ଏୟାର ଇଣ୍ଡିଆ ଅନେକ ପଦବୀରେ ନିଯୁକ୍ତି ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କ ଆବେଦନକୁ ଆମନ୍ତ୍ରଣ କରିଛି। ୪୯୫ ପୋଷ୍ଟ୍ ପୂରଣ ହେବ। ବିନା ପରୀକ୍ଷାରେ କେବଳ ସାକ୍ଷାତକାର ମାଧ୍ୟମରେ ଏହିସବୁ ପୋଷ୍ଟ୍ ପୂରଣ ହେବ।
ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ IWAI ବିଜ୍ଞପ୍ତି ଜାରି କରିଛି। ଯୋଗ୍ୟ ପ୍ରାର୍ଥୀମାନେ ଅନ୍ଲାଇନ୍ ମାଧ୍ୟରେ ଆବେଦନ କରିପାରିବେ। ଅନ୍ୟାନ୍ୟ ତଥ୍ୟ ଜାଣିବା ପାଇଁ ପଢନ୍ତୁ।