• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Jharkhand Cm

Champai Soren to take oath
ଆଜି ଶପଥ ନେବେ ଚମ୍ପଇ, ଆସନ୍ତା ୧୦ ଦିନରେ ପ୍ରମାଣ କରିବେ ବହୁମତ

ଗତକାଲି ସନ୍ଧ୍ୟାରେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ ଚମ୍ପଇ। ତାଙ୍କ ପାଖରେ ୪୩ ବିଧାୟକଙ୍କ ସମର୍ଥନ ଥିବା ଜଣାଇବା ସହ ସରକାର ଗଠନ ଲାଗି ରାଜ୍ୟପାଳଙ୍କୁ ଜଣାଇଥିଲେ।

Hemant Soren
ହେମନ୍ତଙ୍କ ଖେଳ ଖତମ୍ ! କାଲି ଗିରଫ ଆଜି ଗଲେ ଜେଲ୍

ଜେଲ୍ ଗଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ । ଦିନକ ପାଇଁ ହେମନ୍ତଙ୍କୁ ବିଚାର ବିଭାଗୀୟ ହାଜତ ପଠାଯାଇଛି । ଅନ୍ୟପଟେ ହେମନ୍ତଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଛି ଇଡି । ଆସନ୍ତାକାଲି ଇଡିର ରିମାଣ୍ଡ ଆବେଦନ ନେଇ ଶୁଣାଣି ହେବ ।

Chamapi Soren
ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପଇ ସୋରେନ୍

ବିଧାୟକ ଦଳ ବୈଠକ ପରେ ଚମ୍ପଇଙ୍କ ନାଁରେ ମୋହର ।

Hemant Soren
ହେମନ୍ତଙ୍କୁ ବାଜିବ ଇଡିର ଛାଟ! ରାଞ୍ଚି ସ୍ଥିତ ବାସଭବନରେ ପହଞ୍ଚିଲା ଟିମ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ । ହେମନ୍ତ ସୋରେନଙ୍କ ରାଞ୍ଚି ଘରେ ଇଡି ଟିମ୍ ପହଞ୍ଚି ତାଙ୍କୁ ପଚରାଉଚରା କରୁଛି ।

ED Will Interrogate Jharkhand CM
ଆଜି ହେମନ୍ତଙ୍କୁ ଇଡି ଜେରା, ବଢ଼ିଲା ଗିରଫ ସମ୍ଭାବନା

ହେମନ୍ତ ଓଲଟା ଇଡିକୁ ଚିଠି ଲେଖିଛନ୍ତି ଯେ, ସେ ବଜେଟ ପାଇଁ ବ୍ୟସ୍ତ । ରାଜନୈତିକ ଆକ୍ରୋଶ ରଖି ତାଙ୍କୁ ସମନ କରାଯାଇଛି। ତେଣୁ ଆଜି ରାଞ୍ଚିସ୍ଥିତ ବାସଭବନରେ ଇଡିକୁ ଭେଟିବାକୁ ରାଜି ହୋଇଛନ୍ତି ହେମନ୍ତ ସୋରେନ।

Jharkhand Political Crisis
ଝାଡ଼ଖଣ୍ଡରେ ରାଜନୈତିକ ସଙ୍କଟ: ଝୁଲୁଛି ହେମନ୍ତ ସୋରେନଙ୍କ ଭାଗ୍ୟ

ରାଜନୈତିକ ସଙ୍କଟ ଭିତରେ ଅପରେସନ ଲୋଟସ ଆଶଙ୍କା କରି ଶାସକ ମେଣ୍ଟର ବିଧାୟକମାନଙ୍କୁ ରାୟପୁରରେ ରଖାଯାଇଛି। ସେପଟେ ବିରୋଧୀ ବିଜେପି ତତ୍‌କ୍ଷଣାତ ଝାଡ଼ଖଣ୍ଡରେ ନିର୍ବାଚନ ଘୋଷଣା କରିବାକୁ ଦାବି ଉଠାଇଛି। 

EC may disqualify Jharkhand CM Hemant Soren as MLA
ରଦ୍ଦ ହେବ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାୟକ ପଦ !

ଅଫିସ୍ ଅଫ୍ ପ୍ରଫିଟ୍ ଅଭିଯୋଗ ଆଧାରରେ ଝାଡ଼ଖଣ୍ଡର ରାଜ୍ୟପାଳଙ୍କୁ ସୋରେନ୍‌ଙ୍କ ବିଧାୟକ ପଦ ରଦ୍ଦ ପାଇଁ ନିର୍ବାଚନ ଆୟୋଗ ସୁପାରିଶ ପଠାଇଛନ୍ତି। ଚର୍ଚ୍ଚା ହେଉଛି ଯେ, ଖୁବ୍‌ଶୀଘ୍ର ରାଜ୍ୟପାଳ ତାଙ୍କ ନିଷ୍ପତ୍ତି ନିର୍ବାଚନ କମିଶନଙ୍କୁ ଜଣାଇବେ