• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Jagatsinghpur Minor Girl Rape And Murder

minor girl rape
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଜଗତସିଂହପୁର: ଜଗତସିଂହପୁର ଏରସମାର ଗଡ଼ହରିଶପୁର ଗାଁରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତକୁ କଟକ ବାଦାମବାଡ଼ିରୁ ଗିରଫ କଲା ଏରସମା ପୋଲିସ। ତା ନାଁ ଲାବା ମାନା ଓରଫ୍ କାଳିଆ।  ଗଡ଼ହରିଶପୁର ଗାଁରେ ନାବାଳିକାକୁ ଘରୁ ଟେକିନେଇ କାଜୁ ଜଙ୍ଗଲରେ ଦୁଷ୍କର୍ମ ପରେ ହତ୍ୟା ହୋଇଥିଲା। ସେପଟେ ଏହି ଘଟଣାରେ ଗଭୀର ଉଦବେଗ ପ୍ରକାଶ କରିବା ସହ ପୀଡ଼ିତାଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result