ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଭୁବନେଶ୍ବରରେ ଅବତରଣ କରିବା ପରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିବେ । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ ।
ପୁରୀ ବଳିଆପଣ୍ଡାରେ ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ।
ବ୍ରହ୍ମପୁର ସମାବେଶରେ ଜେପି ନଡ୍ଡା ପ୍ରଥମେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି। ମଧୁ ବାବୁ, କୃଷ୍ଣଚନ୍ଦ୍ର ଗଜପତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ବିଜେପି ସରକାର ହେବା ଦରକାର ବୋଲି କହିଛନ୍ତି।
ସୋନପୁର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନବୀନ ସରକାରକୁ ସିଧାସଳଖ ନିଶାନା କରିଥିବାରୁ ଆଜି ନଡ୍ଡା କଣ କହୁଛନ୍ତି ତା ପରେ ସମସ୍ତଙ୍କ ନଜର ରହିଛି।
ଫାଷ୍ଟ ଫେଜ୍ ଇଲେକ୍ସନ ପାଇଁ କାଲି ଓଡ଼ିଶାରେ ହାଇଭୋଲଟେଜ୍ ପ୍ରଚାର। ବ୍ରହ୍ମପୁର ଆମ୍ବପୁଆରେ ସଭା କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା। ସାଲେପୁରରେ କଂଗ୍ରେସର ନ୍ୟାୟ ସମାବେଶକୁ ଆସିବେ ରାହୁଲ ଗାନ୍ଧୀ।
ଦେଶରେ ବାରମ୍ବାର ନିର୍ବାଚନ ଦ୍ୱାରା ଅନେକ ବିକାଶ କାମ ଅଟକି ଯାଉଛି। ବର୍ଷ ସାରା ଦେଶର କେଉଁଠି ନା କେଉଁଠି ନିର୍ବାଚନ ହେଉଛି ଏବଂ ଏହାଦ୍ୱାରା ବିଭିନ୍ନ ସ୍ଥାନରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥାଏ।
ବିଜେପି ରାଷ୍ଟ୍ରୀୟ ସଭାପତି ଭାବେ ନଡ୍ଡା ଗତ ୨୦୨୦ ମସିହାରେ ଦାୟିତ୍ୱ ନେଇଥିଲେ। ପୂର୍ବରୁ ଅମିତ ଶାହ ବିଜେପି ରାଷ୍ଟ୍ରୀୟ ସଭାପତି ଥିବା ବେଳେ ୨୦୧୯ରେ ନଡ୍ଡା ବିଜେପିର କାର୍ଯ୍ୟକାରୀ ସଭାପତି ଥିଲେ।
ଜେପି ନଡ୍ଡା ଦୁଇଦିନିଆ ଗସ୍ତରେ ଓଡ଼ିଶା ଆସିଛନ୍ତି ।
୨୦୨୪ ନିର୍ବାଚନ ପାଇଁ ବିଗୁଲ ଫୁଙ୍କିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଜେ.ପି. ନଡ୍ଡା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ପ୍ରଥମ ଥର ଓଡ଼ିଶା ଆସୁଥିବାରୁ ଦଳ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି।
୨୦୨୪ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି ଚାଲିଛି । ଏନେଇ ସେପ୍ଟେମ୍ବର ମାସରେ ଓଡିଶା ବିଜେପି ପକ୍ଷରୁ ହେବ ପ୍ରଶିକ୍ଷଣ ଶିବିର ।