ଜମ୍ମୁ କାଶ୍ମୀରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ ଭାରସାମ୍ୟ ହରାଇ ୧୫୦ ଫୁଟ୍ ତଳକୁ ଖସିପଡ଼ିଲା। ଏହି ଦୁର୍ଘଟଣାରେ ୨୧ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଜଣ ଆହତ ହୋଇଥିବା ସୂଚନା ମିଳିଛି।
ଜମ୍ମୁ କଶ୍ମୀରରେ ଖୁବଶୀଘ୍ର ହେବେ ବିଧାନସଭା ନିର୍ବାଚନ ଏବଂ ଶୀଘ୍ର ଏହା ଫେରି ପାଇବ ପୂର୍ଣ୍ଣ ରାଜ୍ୟ ମାନ୍ୟତା । ଆଜି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଭାରତ ସରକାର ଏକ ନୋଟିଫିକେସନ୍ ଜାରି କରି ତେହରିକ୍-ଏ-ହୁରିୟତ ସଂଗଠନ ବିଷୟରେ କହିଛନ୍ତି କି, ଏହି ସଂଗଠନ ଜାମ୍ମୁ କାଶ୍ମୀରରେ ବିଚ୍ଛିନ୍ନତାବାଦୀ ଚିନ୍ତାଧାରା ବିସ୍ତାର କରୁଛି। ଏହି ସଂଗଠନର ଲୋକମାନେ ଆତଙ୍କବାଦୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ଏବଂ ପଥର ଫିଙ୍ଗିବାକୁ ଉତ୍ସାହିତ କରୁଛନ୍ତି।
ମସଜିଦରେ ନମାଜ ପଢୁଥିବା ବେଳେ ସଫିଙ୍କୁ ହତ୍ୟା କରାଯାଇଛି। ଏହା ପୂର୍ବରୁ ମଧ୍ୟ ଗତ ମେ ମାସରେ କାଶ୍ମୀରରେ ଟାର୍ଗେଟ୍ କିଲିଂ ଘଟଣା ସାମ୍ନାକୁ ଆସିଥିଲା। ସେତେବେଳେ ଜଣେ ସାଧାରଣ ନାଗରିକଙ୍କୁ ଟାର୍ଗେଟ୍ କରିଥିଲେ ଆତଙ୍କବାଦୀ।
ଭାରତରେ ଅନୁପ୍ରବେଶ କରିବା ଅପେକ୍ଷାରେ ଏବେ ୨୫୦-୩୦୦ ପାକିସ୍ତାନୀ ଆତଙ୍କବାଦୀ ।
ସନ୍ଦିଗ୍ଧ ଯୁବକ କେତେବେଳେ ନିଜକୁ ନ୍ୟୁରୋ ସ୍ପେଶାଲିଷ୍ଟ ଡାକ୍ତର କହୁଥିଲା ତ କେତେବେଳେ ପିଏମ୍ଓ ଅଫିସର ଅଧିକାରୀ ବୋଲି କହୁଥିଲା। ତାସହ ଉଚ୍ଚପଦସ୍ଥ ଏନଆଇଏ ଅଧିକାରୀଙ୍କ ସହ ତା’ର ସଂପର୍କ ଥିବା ବି ସେ କହୁଥିଲା।
କାଶ୍ମୀରରୁ ଧାରା ୩୭୦ ପ୍ରତ୍ୟାହାର ନିଷ୍ପତ୍ତି ବୈଧ । କେନ୍ଦ୍ରର ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ । ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ ବିରୋଧୀଙ୍କ ପ୍ରଶ୍ନ ଭିତରେ ଐତିହାସିକ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ ।
କାଶ୍ମୀରରୁ ଧାରା ୩୭୦ ପ୍ରତ୍ୟାହାର ନିଷ୍ପତ୍ତି ବୈଧ । କେନ୍ଦ୍ରର ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ । ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ ବିରୋଧୀଙ୍କ ପ୍ରଶ୍ନ ଭିତରେ ଐତିହାସିକ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ ।
ଜମ୍ମୁ ଓ କାଶ୍ମୀରର ପୋଲିସ ଡିଜି ଦିଲବାଗ ସିଂ ଅକଟୋବର ୩୧ରେ ଅବସର ନେଉଛନ୍ତି ।
ଭାରତୀୟ ସେନା ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଜାମ୍ମୁ କାଶ୍ମୀର କିସ୍ତିୱାର ନିକଟରେ କ୍ରାସ୍ ହୋଇଥିବା ଜଣାପଡ଼ିଛି।
ଗୁଜରାଟରେ ରହୁଥିବା ଜଣେ ଠକକୁ Z+ ସିକ୍ୟୁରିଟି ସାଙ୍ଗକୁ ବୁଲେଟ୍ ପ୍ରୁଫ୍ ଏସ୍ୟୁଭି ଗାଡ଼ି ଓ ପଞ୍ଚତାରକା ହୋଟେଲରେ ରହଣୀ ସୁବିଧା । ତାହା ପୁଣି ଜମ୍ମୁ କାଶ୍ମୀର ଭଳି ଉତ୍ତେଜନାପ୍ରବଣ ଅଞ୍ଚଳରେ । ଜାଣନ୍ତୁ ପୂରା ଘଟଣା..
ସିନେମା ହଲ୍ ଭିତରେ ଖାଦ୍ୟ ଓ ପାନୀୟ ବିକ୍ରି ସଂପର୍କିତ ସର୍ତ୍ତ ମଧ୍ୟ ଧାର୍ଯ୍ୟ କରିପାରିବେ ହଲ ମାଲିକ ।
ଦୀପାବଳି ପୂର୍ବରୁ ପୁଣି ଜମ୍ମୁ-କାଶ୍ମୀରରେ ଆତଙ୍କୀ ହମ୍ଲା ହୋଇଛି। ସୋପିଆନ୍ ଜିଲ୍ଲାରେ ଶନିବାର ଆତଙ୍କବାଦୀଙ୍କ ଦ୍ୱାରା କାଶ୍ମୀର ପଣ୍ଡିତଙ୍କୁ ଗୁଳି କରି ହତ୍ୟା ପରେ ଏବେ ଜିଲ୍ଲାରେ ଆଉ ଦୁଇ ଜଣ ପ୍ରବସୀ ଶ୍ରମିକଙ୍କୁ ହତ୍ୟା କରାଯାଇଛି।
ନିପାତ ହେଲେ ୨ ଆତଙ୍କବାଦୀ। ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାରେ ସୋମବାର ଭୋରୁ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି।
ଆଜି ପୁଲୱାମା ଓ ସୋପିଆନ୍ରେ ୨ଟି ସିନେମାହଲ୍ର ଉଦ୍ଘାଟନ କରିଛନ୍ତି ଉପରାଜ୍ୟପାଳ ମନୋଜ ସିହ୍ନା । ଏହି ୨ଟି ସିନେମାହଲ୍ ୧୦୦ ସିଟ୍ ବିଶିଷ୍ଟ ଏବଂ ଏହାକୁ ସରକାର ପରିଚାଳନା କରିବେ ।
ପରବର୍ତ୍ତୀ ନିର୍ବାଚନରେ ଭୋଟ୍ ଦେବେ ଅଣ-କାଶ୍ମୀରୀ । ଆରମ୍ଭ ହୋଇଛି ଭୋଟର ଲିଷ୍ଟ ସଂଶୋଧନ ପ୍ରକ୍ରିୟା ।
ଜମ୍ମୁରେ ଭାଙ୍ଗିଲା ଶିବ ମୂର୍ତ୍ତି । ତାତିଲେ ଲୋକେ...
ଖାଲି ହାତରେ ଆତଙ୍କବାଦୀଙ୍କୁ ଧରି ସାହସୀର ପରିଚୟ ଦେଲେ ଜାମ୍ମୁକାଶ୍ମୀରର ତୁକସାନ୍ ବାସିନ୍ଦା...
ଜମ୍ମୁ କଶ୍ମୀରରେ ଆତଙ୍କୀଙ୍କୁ ନିପାତ କରିଛନ୍ତି ସୁରକ୍ଷାକର୍ମୀ । ବ୍ୟାଙ୍କ ମ୍ୟାନେଜରକୁ ହତ୍ୟା କରିଥିବା ଆତଙ୍କବାଦୀକୁ ଗୁଳି କରିଛନ୍ତି ସୁରକ୍ଷାକର୍ମୀ ।
ଜାମ୍ମୁ ଓ କାଶ୍ମୀରରେ ବର୍ତ୍ତମାନ ଯେଉଁ ସ୍ଥିତି ମୁଣ୍ଡ ଟେକି ସୁରକ୍ଷା ଏବଂ ଭ୍ୟାଲି ବାସିନ୍ଦାଙ୍କ ପ୍ରତି ବିପଦ ବଢ଼ାଇଛି
ପୁଣିଥରେ ଅଶାନ୍ତ ହୋଇ ଉଠିଛି ଜମ୍ମୁ-କଶ୍ମୀର। ଆତଙ୍କବାଦୀଙ୍କ ଟାର୍ଗେଟ କିଲିଂ ଯୋଗୁ ପୂରା ଉପତ୍ୟକାରେ ସୃଷ୍ଟି ହୋଇଛି ଭୟର ବାତାବରଣ। ବିଶେଷ କରି କୁଲଗାମରେ ଜଣଙ୍କ ପରେ ଜଣେ ସାଧାରଣ ଲୋକଙ୍କୁ ହତ୍ୟା କରୁଛନ୍ତି ଆତଙ୍କବାଦୀ।
ଦିନ ଦ୍ୱିପ୍ରହରରେ ସ୍କୁଲ ଭିତରକୁ ପଶି ମହିଳା ଶିକ୍ଷୟିତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଆତଙ୍କବାଦୀ ।
ଜମ୍ମୁ ଓ କାଶ୍ମୀର ପୁଲଓ୍ବାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା...
ଜମ୍ମୁ କଶ୍ମୀରରେ ନରସଂହାର ଜାରି ରଖିଛନ୍ତି ଆତଙ୍କବାଦୀ। ଜଣେ ୩୫ ବର୍ଷୀୟ ଜଣାଶୁଣା ଟିକଟକ ଷ୍ଟାର ଆଜି ଆତଙ୍କବାଦୀ ଗୁଳିରେ ନିହତ ହୋଛନ୍ତି। ହତ୍ୟାର ଶିକାର ହୋଇଥିବା ଯୁବତୀ ଜଣକ ହେଛନ୍ତି ଜମ୍ମୁ ଏବଂ କଶ୍ମୀରିର ବୁଡଗାମ ଜିଲ୍ଲାର। ସେହିପରି ସମ୍ପୃକ୍ତ ମହିଳାଙ୍କ ୧୦ ବର୍ଷର ପୁତୁରା ଗୁଳିମାଡ଼ରେ ଗୁରୁତର ହୋଇଛନ୍ତି ।
ଗୁଳିମାଡ଼ ପରେ ସୈଫୁଲ ଓ ତାଙ୍କ ଝିଅଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା । ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ତାଙ୍କ ୭ ବର୍ଷୀୟ ଝିଅର ଡାହାଣ ହାତରେ ଗୁଳି ବାଜିଛି ।