ମୟୂରଭଞ୍ଜ ଜିଲ୍ଲା ଏକ ଆଦିବାସୀ ବହୁଳ ଅଞ୍ଚଳ ହୋଇଥିବା ବେଳେ ଅଧିକାଂଶ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି । ବିଶେଷ କରି କପ୍ତିପଦା ଉପଖଣ୍ଡରେ ଜଳସେଚନ ସୁବିଧା ନଥିବା ବେଳେ ବର୍ଷା ଦିନ ବ୍ୟତୀତ ଅନ୍ୟ ଦିନେ ଚାଷୀମାନେ ହନ୍ତସନ୍ତ ହୁଅନ୍ତି । ତେବେ ଏହି ବ୍ୟାରେଜ କାମ ଆରମ୍ଭରେ ବିଳମ୍ବ ଯୋଗୁ କିଏ ପ୍ରଶାସନକୁ ଦୋଷ ଦେଉଛି ତ ଆଉ କିଏ କହୁଛନ୍ତି ନିର୍ବାଚନ ଭୋଟ ପାଇଁ ୟେ ହେଉଛି ଚାଲ୍...
ମହିଳାଙ୍କୁ ସ୍ୱାବଲମ୍ବୀ ଓ ରୋଜଗାରକ୍ଷମ କରିବା ପାଇଁ କରୋନା ମହାମାରୀ ବେଳେ ସରକାର ଆରମ୍ଭ କରିଥିବା ମୋ ଉପକାରୀ ବଗିଚା ଯୋଜନା ଏବେ ବାଟବଣା
ଖେଳପଡ଼ିଆରେ ଲାଇଟ୍ ଲଗାଇବା ନାଁରେ ଖାଇଗଲେ ଟଙ୍କା। ପଡ଼ିଆରେ ମାଟି ପଡ଼ିବା ନେଇ ବି ଟଙ୍କା ଉଠିଛି କିନ୍ତୁ କାମ ମୂଳରୁ ହୋଇନି। ପୂର୍ବତନ ସରପଞ୍ଚଙ୍କା ନାଁରେ ସଙ୍ଗୀନ ଅଭିଯୋଗ
ଦିନେ ନୁହେଁ କି ମାସେ। ବର୍ଷ ବର୍ଷ ଧରି ମୃତ ବ୍ୟକ୍ତିଙ୍କ ନାଁରେ ଟଙ୍କା ଉଠାଯାଉଛି। କଟକ ଜିଲ୍ଲାର ଟାଙ୍ଗୀ ବ୍ଲକର ସବୁ ପଞ୍ଚାୟତରୁ ଆସିଛି ଏମିତି ମାଳ ମାଳ ଅଭିଯୋଗ ।
ଘରେ ମୂଳରୁ ଗାଈ କି ଛେଳି କିଛି ନାହିଁ। ହେଲେ ସେମାନଙ୍କ ନାଁରେ ଉଠିଛି ଲକ୍ଷାଧିକ ଟଙ୍କା। ଦୁର୍ନୀତିର ଚେର ଲମ୍ବିଛି....
ରାସ୍ତା ତିଆରି ନାଁରେ ଚୋରି କରିନେଲେ ଲକ୍ଷାଧିକ ଟଙ୍କାର ମୋରମ। ଅଭୟାରଣ୍ୟ ଭିତର ପୁଣି କୋର୍ ଏରିଆରୁ ଉଠାଇ ନେଲେ ମୋରମ୍, ଆଇନ କାନୁନ୍କୁ ଫୁ କରିଦେଲେ ସରକାରୀ ଅଧିକାରୀ…