ଓଡ଼ିଶା ଟେଲିଭିଜନ ନେଟୱାର୍କର ସହ-ପ୍ରତିଷ୍ଠାତା ଏବଂ ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡା ଓଡ଼ିଶାବାସୀଙ୍କୁ ଓଟିଭି ପ୍ରତି ଥିବା ବିପୁଳ ସମର୍ଥନ ପାଇଁ ଧନ୍ୟବାଦ ଜଣାଇଥିଲେ । ସେ କହିଥିଲେ, ଲୋକଙ୍କ ଭଲ ପାଇବା ପାଇଁ ଓଟିଭି ଆଜି ଓଡ଼ିଶାରେ ଏକ ନମ୍ବରରେ ରହିଛି ।
ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଟିଭିକୁ ମିଳିଲା ସମ୍ମାନ । ଯୋଗଦେଲେ ଓଟିଭି ଏମଡି ଜଗି ମଙ୍ଗତ ପଣ୍ଡା ।
ମୁଖ୍ୟବକ୍ତା ଭାବେ ଯୋଡ଼ିହୋଇଥିଲେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ । ତାଙ୍କୁ ସ୍ୱାଗତ କରିଥିଲେ ଜଗି ।
ମାର୍ଚ୍ଚ ୩ ତାରିଖକୁ କାନଭାସ ପରିବାର ରାଉରକେଲା ଦିବସ ରୂପେ ପାଳନ କରୁଛି ।
ପୁସ୍ତକଟି ପୌରାଣିକ କଥା ବସ୍ତୁ ଉପରେ ଆଧାରିତ ହୋଇଥିବା ବେଳେ ଇଂରାଜୀ ଭାଷାରେ ଲେଖାଯାଇଛି । ପୁରାଣର ଶହେଟି ବଛାବଛା ଗପକୁ ପୁସ୍ତକରେ ସ୍ଥାନୀତ କରାଯାଛି । ପୌରାଣିକ ବିଷୟ ବସ୍ତୁକୁ ଲୋକେ ଭୁଲିଯାଉଥିବାରୁ ଏହି ବହି ବିଶେଷ ଉପଯୋଗୀ ହେବ ବୋଲି କୁହାଯାଉଛି ।
ଏନବିଏଫ୍ ନ୍ୟାସନାଲ କନକ୍ଲେଭରେ ''ବାର୍କ ଏବଂ ବିୟଣ୍ଡ'' ଶୀର୍ଷକ ଆଲୋଚନାଚକ୍ର ହୋଇଥିଲା।
ଆଜି ହେଉଛି ବିଶ୍ୱ ହୃତପିଣ୍ଡ ଦିବସ । ଲୋକଙ୍କୁ ହୃତପିଣ୍ଡ ଓ ହୃଦରୋଗ ବିଷୟରେ ସତର୍କ କରାଇବା ପାଇଁ ୨୦୦୦ ମସିହାଠାରୁ ବିଶ୍ୱ ହୃତପିଣ୍ଡ ଦିବସ ପାଳିତ ହେଉଛି । ବିଶ୍ୱରେ ପ୍ରତିବର୍ଷ ହୃଦରୋଗ ଜନିତ ମୃତ୍ୟୁ ସଂଖ୍ୟା ଉଦବେଗଜନକ ଭାବେ ବଢିବାରେ ଲାଗିଛି । ଏହି ଅବସରରେ ସଚେତନାର ବାର୍ତ୍ତା ଦେଇଛି କେୟାର ହସ୍ପିଟାଲ