• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Jayanarayan Mishra

Jayanarayan Mishra
ପ୍ରବଳ ଚାପରେ ସରକାରଙ୍କ ୟୁଟର୍ଣ୍ଣ; ‘ମେଣ୍ଟାଲ ଡିଜ୍ ଅର୍ଡର’ ମନ୍ତବ୍ୟକୁ ଗୃହରୁ ବାଦ୍ ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ବିରୋଧୀ ବିଜେପି ଗୃହରେ ହଙ୍ଗାମା କରିବା ସହିତ ଉଭୟ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କୁ ଟାର୍ଗେଟ୍ କରିଛି । ଆଉ ଏହାରି ଭିତରେ ଜୟନାରାୟଣ ସାଂଘାତିକ ଅଭିଯୋଗ, ନା ଗୃହରେ ନା ଗୃହ ବାହାରେ ସେ ନିଜକୁ ସୁରକ୍ଷିତ ମନେ କରୁଛନ୍ତି । ତାଙ୍କର ଯଦି କିଛି ହୋଇଯାଏ, ମୁଖ୍ୟମନ୍ତ୍ରୀ ଦାୟୀ ରହିବେ ।

Jayanarayan Mishra
ବିଧାନସଭା ବିବରଣୀରୁ ‘ମେଣ୍ଟାଲ ଡିଜ୍ ଅର୍ଡର’ ବାଦ୍

ବିରୋଧୀ ଦଳ ନେତାଙ୍କ ପ୍ରତି ବିଜେଡି ବିଧାୟକ ଅରୁଣ ସାହୁ ଏହି ମନ୍ତବ୍ୟ ଦେଇଥିଲେ। ଅରୁଣ ସାହୁଙ୍କ ଏହି ମନ୍ତବ୍ୟ ପରେ ଗୃହ କମ୍ପିଥିଲା। ଏହା ସହ ଏହି ମନ୍ତବ୍ୟକୁ ବିବରଣୀରୁ ବାଦ୍ ଦେବାକୁ ଦାବି ହୋଇଥିଲା।

BJP Leader Jayanarayan Mishra
‘ମୋତେ କେଉଁ ରୋଗ ହୋଇଛି, କି ଚିକିତ୍ସା ହେଉଛି ସରକାର ଜାଣିଛନ୍ତି’

ବିଧାନସଭାରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ମାନସିକ ବିକୃତ କହିବା ଘଟଣାରେ ସେ ମାନହାନୀ ମୋକଦ୍ଦମା ରୁଜୁ କରିପାରନ୍ତି। ଏନେଇ ଓଟିଭି ଖୋଲାକଥାରେ ସେ ସୂଚନା ଦେଇଛନ୍ତି।

Jayanarayan Mishra
‘ମୋତେ ମାରିଦେବେ, ମୁଁ ଅସୁରକ୍ଷିତ; ସେଦିନ ସର୍କିଟ୍‌ ହାଉସ୍‌ରେ ଥିଲେ ମୋତେ ମାରି ଦେଇଥାନ୍ତେ’

ନିଜକୁ ଅସୁରକ୍ଷିତ ବୋଲି କହିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ନିଜକୁ ଗୃହ ଓ ଗୃହ ବାହାରେ ଅସୁରକ୍ଷିତ ମନେ କରୁଥିବା କହିଲେ । ଆଜି ମୋର ସମ୍ବଲପୁର ଘର ଆଗରେ ବିକ୍ଷୋଭ କରାଯାଉଛି ।

Jayanarayan Mishra
ପୁଣି ଗୃହରେ ନବ ତାତି ! ଜୟ କହିଲେ ନିର୍ଯ୍ୟାସ ବାହାରୁନି ଯଦି ଗୃହର ଆବଶ୍ୟକ କ’ଣ..?

ବଡ଼ ଲୋକଙ୍କ ସମ୍ପୃକ୍ତି ଅଛି, ତେଣୁ ସରକାର ତଦନ୍ତ କରୁ ନାହାନ୍ତି କହିଲେ ଜୟ । 

Odisha Assembly
ବିଧାନସଭା ଶୂନ୍ୟକାଳରେ ଉଠିଲା ମହାନଦୀ ଜଳ ସଂକଟ

ମହାନଦୀ ଟ୍ରିବ୍ୟୁନାଲରେ ରାଜ୍ୟ ସରକାର ୬ ଜଣ ବରିଷ୍ଠ ଓକିଲଙ୍କୁ ନିୟୋଜିତ କରିଛନ୍ତି, ସେମାନଙ୍କ ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି । ତାର ପୂର୍ଣ୍ଣାଙ୍ଗ ରିପୋର୍ଟ ସରକାର ଗୃହରେ ଉପସ୍ଥାପନ କରନ୍ତୁ ବୋଲି ଦାବି କରିଛନ୍ତି ଜୟନାରାୟଣ ।

Jayanrayan Mishra
ବବିଙ୍କୁ ୪ ଜିଲ୍ଲା ଦାୟିତ୍ୱ ନେଇ ଜୟଙ୍କ କଟାକ୍ଷ, କହିଲେ ସଂଗଠନ ନୁହେଁ ପାର୍ଟି ଫଣ୍ଡ ଆଦାୟ ପାଇଁ ମିଳିଛି ଦାୟିତ୍ୱ

ସେହି ୪ଟି ଜିଲ୍ଲା ଖଣି ଖାଦାନରେ ଭରପୁର । ବ୍ଲାକରୋଜ କଥା ବି ଉଠାଇଲେ ଜୟନାରାୟଣ ।

5T
ବିଧାନସଭାରେ ଥମୁନି 5T ଝଡ଼

କାଉଣ୍ଟର ପାଇଁ ସୋସିଆଲ ମିଡିଆର ସାହାରା ନେଲା ବିଜେଡି

 Jayanarayan Mishra
ଗୋପାଳର ମେଡିକାଲ ରିପୋର୍ଟକୁ ନେଇ ରାଜନୀତି ଜୋର : ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

‘ହତ୍ୟା ପଛରେ କିଏ, ଉଦ୍ଦେଶ୍ୟ କଣ, ପୋଲିସ ବାହାର କରିବାକୁ ଚାହୁଁନି’

lop
ନବ ଦାସ ହତ୍ୟା : ବବି-ପାଣ୍ଡିଆନଙ୍କ ମୋବାଇଲରେ ଲୁଚିଛି ସତ?

ମନ୍ତ୍ରୀଙ୍କୁ ପୂରା ଷଡଯନ୍ତ୍ର କରି ହତ୍ୟା କରାଯାଇଛି। ଯଦି ଘଟଣାର ସତ ଜାଣିବାକୁ ସମସ୍ତଙ୍କର ଆଗ୍ରହ ରହିଛି ତେବେ ତୁରନ୍ତ ଏଇ ଦୁଇ ବ୍ୟକ୍ତିଙ୍କ ଫୋନ୍‌ କଲ୍‌ ଯାଂଚ ହେଉ। ଯାହାଦ୍ୱାରା ସାମ୍ନାକୁ ଆସିବ ଦୋଷୀ। କିନ୍ତୁ ଏହି ଦୁଇ ବ୍ୟକ୍ତିଙ୍କ ସମ୍ପୃକ୍ତି ଯୋଗୁ ଓଡ଼ିଶା ପୋଲିସ୍‌ ସେମାନଙ୍କ ବିରୋଧରେ ତଦନ୍ତ କରିପାରିବ ନାହିଁ । ତେଣୁ ସିବିଆଇ ତଦନ୍ତର ଆବଶ୍ୟକତା ରହିଛି

Jayanarayan Mishra
ଜୟନାରାୟଣଙ୍କ ଘର ଆଗରେ ବିକ୍ଷୋଭ କରୁଛନ୍ତି ମହିଳା, କିନ୍ତୁ ଜାଣିନାହାନ୍ତି କେଉଁ ଦଳର !

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ବାସଭବନ ଘେରିବାକୁ ଆସିଲେ ମହିଳା।

Jayanarayan Mishra
ବିଧାନସଭାରେ ଏକ୍ସପୋଜ୍ ହେବ ନବ ହତ୍ୟାକାଣ୍ଡ; ଚେତାବନୀ ଦେଲେ ଜୟନାରାୟଣ

ନବ ଦାସ ହତ୍ୟା ଓ ଅନ୍ୟ ଗରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଗୁମର ଖୋଲୁଥିବାରୁ ତାଙ୍କୁ ଶାସକ ଦଳ ଟାର୍ଗେଟ କରୁଛି ବୋଲି ଜୟନରାୟଣ ଅଭିଯୋଗ କରିଛନ୍ତି । ତେବେ ଆଗକୁ ବିଧାନସଭା ବଜେଟ୍ ଅଧିବେଶନ ଥିବାରୁ ଗୃହରେ ନବ ଦାସ ହତ୍ୟାକାଣ୍ଡ ଏକ୍ସପୋଜ୍ ହେବ, ଘଟଣା ପଛରେ ରହିଥିବା ଅନେକ ରହସ୍ୟର ଖୁଲାସା କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିରୋଧୀ ଦଳ ନେତା ।

Jayanarayan Mishra
ଏଥର ବିଧାନସଭାରେ ନବ ଦାସ ହତ୍ୟାର ଏକ୍ସପୋଜ କରିବେ ଜୟନାରାୟଣ !

‘ମୋ ବିରୁଦ୍ଧରେ ଥିବା ଅଭିଯୋଗକୁ ନେଇ ଯଦି ସେମାନେ ଆଲୋଚନା କରିବାକୁ ଚାହୁଁଛନ୍ତି ମୁଁ ଖୋଲା ଡିବେଟ୍‌ ପାଇଁ ପ୍ରସ୍ତୁତ ।’

Arup Pattnaik
ଜୟଙ୍କ ଚ୍ୟାଲେଞ୍ଜ, ‘ଅରୁପ କୁହନ୍ତୁ ମୁଁ କେଉଁଠିକି ଯିବି, ମୋତେ ଦେଖିନେବେ’

ବିରୋଧୀଦଳ ନେତାଙ୍କ ପ୍ରତି ଅରୁପଙ୍କ ବୟାନକୁ ନେଇ ବିଜେପିର ହଲ୍ଲାବୋଲ । ଥାନାରେ ଏତଲା ଦେଇ ମାଗିଲେ ସୁରକ୍ଷା ।

BJP PROTEST
ନବ ଦାସ ହତ୍ୟା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ୍ କରିଛି ବିଜେପି

ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛନ୍ତି ବିଜେପିର ହେଭିୱେଟ୍ ନେତା ।

arup patnaik
ଜୟନାରାୟଣ ମିଶ୍ରଙ୍କୁ ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ଖୋଲା ଧମକ !

ଅରୂପଙ୍କ ଏଭଳି ମନ୍ତବ୍ୟକୁ ନେଇ ଜୟନାରାୟଣ ବି ଜବାବ ରଖିଛନ୍ତି ।

Jayanarayan Mishra
ଜୟଙ୍କୁ ଆକ୍ରମଣ ପାଇଁ ସର୍କିଟ୍‌ ହାଉସରେ ପଶିଥିଲେ ବିଜେଡି କର୍ମୀ ! ପଦରୁ ହଟାଇବା ପାଇଁ ହଙ୍ଗାମା

ବିରୋଧୀଦଳ ନେତା-IIC ଠେଲାପେଲାକୁ ନେଇ ଘମାସାନ ରାଜନୀତି । ମୋତେ ହତ୍ୟା ପାଇଁ ଚାଲିଛି ଚକ୍ରାନ୍ତ କହିଲେ ଜୟନାରାୟଣ ମିଶ୍ର ।

arup patnaik
ଜୟନାରାୟଣଙ୍କୁ ଅରୂପଙ୍କ ଖାକି ଅନ୍ଦାଜରେ ଧମକ !

ଜୟନାରାୟଣଙ୍କ ପ୍ରତି ବିଦ୍ରୁପ ଓ ସମ୍ମାନହାନୀ ଭଳି ମନ୍ତବ୍ୟ ରଖିଛନ୍ତି ମୁମ୍ବାଇର ପୂର୍ବତନ ପୋଲିସ୍ କମିଶନର ଅରୂପ ପଟ୍ଟନାୟକ । ଅରୂପଙ୍କ ଏଭଳି ମନ୍ତବ୍ୟକୁ ନେଇ ଜୟନାରାୟଣ ବି ଜବାବ ରଖିଛନ୍ତି ।

Jayanarayan Mishra- Arup Pattnaik
ଜୟନାରାୟଣଙ୍କୁ ଅରୁପଙ୍କ ଚେତାବନୀ ! ‘ଆମ ଭଳି ଲୋକଙ୍କ ହାବୁଡ଼ରେ ସେ ପଡ଼ନ୍ତୁ, ଜାଣିବେ’...

ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ ଆଗରେ ବିଜେପିର ବିକ୍ଷୋଭ ବେଳେ ଧନୁପାଲି ମହିଳା ଥାନା ଅଧିକାରୀଙ୍କ ସହ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଠେଲାପେଲା ହୋଇଥିଲା ।

Jayanarayan Mishra
‘ସୁରକ୍ଷିତ ନୁହେଁ ଗୋପାଳ, କିଛି ହେଲେ ଦାୟୀ ରହିବେ ରାଜ୍ୟ ସରକାର’

ଗୋପାଳ ଦାସର ସୁରକ୍ଷା ନେଇ ଚିନ୍ତା ପ୍ରକଟ କଲେ ଜୟନାରାୟଣ

Jayanarayan Mishra
‘ସ୍ପଟରେ ନବ ଦାସଙ୍କ ମୃତ୍ୟୁ ଘଟିଥିଲା, ଏଭଳି ଡ୍ରାମା କରିବା କ’ଣ ଆବଶ୍ୟକ ଥିଲା ?’

ବିସ୍ଫୋରକ ସୂଚନା ଦେଲେ ବିରୋଧୀ ଦଳ ନେତା । ନବ ଦାସଙ୍କ ସ୍ପଟରେ ମୃତ୍ୟୁ ଘଟିଥିବା ଖବର ପାଇଛୁ କହିଲେ ଜୟ ନାରାୟଣ ମିଶ୍ର ।

Jayanarayan Mishra
ସରଗରମ ରାଜ୍ୟ ରାଜନୀତି ! ‘୧୯୯୭ ଭଳି ପରିବର୍ତ୍ତନର ପଦଧ୍ୱନୀରେ ଓଡ଼ିଶାବାସୀ’

ସରକାରକୁ ଓପାଡ଼ି ଫୋପାଡ଼ି ଦେବାକୁ ହେବ । ତାପରେ ଯାଇ ରାଜ୍ୟର ଉନ୍ନତି ହେବ ।