ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ଙ୍କୁ ପଦରୁ ହଟାଇବା ପାଇଁ ପ୍ରସ୍ତାବ ଉପରେ ରାଜ୍ୟସଭାରେ ହେବ ଦୁଇ ଦିନିଆ ଡିବେଟ୍ ହେବ। ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା ବିତର୍କକୁ ଆରମ୍ଭ କରିବେ।
ରାଜ୍ୟସଭା ମୁଲତବୀ ହେବା ପରେ ସୁରକ୍ଷା କର୍ମୀମାନେ ଯାଞ୍ଚ କରିବା ବେଳେ ଏହି ନୋଟ୍ ବିଡ଼ା ଠାବ କରିଛନ୍ତି । ଏହି ୨୨୨ ସିଟ୍ଟି ତେଲଙ୍ଗାନାର କଂଗ୍ରେସ ସାଂସଦ ଅଭିଷେକ ମନୁ ସିଂଘଭିଙ୍କୁ ଆଲଟ୍ କରାଯାଇଛି । ରୁଟିନ୍ ଚେକ୍ ବେଳେ ସିଟରେ ଏହି ନୋଟ୍ ଥିବା ଜଣାପଡିଥିଲା । ସୁରକ୍ଷା କର୍ମୀମାନେ ତୁରନ୍ତ ଏହା ତାଙ୍କ ଦୃଷ୍ଟିକୁ ଆଣିଥିଲେ ବୋଲି କହିଛନ୍ତି ଧନକଡ । ତେଣୁ ଏହାର ତଦନ୍ତ କରାଯାଉଛି ।
କଥା କଟାକଟି ହେଲେ ଜୟା ବଚ୍ଚନ ଓ ଉପରାଷ୍ଟ୍ରପତି । ରାଜ୍ୟସଭାରେ ସାଂସଦ ଜୟା ବଚ୍ଚନଙ୍କ ଉପରେ ତାତିଲେ ଉପରାଷ୍ଟ୍ରପତି ତଥା ଗୃହର ଅଧ୍ୟକ୍ଷ ଜଗଦୀପ ଧନକଡ ।
ଉପରାଷ୍ଟ୍ରପତିଙ୍କୁ ଅପମାନିତ କରାଯିବାକୁ ନେଇ ରାଷ୍ଟ୍ରପତି ନିରାଶ ...ଧନକରଙ୍କୁ ଫୋନ କରି କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ଟିଏମସି ସାଂସଦଙ୍କ ଏଭଳି ଆଚରଣକୁ ଚାରିଆଡୁ ନିନ୍ଦା... ଘଟଣାକୁ ଲଜ୍ଜାଜନକ କହିଲେ ଉପରାଷ୍ଟ୍ରପତି ଜଗଦୀପ ଧନକର... ମିମିକ୍ରି ବେଳେ ନିନ୍ଦା ପରିବର୍ତ୍ତେ ଭିଡିଓ କରୁଥିଲେ ରାହୁଲ ଗାନ୍ଧି ...
ନୂଆ ସଂସଦ ଭବନ ଗଜଦ୍ୱାରରେ ପତାକା ଉତ୍ତୋଳନ..କାଲିଠୁ ଆରମ୍ଭ ହେଉଛି ସଂସଦର ସ୍ୱତନ୍ତ୍ର ଅଧିବେଶନ..୫ ଦିନ ଧରି ଚାଲିବ ସ୍ୱତନ୍ତ୍ର ଅଧିବେଶନ
ଦେଶର ୧୪ତମ ଉପରାଷ୍ଟ୍ରପତି ଭାବେ ଜଗଦୀପ ଧନଖଡ଼ ଆଜି ଶପଥ ଗ୍ରହଣ କରିଛନ୍ତି। ଶପଥ ନେବା ପୂର୍ବରୁ ଜଗଦୀପ ଧନଖଡ଼ ରାଜଘାଟ ଯାଇ ମହାତ୍ମା ଗାନ୍ଧିଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
ରାଷ୍ଟ୍ରପତି ଭଳି ଉପ-ରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଦେଶର ସାଧାରଣ ନାଗରିକ ଭୋଟ୍ ଦେଇ ନ ଥାନ୍ତି। ଉପରାଷ୍ଟ୍ରପତି ନିର୍ବାଚନରେ କେବଳ ସାଂସଦ ଭୋଟ୍ ଦେଇଥାନ୍ତି।
ସଂସଦ ଭବନରେ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟିଂ ଚାଲିବ। ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ।
ପଶ୍ଚିମବଙ୍ଗ ରାଜ୍ୟପାଳ ଥିବା ଜଗଦୀପ ଧନଖଡ଼ଙ୍କୁ ବିଜେପି ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୟନ କରାଯାଇଛି ।