ଆପଣଙ୍କର ଯଦି ମେଡିକାଲ୍ ଅଫିସର୍ ହେବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ସୁଯୋଗ ହାତଛଡା କରନ୍ତୁ ନାହିଁ। ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ITBP) ଏହି ସୁଯୋଗ ନେଇ ଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ITBP) କନଷ୍ଟେବଳ ପଦବୀରେ ନିଯୁକ୍ତି ନେଇ ସୁଯୋଗ ନେଇ ଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ଯୋଗ ଦିବସ ଅବସରରେ ସାରା ବିଶ୍ବ ଯୋଗମୟ ହୋଇଛି । ସିକିମରେ ସମୁଦ୍ର ପତ୍ତନରୁ ୧୫ହଜାର ଫୁଟ୍ ଉଚ୍ଚତାରେ ବରଫ ପାହାଡ଼ ଉପରେ ଯୋଗ ମୁଦ୍ରାରେ ନଜର ଆସିଛନ୍ତି ଆଇଟିବିପି ଯବାନ। ଇଷ୍ଟର୍ଣ୍ଣ ଲଦଖରେ ଭାରତୀୟ ସେନା ପକ୍ଷରୁ ଯୋଗ ଦିବସ ପାଳିତ ହୋଇଛି।
ITBPରେ ସ୍ପୋର୍ଟସ୍ କୋଟା ଅଧୀନରେ କନଷ୍ଟେବଲ୍ ଜେନେରାଲ୍ ଡ୍ୟୁଟି ପାଇଁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ପଦବୀ ପାଇଁ ଉଭୟ ପୁରୁଷ ଏବଂ ମହିଳା ପ୍ରାର୍ଥୀ ଆବେଦନ କରିପାରିବେ। ଏହି ପଦବୀଗୁଡିକ ସ୍ପୋର୍ଟସ୍ କୋଟା-୨୦୨୩ ଅଧୀନରେ ରହିଛି।
ITBP ହେଡ୍ କନଷ୍ଟେବଳ (ମିଡୱାଇଫ୍) - ଗ୍ରୁପ୍ 'ସି' (ଅଣ ଗେଜେଟେଡ୍ ଏବଂ ଅଣମନ୍ତ୍ରୀ) ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ଦଶମ ପାଶ ସହିତ ନର୍ସିଂ କରିଥିଲେ ଆବେଦନ କରିପାରିବେ। ଚୟନ ହେଲେ ମାସକୁ ୮୧ ହଜାର ଟଙ୍କା ଦରମା ମିଳିବ।
ତାଲିବାନଙ୍କ ବର୍ବର କାହାଣୀ ବଖାଣିଲେ ଓଡ଼ିଆ ଆଇଟିବି ଯବାନ। କେମିତି ଭାରତୀୟ ଦୂତାବାସରୁ ପ୍ରତିନିଧିଙ୍କୁ ଉଦ୍ଧାର କଲେ କହିଲେ ଅଙ୍ଗେନିଭା କଥା।