• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Jatra Party

Khandagiri Jatra 2025
Khandagiri Jatra 2025: ଯାତ୍ରାରେ ଅଶ୍ଳୀଳତା ବନ୍ଦ କରିବାକୁ କଠୋର ହେବେ ରାଜ୍ୟ ସରକାର

ଏଥର ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣା ଓ ରାଣୀ ପ୍ରିୟଦର୍ଶିନୀ ଭଳି ବିବାଦୀୟ ଆଇଟମ ଡ୍ୟାନସର । ଯାତ୍ରା ପେଣ୍ଡାଲରେ ଏଥର ହେବନି ଅଙ୍ଗ ପ୍ରଦର୍ଶନ ।

Accident in Salepur
Accident in Salepur: ଭୁଶୁଡ଼ିଲା ଯାତ୍ରା ପାର୍ଟିର ଉଚ୍ଚ ଲୁହା ଏଣ୍ଟ୍ରି ଗେଟ୍, ୩୦ରୁ ଅଧିକ ଦର୍ଶକ ଆହତ

କଟକ ସାଲେପୁର ଥାନା ରାଇସୁଙ୍ଗୁଡ଼ାରେ ବଡ଼ ଅଘଟଣ । ଯାତ୍ରା ପାର୍ଟିର ଉଚ୍ଚ ଲୁହା ଏଣ୍ଟ୍ରି ଗେଟ୍ ଭୁଶୁଡ଼ି ପଡ଼ିବାରୁ ଏଥିରେ ଚାପି ହୋଇ ୩୦ରୁ ଅଧିକ ଦର୍ଶକ ଆହତ ହୋଇଛନ୍ତି ।

Jatra Party
ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ, ଆଇନ୍‌ ଆଣିବେ ସରକାର

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ । ଯାତ୍ରା ମାଲିକ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ । ସରକାର ବି ଏ ଦିଗରେ ତର୍ଜମା କରୁଛନ୍ତି ।

Outrage over obscene dance
ଛାତି ଦୁଲୁକେଇ ନାଚିଲେ, ମୁଠା ମୁଠା ଟଙ୍କା ନେଲେ ରାନୀ

ଛାତି ଦୁଲୁକେଇ ନାଚିଲେ, ମଞ୍ଚ ହଲିଲା...ଦର୍ଶକଙ୍କ ଅଂଟା ବି ହଲିଲା। ରାନୀଙ୍କ ହଟ୍‌ ଡ୍ୟାନ୍ସ ଦେଖି ମତୁଆଲା ହେଲେ ଦର୍ଶକ। ଗୀତ ବାଜୁଥିଲା ଚମେଲି ଚମେଲି...

Jatra
ଯାତ୍ରା ପେଣ୍ଡାଲରେ ଅଶ୍ଳୀଳତାକୁ ନେଇ କଳାକାର-ଆୟୋଜକ ମୁହାଁମୁହିଁ

ନୃତ୍ୟ ଆଳରେ ଅଙ୍ଗ ପ୍ରଦର୍ଶନକୁ ନେଇ ଏବେ ପୁଣି ମୁଣ୍ଡ ଟେକିଛି ନୂଆ ବିବାଦ।

odia Jatra
ଅଗଷ୍ଟରେ କଣ ରହିବ ଖୋଲା, କଣ ହେବ ବନ୍ଦ; ଜାଣନ୍ତୁ

ରାଜ୍ୟର ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ।  ଏଣିକି ରାସ୍ତା କଡ଼ ଦୋକାନରେ ଲୋକେ  ଖାଇ ପାରିବେ। ରାଜ୍ୟରେ ସାପ୍ତାହିକ ହାଟ ଖୋଲିବାକୁ ମଧ୍ୟ ଅନୁମତି ଦିଆଯାଇଛି। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଖୋଲାଯାଇ ପାରିବ। ମ୍ୟୁଜିୟମ, ପର୍ଯ୍ୟଟନ ସ୍ଥାନ ଖୋଲାଯାଇ ପାରିବ ବୋଲି SRC କହିଛନ୍ତି।