ପ୍ରତିଦିନ ଗ୍ରୀଡକୋକୁ ୧୨୦ ମେଗାଓ୍ୱାଟ୍ ବିଦ୍ୟୁତ୍ ଯୋଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୟୁନିଟ୍ ପିଛା ୩ ଟଙ୍କା ୩୬ ପଇସା ଦରରେ ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।