ଅଶ୍ଳୀଳ ନୃତ୍ୟ ଓ ଦ୍ବିଅର୍ଥ ବୋଧକ କମେଡିକୁ ଆଉ ବରଦାସ୍ତ କରାଯିବନି । ଏପରି କଲେ ହେବ ଠେଙ୍ଗା ମାଡ଼ । ଆଜି ମା ବାରଭୁଜାଙ୍କ ପାଖରେ ଶହେ ଠେଙ୍ଗା ପୂଜା କରାଯାଇଛି।
ଏଥର ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣା ଓ ରାଣୀ ପ୍ରିୟଦର୍ଶିନୀ ଭଳି ବିବାଦୀୟ ଆଇଟମ ଡ୍ୟାନସର । ଯାତ୍ରା ପେଣ୍ଡାଲରେ ଏଥର ହେବନି ଅଙ୍ଗ ପ୍ରଦର୍ଶନ ।