କଟକ ଜିଲ୍ଲା ବାଙ୍କି ବ୍ଲକ ପୁଇଁଚା ଗ୍ରାମରେ ସିରିଜ୍ ଲୁଟ୍ । ଗାଁରେ ଜାଗର ଯାତ୍ରା ଚାଲିଥିବାବେଳେ ୫ ଜଣଙ୍କ ଘରୁ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟିନେଲେ ଚୋର ।
କ'ଣ ହୁଏ ଯଦି ଆମେ ଜାଣତରେ ହେଉ କି ଅଜାଣତରେ, ପ୍ରଭୁ ଶିବଙ୍କୁ ଅସମ୍ମାନ ହେଲାପରି କିଛି କରିବସନ୍ତି? ପ୍ରଭୁ ଶିବଙ୍କ ପୂଜାନୀତି ଏବଂ ଓଷାବ୍ରତ ସଂପର୍କରେ ଥରେ ମାତା ପାର୍ବତୀ ତାଙ୍କୁ ପଚାରି ବସିଲେ। ପ୍ରତ୍ୟୁତ୍ତରରେ ପ୍ରଭୁ ଶିବ ତାଙ୍କୁ ଏକାଦିକ ପୌରାଣିକ ଘଟଣାର ବର୍ଣ୍ଣନା କରିଥିଲେ। ଶୁଣନ୍ତୁ ଏହି ସୁନ୍ଦର କାହାଣୀଟି, ଯାହା ଜଣେ ଋଷିଙ୍କୁ ନେଇ।
ଭଗବାନ ଶିବଙ୍କୁ ସନାତନ ଧର୍ମର ସବୁଠାରୁ ରହସ୍ୟମୟ ଦେବତା ଭାବରେ ବିବେଚନା କରାଯାଏ। ଶିବ ଗୃହସ୍ଥ ହୋଇଥିଲେ ମଧ୍ୟ ଶ୍ମଶାନରେ ରୁହନ୍ତି। ସେ ଏହା ଦ୍ୱାରା ଦୁନିଆକୁ କି ବାର୍ତ୍ତା ଦେବାକୁ ଚାହାନ୍ତି? ଏଭଳି ଅନେକ ପ୍ରଶ୍ନ ଅନେକଙ୍କ ମନରେ ଆସୁଥିବ। ତେବେ ଆସନ୍ତୁ ସେ ବିଷୟରେ ଜାଣିନେବା।
କାହିଁକି ଉଠେ ମହାଦୀପ? ଏହି ସମୟରେ କାହିଁକି ପାଳନ ହୁଏ ମହାଶିବରାତ୍ରୀ? ପ୍ରଭୁ ଶିବଙ୍କର ୧୪ଟି ଯାତ୍ରା ମଧ୍ୟରୁ ମହାଶିବରାତ୍ରୀ କାହିଁକି ସବୁଠାରୁ ପ୍ରିୟ? ପୁରାଣର କେଉଁ କାହାଣୀ କହିଥାଏ ମହାଶିବରାତ୍ରୀର କଥା? କେଉଁ ବିଧିରେ ଶିବଙ୍କୁ ପୂଜିଲେ ସେ ସନ୍ତୁଷ୍ଟ ହୁଅନ୍ତି? ଜାଣନ୍ତୁ ପୂରା ତଥ୍ୟ ଏହି ଲେଖାରୁ।
ଆଜି ଦେବ ଦେବ ମହାଦେବଙ୍କ ଜାଗରଯାତ୍ରା । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ଶିବାଳୟ । ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବପୀଠରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ । ରାତି ୧୦ଟାରେ ଉଠିବ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ।
ସବୁ ଦେବତା ଭଲ ବେଶ ପୋଷାକ ଧାରଣ କରି, ଶରୀରରେ ସୁଗନ୍ଧିତ ଅତର ଛିଞ୍ଚି ବୁଲୁଥିବା ବେଳେ, ପ୍ରଭୁ ଶିବ କିନ୍ତୁ ଦେହରେ ଭସ୍ମ ପାଉଁଶ ବୋଳି, ମୁଣ୍ଡରେ ଗୋଟେ ଖଣ୍ଡିଆ ଚନ୍ଦ୍ର ଲଗେଇ, ଶ୍ମଶାନରେ ଯାଇ ରୁହନ୍ତି। ଦିନେ ଏହି କଥା ସ୍ୱାମୀଙ୍କୁ ପଚାରିଦେଲେ ମାତା ପାର୍ବତୀ। ପଢ଼ନ୍ତୁ ଏହାର କି ଉତ୍ତର ଦେଲେ ପ୍ରଭୁ ଶିବ।
ଭଗବାନ ଶିବ ସମସ୍ତଙ୍କୁ ସମାନ ଦୃଷ୍ଟିରେ ଦେଖନ୍ତି, ସେଥିପାଇଁ ତାଙ୍କୁ ମହାଦେବ କୁହାଯାଏ। ଭୋଳାନାଥଙ୍କ ସହ ଜଡିତ ଅନେକ ରହସ୍ୟମୟ କାହାଣୀ ଲୋକପ୍ରିୟ। ତେବେ ଆଜି ମହା ଶିବରାତ୍ରୀ ବା ଜାଗର ଅବସରରେ ଆସନ୍ତୁ ଭଗବାନ ଶିବଙ୍କ ସହ ଜଡିତ କିଛି ରହସ୍ୟ ବିଷୟରେ ଜାଣିନେବା।
ଆଗକୁ ଆସୁଛି ମହାଶିବରାତ୍ରୀ। ଉତ୍ସବମୁଖର ହୋଇପଡ଼ିବ ଶୈବପୀଠ। ଏହି ପରିପ୍ରେକ୍ଷୀରେ ଆସନ୍ତୁ ଜାଣିବା କାହିଁକି ପାଳନ ହୁଏ ମହାଶିବରାତ୍ରୀ। ପୁରାଣରେ ଏହାକୁ ନେଇ ଅନେକ କୌତୂହଳୀ କାହାଣୀ ରହିଛି। ମାତା ପାର୍ବତୀ ଜାଣିବାକୁ ଚାହିଁଥିଲେ, ଅଜାଣତରେ ଯଦି ଜଣେ ଶିବରାତ୍ରୀର ନୀତି କରିଥାଏ ତାହେଲେ ସେ ମଧ୍ୟ ପ୍ରଭୁଙ୍କ କୃପା ଲାଭ କରିଥାଏ। ପଢ଼ନ୍ତୁ ଏହି ସୁନ୍ଦର କାହାଣୀ।
ଜାଗରରେ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଆସନ୍ତାକାଲି ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତୀ ଓ ଅବକାଶ ଅନୁଷ୍ଠିତ ହେବ।
ଚଳଚଞ୍ଚଳ ହୋଇଉଠିଛି ଶୈବପୀଠ । ଜାଗରରେ ମହାଦେବଙ୍କ ଦର୍ଶନ ସହ ଉପବାସ ରଖି ଦୀପ ଜାଳୁଛନ୍ତି ଅଗଣିତ ଭକ୍ତ । ମନରେ ଅତୁଟ ଭକ୍ତି ଆଉ ତୁଣ୍ଡରେ ଶିବମନ୍ତ୍ର ଜପି ସବୁଠି ଭକ୍ତ ମାନେ ମହାଦୀପକୁ ଅପେକ୍ଷା କରିଥିବା ବେଳେ ଲିଙ୍ଗରାଜଙ୍କ ମହାଦୀପ ଉଠିଛି ।
ଆଜି ପବିତ୍ର ମହାଶିବରାତ୍ରୀ। ଚଳଚଞ୍ଚଳ ହୋଇଉଠିଛି ଶୈବପୀଠ। ଶିବ ଆରାଧନାରେ ମଗ୍ନ ସାରା ଜଗତ। ଜାଗରରେ ମହାଦେବଙ୍କ ଦର୍ଶନ ସହ ଉପବାସ ରଖି ଦୀପ ଜାଳୁଛନ୍ତି ଅଗଣିତ ଭକ୍ତ। ମନରେ ଅତୁଟ ଭକ୍ତି ଆଉ ତୁଣ୍ଡରେ ଶିବମନ୍ତ୍ର ଜପି ସବୁଠି ଭକ୍ତର ଅପେକ୍ଷା ମହାଦୀପ ଦର୍ଶନର ସେ ମହାର୍ଘ ମୂହୁର୍ତ୍ତକୁ।
ମହାଶିବରାତ୍ରୀର ପବିତ୍ର ଦିନରେ ଶିବ ଆରାଧନାରେ ମଗ୍ନ ସାରା ଜଗତ। ଜାଗରରେ ମହାଦେବଙ୍କ ଦର୍ଶନ ସହ ଉପବାସ ରଖି ଦୀପ ଜାଳୁଛନ୍ତି ଅଗଣିତ ଭକ୍ତ। ମନରେ ଅତୁଟ ଭକ୍ତି ଆଉ ତୁଣ୍ଡରେ ଶିବମନ୍ତ୍ର ଜପି ସବୁଠି ଭକ୍ତର ଅପେକ୍ଷା ମହାଦୀପ ଦର୍ଶନର ସେ ମହାର୍ଘ ମୂହୁର୍ତ୍ତକୁ।
ଆଜି ମହାଶିବରାତ୍ରୀ। ଦେବଦେବ ମହାଦେବଙ୍କ ଦ୍ୱାରା ଏହିଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି।
କଟକ ଆଠଗଡ ଧବଳେଶ୍ୱର ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଝୁଲାପୋଲ କିମ୍ବା ଡଙ୍ଗା ଉପରେ ଭକ୍ତମାନଙ୍କ ଯିବା ଆସିବା ବାରଣ କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ମହାନଦୀ ଭିତରେ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଛି ।
ଜାଣିରଖନ୍ତୁ ମହାଦେବଙ୍କୁ କେମିତି କରିବେ ପ୍ରସନ୍ନ ?
ଭଗବାନ ଶିବଙ୍କ ଜୀବନ୍ତ ଚେହେରା କଥା ମନକୁ ଆସିଲେ ଆପେ ଆପେ ଆସିଯାଏ 'ଓମ୍ ନମଃ ଶିବାୟ'ର କଳାକାର ସମର ଜୟ ସିଂହଙ୍କ ଚେହେରା। ଲୋକେ ତାଙ୍କ ଫଟୋ ରଖି ପୂଜା କରୁଛନ୍ତି ତେବେ ଶିବଙ୍କ ଭୂମିକାରେ ଅଭିନୟ କରି ଆହୁରି ଅନେକ କଳାକାର ମଧ୍ୟ ପୂଜା ପାଉଛନ୍ତି। କିଏ ସେମାନେ ଆସନ୍ତୁ ଜାଣିବା।
ପ୍ରତିବର୍ଷ ଫାଲଗୁନ୍ ମାସର କୃଷ୍ଣ ପକ୍ଷର ଚତୁର୍ଦଶୀରେ ମହାଶିବରାତ୍ରୀ ପାଳନ କରାଯାଏ। ଏହାକୁ ଜାଗର ରାତ୍ରୀ ମଧ୍ୟ କୁହାଯାଏ। ଏହା ପଛରେ ରହିଛି ୪ଟି ବଡ଼ କାରଣ ଅଛି। ଆସନ୍ତୁ ଜାଣିବା…
ମହାଶିବରାତ୍ରୀରେ ଆପଣ ନିଶ୍ଚିତ ଶିବଲିଙ୍ଗରେ ବେଲପତ୍ର ଚଢେଇବେ। ଏହା ପୂର୍ବରୁ ଜାଣି ନେବା ଜରୁରୀ ଯେ ବେଲପତ୍ର କିପରି ଛିଡାଯାଏ ଓ ଶିବଲିଙ୍ଗରେ କିପରି ଚଢାଯାଏ। ଜାଣନ୍ତୁ ଏହାର ଫାଇଦା କ’ଣ..