ପରୀକ୍ଷା ଦିନ ହିଁ ଆଖି ବୁଜିଦେଲେ ମା। ପୁଅ କିନ୍ତୁ ହରେଇ ନଥିଲେ ଧୈର୍ଯ୍ୟ। ଛାତିରେ କୋହ ଆଉ ଆଖିରେ ଲୁହ ନେଇ ଦେଇଥିରେ ପରୀକ୍ଷା। ମିଳିଗଲା ସଫଳତା, କ୍ଲିୟର୍ ହେଲା JEE ମେନ୍।