପରେ ବି ହିସାବ ସରୁନି..!

ଚାରି ଦିନର ଚଢାଉ ପରେ ବି ହିସାବ ମିଳୁନି। ଜବତ ୩୨ କୋଟିରୁ ଅଧିକ ଟଙ୍କାର ଉତ୍ସ ଖୋଜିବାକୁ ଜାରି ରହିଛି ଆୟକର ବିଭାଗର ଘନ ଘନ ରେଡ୍। ଆଜି ଡିଏନ୍ ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକଙ୍କୁ ମାରାଥନ୍ ଜେରା କରିଛନ୍ତି ଆୟକର ଟିମ୍ । କମ୍ପାନୀର ଲିଗାଲ ଅଫିସର କୁହାଯାଉଥିବା ଚନ୍ଦ୍ରଶେଖର ପଣ୍ଡାଙ୍କ ସହ ଜଗଦୀଶଙ୍କୁ ସାମ୍ନାସାମ୍ନି ବସାଇ ପ୍ରଶ୍ନ କରାଯାଇଛି।

DN Group IT Raid
ଜବତ ୩୨ କୋଟି ଆସିଲା କୁଆଡୁ ? ଚାରି ଦିନର ଚଢ଼ାଉ ପରେ ବି ହିସାବ ସରୁନି..!

DN ଗ୍ରୁପ ମୁଖ୍ୟ ଜଗଦୀଶ ନାୟକଙ୍କୁ ମାରାଥନ ଜେରା । ଏପଟେ ସିବିଆଇ ତଦନ୍ତ ଦାବି କଲା କଂଗ୍ରେସ ।

IT Raid
DN Groupରେ ତିନି ଦିନ ହେଲାଣି ସରୁନି ରେଡ୍, ଖୋଳତାଡ଼ କରୁଛି IT

ତିନି ଦିନ ବିତିଲା। ତଥାପି ସରୁନି DN ସାମ୍ରାଜ୍ୟ ଉପରେ ଇନ୍‌କମ୍ ଟ୍ୟାକ୍ସ ରେଡ୍ । ୧୦୫ କୋଟିର ବ୍ୟାବସାୟିକ ଦସ୍ତାବିଜ ଓ ଜବତ ୩ ଟ୍ରଙ୍କ୍ ଟଙ୍କାକୁ ନେଇ ଚାଲିଛି ତନାଘନା । ଏତେ ପରିମାଣର ଟଙ୍କା କାହାର, କଂପାନୀର ଜଣେ କର୍ମଚାରୀଙ୍କ ଘରେ କାହିଁକି ଲୁଚାଇ ରଖାଯାଇଥିଲା, ତାକୁ ନେଇ ଚାଲିଛି ଖୋଳତାଡ଼ । ତା ସହିତ ବଡ଼ ପ୍ରଶ୍ନ DN ସାମ୍ରାଜ୍ୟ ପଛରେ ପ୍ରଭାବଶାଳୀ ପୃଷ୍ଠପୋଷକ କିଏ ? କାହିଁକି ଆକ୍ସନ ମୋଡକୁ ଆସୁନି ORERA ।

DN Group Land Scam
DN Groupରେ ତିନି ଦିନ ହେଲାଣି ସରୁନି ରେଡ୍, ଖୋଳତାଡ଼ କରୁଛି IT

ଆଇଟି ସ୍କାନରରେ ୧୦୫ କୋଟିର ରିୟଲ ଇଷ୍ଟେଟ୍ ବିଜନେସ୍ । କାହିଁକି ଆକ୍ସନ ମୋଡକୁ ଆସୁନି ଓରେରା ?

DN Group
୧୦୫ କୋଟିର ଚିଠାକୁ ନେଇ ଛାନଭିନ୍, ୩ ଟ୍ରଙ୍କ ଟଙ୍କା ଉପରୁ ଫିଟୁନି ରହସ୍ୟ

୩୬ ଘଣ୍ଟା ପରେ ବି DN ସାମ୍ରାଜ୍ୟ ଉପରେ ସରୁନି ଆୟକର ରେଡ୍ ।

IT raid on Twin City Infracon Ltd
କଟକ ତ୍ରିଶୁଳିଆ ସ୍ଥିତ ଟ୍ୱିନସିଟି ଇନଫ୍ରାକନ ଅଫିସ୍‌ରେ IT ଚଢ଼ାଉ

କଟକ ତ୍ରିଶୁଳିଆ ସ୍ଥିତ ଟ୍ୱିନସିଟି ଇନଫ୍ରାକନ ଅଫିସ୍‌ରେ IT ଚଢ଼ାଉ । ଆୟକର ସମ୍ପର୍କିତ ଡକ୍ୟୁମେଣ୍ଟ ଯାଞ୍ଚ କରାଯାଉଥିବା ସୂଚନା । କାଲିଠାରୁ ନିରବଚ୍ଛିନ୍ନ ଭାବେ ୧୫ ଜଣିଆ ଟିମ୍‌ ପକ୍ଷରୁ ରେଡ୍‌

Income Tax dept raid
CMO ଏବେ କରପସନ୍ ମୋବିଲାଇଜେସନ ଅଫିସ୍: ବିଜେପି

ଡିିଏନ କମ୍ପାନୀ ଉପରେ ଆଇଟି ରେଡ୍ ପ୍ରସଙ୍ଗକୁ ନେଇ ବିଜେପିର ସାଂଘାତିକ ଅଭିଯୋଗ। ବ୍ୟବସାୟୀଙ୍କ ସହ ତୃତୀୟ ମହଲାର ସଂପର୍କ ରହିଛି ବୋଲି ଗୁରୁତର ଅଭିଯୋଗ କରିଛନ୍ତି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ।

Income Tax dept raids
ବ୍ୟାବସାୟିକ ପ୍ରତିଷ୍ଠାନ 'ଡିଏନ୍ ଗ୍ରୁପ' ଉପରେ ଆଇଟି ରେଡ୍, ୩୦ କୋଟି ଜବତ !

ୟୁନିଟ୍-୪ ସ୍ଥିତ ଜଣେ କର୍ମଚାରୀଙ୍କ ଘରୁ ୩୦ କୋଟି ଜବତ ସୂଚନା

Jitu Pattnaik
ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ IT ରେଡ୍

ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

I-T & GST Raids
ନିର୍ବାଚନ ପୂର୍ବରୁ ତେଜିଲା ରେଡ୍ ପଲିଟିକ୍ସ : ଆଇଟି ରେଡ୍ ବନାମ୍ ଷ୍ଟେଟ୍ ଜିଏସଟି ରେଡ୍

ମୁହାଁମୁହିଁ ବିଜେଡି-ବିଜେପି । ନିର୍ବାଚନ ଋତୁ ଆସିଲେ ଏମିତି ଚାଲେ କହିଲା ବିଜେଡି । ବିଜେପିର ଜବାବ ରୁଟିନ ୱାର୍କ ।

IT Raid
ରାଜ୍ୟବ୍ୟାପୀ ମାରାଥନ୍‌ IT ରେଡ୍, ପ୍ରାୟ ବ୍ୟବସାୟୀଙ୍କ ସହ ବିଜେଡି ନେତାଙ୍କ ଲିଙ୍କ !

ଉଦ୍ଦେଶ୍ୟମୂଳକ ଭାବେ ରେଡ୍ କରାଯାଇଛି କହିଲା ବିଜେଡି । ଟିକସ ଫାଙ୍କିଥିବା ବ୍ୟବସାୟୀଙ୍କ ଘରେ ରେଡ୍ ହେଉଛି କହିଲା ବିଜେପି ।

Pushparaj Jain
ସମାଜବାଦୀ ପାର୍ଟି ନେତାଙ୍କ ଘରେ ଚଢାଉ, ଅଖିଳେଶ କହିଲେ, 'ଲୋକେ ଭୋଟରେ ଜବାବ ଦେବେ'

ପୀୟୂଷ ଜୈନଙ୍କ ପରେ ଏବେ ଆୟକର ବିଭାଗ ପଞ୍ଝାରେ ସମାଜବାଦୀ ପାର୍ଟିର ଏମଏଲସି ପୁଷ୍ପରାଜ ଜୈନ । ଆୟକର ବିଭାଗ ପୁଷ୍ପରାଜଙ୍କ ଘର, କାର୍ଯ୍ୟାଳୟ ସମେତ ୫୦ଟି ସ୍ଥାନରେ ଚଢ଼ାଉ କରିଛି। ଏହାକୁ ସମାଜବାଦୀ ପାର୍ଟି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି । ସମାଜବାଦୀ ପାର୍ଟି ପକ୍ଷରୁ କୁହାଯାଇଛି ଯେ ‘ଲୋକ ସବୁ ଦେଖୁଛନ୍ତି ଓ ସେମାନେ ଭୋଟ୍‌ ଦ୍ୱାରା ଏହାର ଉତ୍ତର ଦେବେ’।

Ajit Pawar
ଦେଶମୁଖଙ୍କ ପରେ ଅଜିତ ପୱାରଙ୍କ ବିରୋଧରେ ଆକ୍ସନ, ୧୦୦ କୋଟିର ସମ୍ପତ୍ତି ସିଜ୍‌ କରିବାକୁ ନିର୍ଦ୍ଦେଶ

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଗିରଫଦାରୀ ପରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ବିରୋଧରେ ଆକ୍ସନ। ଆୟକର ବିଭାଗ ଅଜିତ ପୱାରଙ୍କ ସହ ଜଡ଼ିତ ୫ଟି ସମ୍ପତ୍ତିକୁ ସିଜ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ପତ୍ତିର ମୂଲ୍ୟ ହଜାରେ କୋଟିରୁ ଅଧିକ ଟଙ୍କା ହେବ ବୋଲି ଜଣାପଡ଼ିଛି।

Sonu Sood
ତାଙ୍କ ଘରେ ଚଢାଉ ସମୟ ଆଇଟି ଟିମ୍‌ ପାଇଁ ସବୁଠାରୁ ସହଜ ଦିନ ଥିଲା-ସୋନୁସୁଦ୍‌

ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆଇଟି ରେଡ୍ ହେବା ପରେ ମୁହଁ ଖୋଲିଛନ୍ତି ବଲିଉଡ ଷ୍ଟାର ସୋନୁ ସୁଦ୍ । ତାଙ୍କ ଫାଉଣ୍ଡେସନକୁ ଆସୁଥିବା ପ୍ରତ୍ୟେକ ଟଙ୍କା ଲୋକଙ୍କ ଅମୂଲ୍ୟ ଜୀବନ ବଞ୍ଚାଇବାରେ ଖର୍ଚ୍ଚ ହେଉଛି । ଦେଶବାସୀଙ୍କୁ ସାହାଯ୍ୟ କରିବାକୁ ସେ ଚାହାନ୍ତି ଏବଂ ଏହା ଜାରି ରହିବ ।